Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ସମୃଦ୍ଧ ଉକ୍ରଳ ପ୍ରଦେଶ ଗଠନ  ଓ ମଧୁବାବୁଙ୍କ ସ୍ୱପ୍ନ ସାକାର କରିବା ବିିଜେପି  ମୂଳ ଲକ୍ଷ୍ୟ : ଅମିତ ଶାହା 

0

କଟକ: ନିରପେକ୍ଷ ଖବର :ତା.୨୯/୦୧: ଉକ୍ରଳଗୌରବ ମଧୁବାବୁଙ୍କ ଜନ୍ମମାଟିକୁ ଆସି ମୁଁ ଗର୍ବିତ । ମଧୁବାବୁଙ୍କ ସ୍ୱପ୍ନ ସାକାର କରିବା  ବିଜେପି ଦଳର  ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହା । ଓଡିଶା ଗସ୍ତ ଅବସରର ଆଜି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଶାହା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମଧୁବାବୁଙ୍କ ଜନ୍ମମାଟି ସତ୍ୟଭାମାପୁର ଯାଇ ମଧୁବାବୁଙ୍କ

ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ଜନ୍ମସ୍ଥାନ ବୁଲି ଦେଖିଥିଲେ ।
ଏ ଅବସରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଶାହା କହିଥିଲେ ଯେ, ଅନ୍ୟାୟ, ଅନୀତି ବିରୋଧରେ ମଧୁବାବୁ ସଂଘର୍ଷ  କରିଥିଲେ । ଉକ୍ରଳପ୍ରଦେଶର ମହିଳାଙ୍କ ବିକାଶ ଓ ଶିକ୍ଷାର ବିକାଶରେ ତାଙ୍କର ଭୂମିକା ମହତ୍ତ୍ୱ ରହିଥିଲା । ମଧୁବାବୁଙ୍କ  ରାସ୍ତାରେ ବିଜେପି ଚାଲିବା ପାଇଁ ପ୍ରୟାସ କରିବ ବୋଲି ଶ୍ରୀ ଶାହା କହିଥିଲେ । ସମୃଦ୍ଧ ଉକ୍ରଳ ପ୍ରଦେଶ ଗଠନ ପାଇଁ ବିଜେପି  ପରିବାର  ସଂକଳ୍ପବଧ ।

Mo sapath

Leave A Reply

Your email address will not be published.