Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ଫୋନି ବାତ୍ୟା ସଚେତନ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ ବିଜେପି କର୍ଯ୍ୟକର୍ତା…

0

ଭୁବନେଶ୍ୱର:ନିରପେକ୍ଷ ଖବର,୦୨/୦୫: ଓଡିଶାରେ ସମ୍ଭାବ୍ୟ ଫୋନି ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଜେପି କାର୍ଯ୍ୟକର୍ତାମାନେ ଜନସାଧାରଣଙ୍କୁ ସଚେତନ କରାଇବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ । ନିଜ ନିଜ ଅଂଚଳର
କାର୍ଯ୍ୟକର୍ତାମାନେ ସଜାଗ ରହି ଲୋକଙ୍କୁ ସର୍ତକ କରାଇବେ । ସହ ବାତ୍ୟା ପରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ବିଜେପି କାର୍ଯ୍ୟକର୍ତାମାନେ ବିଭିନ୍ନ ସରକାରୀ ଏବଂ ବେସରକାରୀ ସଙ୍ଗଠନମାନଙ୍କ ସହାୟତାରେ କାର୍ଯ୍ୟ କରିବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାପାତ୍ର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟାକୁ ଦେଖି ଆଗୁଆ ୩୪୦ କୋଟି ୮୭ ଲକ୍ଷ ଟଙ୍କା ସହାୟତା ଯୋଗାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତ  କରି ଓଡିଶାରେ କିପରି ଅଧିକରୁ ଅଧିକ ସହାୟତା ସୁବିଧା ପହଂଚାଯାଇପାରିବ ସେ ସମ୍ବନ୍ଧରେ ବିଭିନ୍ନ ବିଭାଗର ସଚିବମାନଙ୍କ  ସହ ଆଲୋଚନା କରିଛନ୍ତି । ସ୍ୱତନ୍ତ୍ର ହେଲିକପ୍ଟର ଏବଂ ସ୍ୱତନ୍ତ୍ର ଟ୍ରେନ ଯୋଗାଇବାରେ କେନ୍ଦ୍ରସରକାରଙ୍କ ପ୍ରମୁଖ ଭୂମିକା ରହିଛି । ଓଡିଶା ସରକାର ଫୋନି ପାଇଁ ଯେକୌଣସି ସହାୟତା ଲୋଡିବେ ମୋଦି ସରକାର ଦେବା ପାଇଁ ପ୍ରସ୍ତୁତ ଅଛନ୍ତି  ଏଥି ସହ ବାତ୍ୟା ସମୟରେ ସଜାଗ ଏବଂ ସତର୍କ ରହିବା ପାଇଁ ରାଜ୍ୟର ଜନସାଧାରଣମାନଙ୍କୁ ଶ୍ରୀ ମହାପାତ୍ର ଅନୁରୋଧ କରିଛନ୍ତି

 

 

Mo sapath

Leave A Reply

Your email address will not be published.