କଟକ,ରାଜେଶ କୁମାର ଲେଙ୍କା, ନିରପେକ୍ଷ ଖବର:ତା ୨୪/୦୯ କଟକ ସଦର ଉପକଣ୍ଠ ଯଶପଡା ପଂଚାୟତର ବରପୁତ୍ର କରୋନା ଯୋଦ୍ଧା ଓଡ଼ିଶା ପ୍ରଶାସନ ବିଭାଗରେ ଖଣ୍ଡଗିରି ଥାନାରେ ଏଏସଆଇ ଭାବେ କର୍ତବ୍ୟରତଥିବା ସ୍ବର୍ଗତ ଶିଶିର କୁମାର ସେଠୀଙ୍କ କରୋନା ମହାମାରୀରେ ପୀଡିତହୋଇ ମୃତ୍ୟୁ ଘଟିଛି ! ସେହି କରୋନା ଯୋଦ୍ଧା ସ୍ବର୍ଗତ ଶିଶିର କୁମାର ସେଠୀଙ୍କ ଏକାଦଶାହ ତିଥିରେ କରୋନା କଟକଣା ପାଳନ ପୁର୍ବକ ଏକ ଶୋକସଭା କୋଟୁଆଁ ଖେଳପଡିଆ ଠାରେ କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ “ଉତ୍କଳ ବିକାଶ ପରିଷଦ” ପକ୍ଷରୁ କରାଯାଇ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ! ଶ୍ରଦ୍ଧାଞ୍ଜଳି ସଭାରେ ପରିଷଦ ପକ୍ଷରୁ କୃଷକନେତା ଦେବୀ ପ୍ରସାଦ ପତି,ନାଟ୍ୟକାର ଅଶୋକ କୁମାର ପଟ୍ଟନାୟକ,ଚନ୍ଦ୍ରଶେଖର ମଲ୍ଲିକ,ସୁଦର୍ଶନ ଜେନା, ବିଶ୍ୱରଂଜନ ସେଠୀ, ଲଷ୍ମୀଧର ଜେନା, ରବୀନ୍ଦ୍ର ପାତ୍ର, ଶ୍ରମିକନେତା ଚକ୍ରବର୍ତ୍ତୀ ଓତା, ରବୀନ୍ଦ୍ର ବେହେରା, ମାନଶ ମହାନ୍ତି, ସୁଧାଂଶୁ ପଣ୍ଡା, ହେରେକୃଷ୍ଣ ବେହେରା, ସନ୍ତୋଷ ଭୋଇ ପ୍ରମୁଖ ଉପସ୍ଥିତ ରହି ଅମର ଆତ୍ମର ସ୍ମୃତଚରଣ କରିବାସହ ସଦଗତି ପାର୍ଥନା କରିଛନ୍ତି ! ପରିଷଦର ସଭାପତି ଯୁବସମାଜସେବୀ ଇଂ.ପ୍ରକାଶ ଚନ୍ଦ୍ର ସେଠୀ କରୋନା ଯୋଦ୍ଧା ଅମରଆତ୍ମ ଶିଶିର ସେଠୀ ଆମ ଆଦର୍ଶ ତାଙ୍କ ବଳିଦାନ ଆମସମୟର ଗର୍ଵ ଆଉ ଗୌରବବୋଲି ଶୋକବାର୍ତାରେ ଜଣାଇବାସହ ସ୍ବର୍ଗତ ସେଠୀଙ୍କ ପରିବାର ଏବଂ ତାଙ୍କ ବଡଭାଇ ଶଙ୍କର ସେଠୀଙ୍କୁ ସମବେଦନା ଜ୍ଞାମ୍ପନ କରିଛନ୍ତି !
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ