ଭୁବନେଶ୍ବର ,ନିରପେକ୍ଷ ଖବର:ଭିିଏସ୍ଏସ୍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କୋଭିଡ୍ ନିୟମାନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭିଏସ୍ଏସ୍ ନଗର ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ଅମର ସହିଦଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ପାଇକ ମହାସଂଘର ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂ ଓ ଗଡେଶ୍ୱର ହାଟ ବଣିକ ସଂଘ ସଭାପତି ଲକ୍ଷ୍ମଣ ସାହୁ ଉଦ୍ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀପକ କୁମାର ବାରିକ, ଉତ୍ତମ କୁମାର ମହାନ୍ତି, ପପୁ ସାହୁ, ସମରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଭିଏସ୍ଏସ୍ ନଗର ଫାଣ୍ଡି ଅଧିକାରୀ ଚିତ୍ତରଞ୍ଜନ ରାଉତ, ବିଏମ୍ସି-ଜାଗୃତି ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ‘ସମାଜ’ ପ୍ରତିନିଧି ରମାକାନ୍ତ ମହାନନ୍ଦ, ଯୁବ ସାମ୍ବାଦିକ ରାଜୀବନୟନ ରଥଙ୍କୁ କରୋନା ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା। ଗଡ଼େଶ୍ୱର ହାଟ ବଣିକ ସଂଘ ସମ୍ପାଦକ ମନୋରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ