ନିରପେକ୍ଷ ଖବର:ରାଜେଶ କୁମାର ଲେଙ୍କା (କଟକ): କଳା,ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ “ସରସ୍ୱତୀ କଳା ପରିଷଦ” କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ଦେଶ ସେବକ ମାନଙ୍କୁ ଉଚ୍ଚ ପ୍ରସଂଶା କରିବାସହ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ କରାଯାଇଛି ! ଏହି ସମ୍ମାନ ପର୍ବରେ ପରିଷଦର ସମ୍ପାଦକ ନାଟ୍ୟକାର ଅଶୋକ ପଟ୍ଟନାୟକ, ସଭାପତି ନାରିନେତ୍ରୀ ପ୍ରତିଭା ଶତପଥୀ,ସଂଯୋଜକ ଚକ୍ରବର୍ତ୍ତୀ ଓତା,ଉପସଭାପତି ପ୍ରାଧ୍ୟାପକ ପ୍ରଫୁଲ୍ଲ ଦାସ,ସ୍ୱାସ୍ଥ୍ୟ ପରିଦର୍ଶିକା ସନ୍ଧ୍ୟାରାଣୀ ଦାସ,
ଇଂ. ଅମୀୟ ରଂଜନ ପଟ୍ଟନାୟକ,ଇଂ. ବିଶ୍ୱଜିତ ସାହୁ, କଣ୍ଠଶିଳ୍ପୀ ରଞ୍ଜନ ଜେନା,ଅଜିତ ରାଉତ, ମନୋରଞ୍ଜନ ସାହୁ, ହରପ୍ରିୟା ହାତୀ,ପ୍ରିୟାନଶୀ ସାହୁ, ଅର୍ପିତା ରାଉତ,ସୁହାନି ସାହୁ ଉପସ୍ଥିତଥିଲେ ! ଯୁବ ସମାଜସେବୀ ପପିନା ବେହେରା, ଯୁବ ସମାଜସେବୀ ସତ୍ୟବ୍ରତ ଭୋଇଙ୍କୁ କରୋନା ଯୋଦ୍ଧା ଭାବରେ ମାନପତ୍ର, ଉତ୍ତରିୟ ପ୍ରଦାନ କରଯାଇ ସମ୍ମାନିତ କରାଯାଇଛି ଏବଂ ଦୁଇ ଉଦ୍ଦୀୟମାନ ସମାଜସେବୀଙ୍କୁ କନ୍ଦରପୁର ଅଞ୍ଚଳରେ ପ୍ରସଂଶା କରିବା ସହ ବାସ୍ତବ କରୋନା ଯୋଦ୍ଧା ଭାବରେ ସମ୍ମାନ ଦିଆଯାଉଛି ! ନିକଟ ଅତୀତରେ କନ୍ଦରପୁର ଅଂଚଳ ବିଶୋଧନ,ନିୟମିତ ରକ୍ତଦାନ,ବୃକ୍ଷରୋପଣ ଆଦି ବିଭିନ୍ନ ମହନୀୟ ସେଵାକାର୍ଯ୍ୟ କରି ଅନୁଷ୍ଠାନ ତାର ଅଦର୍ଶ ବାର୍ତା ପ୍ରଚାର କରିଚାଲିଛି !
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ