Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୬/୦୮ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ #ଜୟ_ଜଗନ୍ନାଥ_ଚାରିଟେବୁଲ_ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା ସହିତ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଶପଥ ପାଠ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ଯୁବକ, ଛାତ୍ର ଓ ବରିଷ୍ଠ ନାଗରକମାନେ ଯୋଗଦେଇଥିଲେ ବୋଲି ଟ୍ରଷ୍ଟ ର ପ୍ରତିଷ୍ଠାତା ଡଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି।

Mo sapath

Leave A Reply

Your email address will not be published.