Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ବିପିୟୁଟି ପରୀକ୍ଷା କାର୍ଯ୍ୟସୂଚୀକୁ ନେଇ ପୂର୍ବତନ ବିପିୟୁଟିଛାତ୍ର ସଭାପତି ବିଶ୍ୱଜିତ ଜେନା ଙ୍କର ଅସନ୍ତୁଷ୍ଟ ପ୍ରକାଶ।

0

 

 

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୮/୦୬ ବିପିୟୁଟି ଫାଇନାଲ ସେମିଷ୍ଟର ପରୀକ୍ଷା ଜୁନ ଶେଷ ଅବା ଜୁଲାଇ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ ବୋଲି ବିପିୟୁଟି ଯେଉଁ ଗାଇଡିଲାଇନ ପ୍ରସ୍ତୁତି କରାଯାଇଛି ଏହା ଛାତ୍ର ଛାତ୍ରୀ ମାନଙ୍କୁ ମାନସିକ ଆଘାତ ଦେଇଥିବାରୁ ପୂର୍ବତନ ଛାତ୍ର ସଭାପତି ଙ୍କ ତରଫରୁ ଅସନ୍ତୋଷ ପ୍ରକାଶ କରାଯାଇଛି। ବର୍ତ୍ତମାନ ବିଶ୍ୱ ଏହି ମହାମାରୀ କରୋନା ପାଇଁ ଲଢ଼ୁଥିବା ସମୟରେ ଜନସାଧାରଣ ମାନେ ଯାତାୟାତ ର ବହୁ ଅସୁବିଧାର ସମୁଖୀନ ହେଉଛନ୍ତି। ବିପିୟୁଟି ଗାଇଡିଲାଇନି ଅନୁସାରେ ନିଜ ଜିଲ୍ଲାରେ ନିଜେ ପରୀକ୍ଷା ଦେବେ ଏହି ବିଷୟକୁ ଧ୍ୟାନ ଦେଲେ ଜଣାପଡ଼ୁଛି ଜିଲ୍ଲାର କୋଣ ଅନୁକୋଣରୁ ଜିଲ୍ଲା ମୁଖ୍ୟାଳୟ କୁ ଆସିବାକୁ ଲୋକଙ୍କୁ କେତେ ହଇରାଣ ହେବାକୁ ପଡୁଛି ତାହା ସହ ରାଜ୍ୟ ବାହାରୁ ବହୁ ଛାତ୍ରଛାତ୍ରୀ ବିପିୟୁଟି ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଛନ୍ତି ସେମାନଙ୍କ କିପରି ଓଡ଼ିଶା ଆସିବେ ତାହା ବିପିୟୁଟି ବୋଧହୁଏ ଦୁଷ୍ଟି ଆକର୍ଷଣ କରିନାହିଁ।

Mo sapath

Leave A Reply

Your email address will not be published.