Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ‘ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ସମ୍ମାନିତ

0

ନିରପେକ୍ଷ ଖବର (କଟକ): ଅକ୍ଟୋବର ୨୦୨୦ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ଏକ ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇ ଛନ୍ତି। କରୋନା ମହାମାରୀ ସମୟରେ ଦୃଷ୍ଟାନ୍ତମୂଳକ ସମାଜସେବା , ନିଃସ୍ଵାର୍ଥପର ସେବା ଓ ସମର୍ପିତ କାର୍ଯ୍ୟ ପାଇଁ ଡାକ୍ତର ପଟ୍ଟନାୟକ ଙ୍କୁ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ‘ ଇଣ୍ଡିଆନ୍ ହ୍ୟୁମାନ ଟାରୀୟନ୍ ‘ ଆୱାର୍ଡ଼ ପ୍ରଦାନ କରା ଯାଇଛି।ହାଇଦ୍ରାବାଦ୍ ଠାରେ ଇଣ୍ଡିଆନ ବୁକ୍ ରେକର୍ଡସ୍ ର ପ୍ରତିଷ୍ଠାତା ସଂପାଦକ ଡାକ୍ତର ଜି ବରପ୍ରସାଦ୍ ଡାକ୍ତର ପଟ୍ଟନାୟକ ଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।ଏହି ସମ୍ମାନ ମୋର ଆତ୍ମାକୁ ବଜାୟ ରଖିବ ଓ କାର୍ଯ୍ୟ ଜାରି ରଖିବା ପାଇଁ ପ୍ରେରଣା ମଧ୍ୟ ଯୋଗାଇବ ବୋଲି କହିଛନ୍ତି ଅଭୟ, ତା ସହିତ ଏହି ଅକ୍ଲାନ୍ତ ପ୍ରୟାସ ମୋର ଶେଷ ନିଃଶ୍ୱାସ ଥିବା ପର୍ଯ୍ୟନ୍ତ ଜାରି ରହିବ ବୋଲି ଦୃଢ଼ ଉକ୍ତି ରଖିଛନ୍ତି।

Mo sapath

Leave A Reply

Your email address will not be published.