Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ଓଡ଼ିଶାର ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…

0

ଆସନ୍ତା ୧୨ ଘଣ୍ଟାରେ ଏହା ଘୂର୍ଣ୍ଣିଝଡ଼ ରୂପ ନେବାର ସମ୍ଭାବନା ଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି  ହୋଇଛି।
ଆସନ୍ତା ୨୪ ଘଣ୍ଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ୧୭ ତାରିଖ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡା ଏବଂ ଓଙ୍ଗଲ ମଧ୍ୟରେ ସ୍ଥଳଭାଗ ଛୁଇଁବ।
ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ଏବଂ ୧୭ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବର୍ଷା ହେବା ସହ କୋହଲା ପାଗ ଲାଗି ରହିବ ବୋଲି  ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି।
ବିଶେଷ କରି ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା   ସହ ଅମଳ ହୋଇ ବିଲରେ ପଡ଼ିଥିବା ଫସଲକୁ ସୁରକ୍ଷା ଦେବାକୁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଏଣ୍ଟ ରିଲିଫ୍ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, “ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓୟୁଟି ଓ କୃଷି ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି।”

Mo sapath

Leave A Reply

Your email address will not be published.