Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ବିଜେପୁର ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ସହ ରୋଡ ସୋ ରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ….

ରୋଡ ସୋ ମାଧ୍ୟମରେ ଶ୍ରୀ ପ୍ରଧାନ ବିଜେପୁରବାସୀଙ୍କୁ ସନତଙ୍କ ପାଇଁ ମାଗିବେ ଭୋଟ.....

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୧୦/୧୦: ଆସନ୍ତାକାଲି ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଷ୍ଟିଲ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ସକାଳ ୧୧ଟାରେ ବରଗଡ ଜିଲ୍ଲା ଗାଇସିଲଟ ବ୍ଲକ ତଳପାଲିଠାରେ ପହଂଚି ଏକ ସାଧାରଣ ସଭାରେ ଯୋଗଦେବେ ।ପରେ ଶ୍ରୀ ପ୍ରଧାନ ଅପରାହ୍ନ ୧ଟାରେ ବିଜେପୁର ବ୍ଲକ ଲାଉମୁଣ୍ଡାଠାରେ ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କ ସହ ରୋଡ ସୋ ରେ ସାମିଲ ହେବେ । ଶ୍ରୀ ପ୍ରଧାନ ରୋଡ ସୋ ମାଧ୍ୟମରେ ବିଜେପୁରବାସୀଙ୍କୁ ସନତଙ୍କ ପାଇଁ ଭୋଟ ମାଗିବେ । ଏହି ରୋଡ ସୋ ବିଜେପୁର ଏବଂ ବରପାଲି ବ୍ଲକର ପଥରଲା, ସାଇପାଲି, ମହୁଲପାଲି, ମହୁଲପାଲି ଛକ, ମାମା ଛକ, ଖରମୁଣ୍ଡା, ବୈରଖପାଲି ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ସେହିପରି ଅପରାହ୍ନ ୪ ଟାରେ ବରପାଲି ବ୍ଲକ ଅଗଲପୁରଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏକ ସାଧାରଣ ସଭାରେ ଯୋଗ ଦେଇ ଜନମାନସଙ୍କୁ ସମ୍ବୋଧିତ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

Mo sapath

Leave A Reply

Your email address will not be published.