Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ତିତ୍‌ଲି ଉଗ୍ର ରୂପ ନେଇପାରେ ୪ ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦରହିବ କାଲି…

0

ତିତ୍‌ଲି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଇପାରେ। ଧୀରେ ଧୀରେ ଉଗ୍ର ହେଉଛି ସମ୍ଭାବ୍ୟ ବାତ୍ୟା ‘ତିତ୍‌ଲି’। ଏହି ବାତ୍ୟାର ମୁକାବିଲା ନେଇ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

Blank space

୪ ଜିଲ୍ଲାରେ ଆସନ୍ତାକାଲି ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଛନ୍ତି ସରକାର। ଏହି ଜିଲ୍ଲା ଗୁଡ଼ିକ ହେଲା ଗଂଜାମ, ଗଜପତି, ପୁରୀ ଏବଂ ଜଗତସିଂହପୁର। ମୁଖ୍ୟଶାସନ ସଚିବ ଆଦିତ୍ୟ କୁମାର ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେହିପରି ‘ତିତ୍‌ଲି’ ପାଇଁଏସ୍‌ଆର୍‌ସିଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି।ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି ହୋଇଛି। ‘ତିତ୍‌ଲି’ରେ ଯେପରି କାହାର ମୃତ୍ୟୁ ନହୁଏ ସେଥିପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଉପକୂଳବର୍ତ୍ତୀ ଇଲାକାରେ ରହୁଥିବା ଲୋକଙ୍କୁ ଚିହ୍ନଟ କରି ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

Mo sapath

Leave A Reply

Your email address will not be published.