ପଦ୍ମ ଧରିଲେ ପୂର୍ବତନ ପ୍ରଶାସନିକ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅରୁଣ ସିଂହ ଉପସ୍ଥିତ ଥିଲେ। ଆସନ୍ତାକାଲି ଅପରାଜିତା ଓଡ଼ିଶା ଆସିବେ।ଭୁବନେଶ୍ୱରରେ ତାଙ୍କୁ ସ୍ୱାଗତ କରିବାକୁ ଦଳ ପକ୍ଷରୁ ଯୋଜନା କରାଯାଇଛି। ଅପରାଜିତାଙ୍କ ଯୋଗଦାନ ବିଜେପିକୁ ମଧ୍ୟ ମଜବୁତ୍ କରିବ ବୋଲି ଦଳୀୟ ନେତା ଆଶା ରଖିଛନ୍ତି। po
ଜଣେ ଦକ୍ଷ ଆଇଏଏସ୍ ଭାବେ ଅପରାଜିତା ଷଡ଼ଙ୍ଗୀଙ୍କ ନାଁ ଥିଲା। ୧୯୯୪ ବ୍ୟାଚ୍ର ଆଇଏଏସ୍ ଅପରାଜିତା ବେଶ ଚର୍ଚ୍ଚାରେ ଥିଲେ। ନିଜ କାମକୁ ନେଇ ଲୋକଙ୍କ ପାଖରେ ଖୁବ୍ ପରିଚିତ । ସେ ଖୋର୍ଦ୍ଧା ଜିଲ୍ଲାପାଳ ଥିଲେ। ବିଏମ୍ସି କମିଶନର୍ ଥିବା ବେଳେ ରାଜଧାନୀର ସୌନ୍ଦର୍ଯ୍ୟକରଣ ଓ ଉଠା ଦୋକାନୀଙ୍କ ପାଇଁ ଭେଣ୍ଡିଂ ଜୋନ୍ ପ୍ରତିଷ୍ଠା ପରି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ବେଶ୍ ଚର୍ଚାରେ ଥିଲେ ଅପରାଜିତା। ଗଣଶିକ୍ଷା ବିଭାଗର ସଚିବ ଭାବେ ମଧ୍ୟ ଉଲ୍ଲେଖନୀୟ ସଂସ୍କାର ଆଣିଥିଲେ ଅପରାଜିତା….
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ