Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ୟୁରିଆ ଖାଇ ଚାରି ଶିଶୁ ଗୁରୁତ୍ୱର

ପି.ଆର.ଏମ ମେଡିକାଲରେ ଭର୍ତ୍ତି

0

ବାରିପଦା(ନିରପେକ୍ଷ ଖବର) ତା-୦୩/୦୯-ମୟୁରଭଞ୍ଜ ଜିଲା, ବଡ଼ସାହି ବ୍ଲକ ଅଞ୍ଚଳରେ ଅଘଟଣ ଘଟିଛି। ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅନ୍ତର୍ଗତ ପ୍ରତାପପୁର ପଞ୍ଚାୟତର ବଡପଦା ଗ୍ରାମରେ ଗୋଟିଏ ପରିବାରର ୪ ଜଣ ଶିଶୁ ଫୁଡ୍ ପଏଜନର ଶିକାର ହୋଇଛନ୍ତି।ସୂଚନା ଅନୁଯାୟୀ, ଜଗନ୍ନାଥ ନାଏକ ଓ ଭାଇ ସରୋଜ ନାଏକଙ୍କ ୪ପୁଅ ଝିଅ ନମିତା(୮), ବାଦଲ(୬), ରିମା(୫) ଓ ଦେଢବର୍ଷ ଶିଶୁ ପୁତ୍ର ସତ୍ୟବ୍ରତ ଭୁଲ ବଶତଃ ୟୁରିଆ ସାର ଖାଇ ଗୁରୁତ୍ୱର ଭାବେ ଅସୁସ୍ଥ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଥମେ ଅବସ୍ଥା ଉଦବେଗ ଜନକ ରହିଥିବା ବେଳେ ବର୍ତ୍ତମାନ ପିଲା ମାନଙ୍କର ଅବସ୍ଥା ଭଲ ଥିବା ଡ଼ାକ୍ତର ଖାନା ପକ୍ଷରୁ କୁହାଯାଇଛି।

Mo sapath

Leave A Reply

Your email address will not be published.