Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ଆସାରାମ୍ ବାପୁଙ୍କ ପୁଅ ନାରାୟଣ ସାଇ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ :ଏପ୍ରିଲ୍ ୩୦ ରେ ଦଣ୍ଡାଦେଷ ଦେବେ ନ୍ୟାୟାଳୟ ।

0

ସୁରତ୍, ନିରପେକ୍ଷ ଖବର:୨୬/୦୪/୨୦୧୯ ଆଜୀବନ କାରାଦଣ୍ଡ କାଟୁଥିବା ଆସାରାମ୍ ବାପୁଙ୍କ ପୁଅ ନାରାୟଣ ସାଇକୁ ସାଧ୍ୱୀଙ୍କ ବଳାତ୍କାର ମାମଲାରେ ସୁରତ୍ ସେସନ୍ କୋର୍ଟ ତରଫରୁ ଦୋଷୀ ସାବ୍ୟସ୍ତ କରାଯାଇଛି । କୋର୍ଟ ଏବେ ଅପ୍ରେଲ୍ ୩୦ ତାରିଖରେ ନାରାୟଣ ସାଇକୁ ସଜା ଶୁଣାଇବେ ।ନାରାୟଣ ସାଇଙ୍କ ବିପକ୍ଷରେ ସାଧ୍ୱୀ ବଳାତ୍କାର ମାମଲା ଦାଖଲ କରିଥିଲେ । ଆଜି ଅଦାଲତ ତରଫରୁ ଏହି ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହି ମାମଲାରେ ନାରାୟଣ ସାଇଙ୍କ ସମେତ ଆଉ ଦଶଜଣ ଅଭିଯୁକ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ନାରାୟଣଙ୍କୁ ଛାଡିଦେଲେ ଆଉ ସବୁ ଜାମିନରେ ବାହାରେ ଅଛନ୍ତି । ସୁରତ୍ ର ଜଣେ ମହିଳା ନାରାୟଣ ସାଇଙ୍କ ଉପରେ ଦୁଷ୍କର୍ମ କରିବାର ଅଭିଯୋଗ ଲଗାଇଥି ଲେ । ଏହାପରେ ତାଙ୍କୁ ଗିରଫ କରାଯାଇଥିଲା । ମହିଳା ଆଶାରାମଙ୍କ ଆଶ୍ରମରେ ଥିବା ସମୟରେ ସେ ଦୁଷ୍କର୍ମର ଶିକାର ହୋଇଥିବା କହିଥିଲେ । ଡିସେମ୍ବର ୨୦୧୩ ରେ ତାଙ୍କୁ ଲାଜପୋର ସେଣ୍ଟ୍ରାଲ୍ ଜେଲକୁ ପଠାଯାଇଥିଲା । ଆଶାରାମ୍ ମଧ୍ୟ ଏହି ଅଭିଯୋଗରେ ରାଜସ୍ଥାନ ଯୋଧପୁର ଜେଲରେ ବନ୍ଦି ଜୀବନ ଅତିବାହିତ କରୁଛନ୍ତିି । ଏହି ଘଟଣା ୫ ବର୍ଷ ତଳେ ଆଶାରାମଙ୍କ ଆଶ୍ରମରେ ଘଟିଥିଲା ।

Mo sapath

Leave A Reply

Your email address will not be published.