Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ନିଆଳିରେ ଫୁଟିଲା ବିରଳ ପୁଷ୍ପ….

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୦-୦୬ (ରାଜେଶ କୁମାର ଲେଙ୍କା:ନିଆଳି):
କଟକ ଜିଲ୍ଲାର ନିଆଳି ବ୍ଲକ ଅନ୍ତର୍ଗତ ମଝିଖଣ୍ଡ ଗ୍ରାମରେ କୃଷ୍ନଚନ୍ଦ୍ର ବେହେରାଙ୍କ ବାଡ଼ିରେ ଏକ ବିରଳ ବ୍ରହ୍ମ କମଳ ଫୁଲ ଫୁଟିଛି।ଏହି ବିରଳ ବ୍ରହ୍ମ କମଳ ଫୁଲ ସାଧାରଣରେ କିଛି ସ୍ଥାନରେ ଦେଖିବାକୁ ମିଳିଥାଏ।ଏହି ବିରଳ ଫୁଲ ଫୁଟିଥିବା ନେଇ ଅଞ୍ଚଳରେ ଖବର ବ୍ୟାପିବା ପରେ ବହୁ ସଂଖ୍ୟାରେ ଲୋକ ଏହି ଫୁଲ କୁ ଦେଖିବା ପାଇଁ ଆସୁଛନ୍ତି।କୃଷ୍ଣ ଚନ୍ଦ୍ର ବେହେରା ଏହି ବ୍ରହ୍ମ କମଳ ଫୁଲ ଗଛଟିକୁ ଅତି ଯତ୍ନର ସହିତ ଦେଖା ରଖା କରୁଥିବା ବେଳେ ଏବେ ଏହି ବିରଳ ଫୁଲ ଏକା ଥରକେ ୨ ରୁ ୩ ଟି ଫୁଟିଥିବା ରୁ ଖୁବ୍ ଆନନ୍ଦ ପ୍ରକାଶ କରିଛନ୍ତି।

Advertisement
Mo sapath

Leave A Reply

Your email address will not be published.