Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ବିୟୋଗ ରାଜ୍ୟ ରାଜନୀତି ପାଇଁ ଏକ ଅପୁରଣୀୟ କ୍ଷତି

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୦୮/୦୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ୮ ଥର ସାଂସଦ ଶ୍ରୀ ଅର୍ଜୁନ ସେଠୀଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ମନ୍ତ୍ରୀମଣ୍ଡଳରେ ସ୍ୱର୍ଗତଃ ସେଠୀ ଜଳସଂପଦ ମନ୍ତ୍ରୀ ଭାବେ ଦାୟୀତ୍ୱ ନିର୍ବାହ କରିଥିଲେ । ରାଜ୍ୟ ରାଜନିତୀରେ ଚର୍ଚ୍ଚିତ ଚେହେରା ୮ ଥର ସାଂସଦ ଓ ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ସ୍ୱର୍ଗତଃ ସେଠୀଙ୍କ ବିୟୋଗ ରାଜ୍ୟ ରାଜନୀତି ପାଇଁ ଏକ ଅପୁରଣୀୟ କ୍ଷତି । ଏଭଳି ଘଡିସନ୍ଧି ମୁହୁର୍ତରେ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ ପରିବାରକୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି

Advertisement
Mo sapath

Leave A Reply

Your email address will not be published.