Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବିଜେଡି ଏବେ ଦିଲ୍ଲୀ ଦରବାରରେ ଆନ୍ଦୋଳନ କରିବାକୁ ସଜବାଜ…

0

ଭୁବନେଶ୍ୱର:(ନିରପେକ୍ଷ ଖବର) ବିଜେଡି ଏବେ ଦିଲ୍ଲୀ ଦରବାରରେ ଆନ୍ଦୋଳନ କରିବାକୁ ସଜବାଜ ହୋଇଛି।ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) କ୍ୱିଣ୍ଟାଲ ପିଛା ୨୯୩୦ଟଙ୍କା ଦାବିକୁ କେନ୍ଦ୍ର ସରକାର ଗ୍ରହଣ କରିନଥିବା ପ୍ରତିବାଦରେ ବିଜେଡି ଆସନ୍ତା ଜାନୁଆରୀ ୮ ତାରିଖରେ ସଂସଦ ଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ।ଆଜି ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି କୃଷକ ସେଲ୍ ସଭାପତି ପ୍ରସନ୍ନ ଆଚାର୍ଯ୍ୟ, ଆବାହକ ପ୍ରତାପ ଜେନା, ସାଂସଦ ବଳଭଦ୍ର ମାଝୀ, ବିଧାୟକ ଦେବୀ ମିଶ୍ର,ସଞ୍ଜୟ ଦାସବର୍ମା ପ୍ରମୁଖ ଚାଷୀ ସମସ୍ୟା ପ୍ରସଙ୍ଗରେ କେନ୍ଦ୍ର ଉପରେ ଦୋଷ ଲଦି ଏମଏସପି ୨୯୩୦ଟଙ୍କା ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏହାସହିତ ଦଳର ପ୍ରାୟ ୧୫ରୁ ୨୦ହଜାର କର୍ମୀ ସ୍ୱତନ୍ତ୍ର ଟ୍ରେନରେ ଯାଇ ଦିଲ୍ଲୀରେ ଜାନୁୟାରୀ ୮ରେ ସଂସଦ ଭବନ ଘେରାଉ କରିବେ ବୋଲି ସୂଚନା ଦେଇଛନ୍ତି।

Mo sapath

Leave A Reply

Your email address will not be published.