ଭୁବନେଶ୍ୱର, ନିରପେକ୍ଷ ଖବର : ବରିଷ୍ଠ ଆଡ଼ଭୋକେଟ ତଥା “ବରକାଉଁସିଲ୍ ଅଫ ଇଣ୍ଡିଆ”ର ପୂର୍ବତନ ଚେୟାରମ୍ୟାନ ଅଶୋକ ପରିଜାଙ୍କୁ ଓଡ଼ିଶା ସରକାର ଆଡ଼ଭୋକେଟ ଜେନରଲ୍ ଭାବେ ନିଯୁକ୍ତି କରିଛନ୍ତି।ପୂର୍ବରୁ ସୂର୍ଯ୍ୟ ପ୍ରସାଦ ମିଶ୍ର ଏହି ପଦରେ ଥିଲେ।ମାତ୍ର ୨୩ ବର୍ଷ ବୟସରୁ ଶ୍ରୀ ଅଶୋକ ପରିଜା ଓଡ଼ିଶା ବାର୍କାଉନସିଲ୍ ରେ ଜଣେ ଆଡ଼ଭୋକେଟ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶାର ପୂର୍ବତନ ଆଡ଼ଭୋକେଟ ଜେନେରାଲ୍ ବିଜୟ କୁମାର ମହାନ୍ତିଙ୍କ ଅଧୀନରେ ସେ ତାଙ୍କ ଆଇନ ବୃତ୍ତି ଆରମ୍ଭ କରିଥିଲେ। ଏହା ସହ ୨୦୦୩ରେ ଶ୍ରୀ ପରିଜା ଜଣେ ବରିଷ୍ଠ ଆଇନଜୀବୀ ମର୍ଯ୍ୟାଦା ହାସଲ କରିବା ପରେ,୨୦୦୮ ରେ ରାଜ୍ୟ ବାର କାଉନସିଲର ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୧ରେ ଶ୍ରୀ ପରିଜା ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ର ଚେୟାରମ୍ୟାନ ଭାବେ ମଧ୍ଯ ନିଯୁକ୍ତି ପାଇଥିଲେ।
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ