Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ

0

ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ରିଜର୍ଭ ପୁଲିସ ପେରେଡ଼ ପଡିଆ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପରମାର ସ୍ମିଥ ପୁରୁଷୋତ୍ତମ ଦାସ ମଧ୍ୟ ଅତିଥିଭାବେ ଉପସ୍ଥିତ ରହିଥିଲେ।କରୋନା ନିମନ୍ତେ କୋଭିଡ଼ ନିୟମ ଅନୁପାଳନ ପୂର୍ବକ ଆଜିର ସ୍ୱାଧୀନତା ଦିବସ ପାଳିତ ହୋଇଥିଲା। କେବେଳ ପୋଲିସ ବାହିନୀ ଦ୍ୱାରା ମୁହଁରେ ଫେସ ମାସ୍କ ଓ ସାମାଜିକ ଦୂରତ୍ୱ ରଖି ଆଜିର ସ୍ୱାଧୀନତା ଦିବସ ପାଳିତ ହୋଇଥିଲା। ଏହି ଅଵସରରେ ମୁଖ୍ୟ ଅତିଥୀଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରାଯାଇ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ରାଜ୍ୟରେ କରୋନାର ସ୍ଥିତି ସମ୍ପର୍କରେ ଓ କୋଭିଡ ଯୋଧ୍ୟା ମାନଙ୍କ ବଳିଦାନକୁ ମନେ ପକାଇଛନ୍ତି। ପବିତ୍ର ଦିବସରେ ପ୍ୟାରେଡ଼ରେ କରୋନା ବିରୁଦ୍ଧରେ ଲଢେଇ ଜାରି ରଖିଥିବା କୋଭିଡ ଯୋଧ୍ୟା ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ।ପୁଲିସ ଓ ଜିଲ୍ଲା ପ୍ରଶାସନର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Mo sapath

Leave A Reply

Your email address will not be published.