ଚଳିତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ରାଜନୀତି By Debasmita Behera::Reporter//Admin Last updated Dec 6, 2018 0 Share ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଡିସେମ୍ବର ୨୪ ତାରିଖ ଦିନ ଓଡ଼ିଶା ଆସିବେ ଓ ସେ ଖୋର୍ଦ୍ଧାରେ ଏକ ବିଶାଳ ଜନସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। 0 Share FacebookTwitterGoogle+WhatsApp