ତାମିଲନାଡୁ,ନିରପେକ୍ଷ ଖବର:ତା ୧୦/୦୭ ତାମିଲନାଡୁରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ରାଜ୍ୟ ସରକାର ବର୍ତ୍ତମାନ କଟକଣା ସମ୍ପୂର୍ଣ୍ଣ ଉଠାଇ ନାହାଁନ୍ତି। ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ। ଲକଡାଉନ୍ ବଢାଇଥିଲେ ମଧ୍ୟ କଟକଣାକୁ କିଛି ମାତ୍ରାରେ କୋହଳ କରାଯାଇଛି। ହୋଟେଲ, ଚା ଦୋକାନ, ବେକେରୀ, ରାସ୍ତା କଡ଼ରେ ଥିବା ଦୋକାନ, ଜଳଖିଆ ଦୋକାନ ୫୦ ପ୍ରତିଶତ ଗ୍ରାହକ କ୍ଷମତା ସହିତ ରାତି ୯ଟା ପର୍ଯ୍ୟନ୍ତ ଖୋଲିପାରିବ | ଏଥିସହିତ ସ୍କୁଲ, କଲେଜ, ପ୍ରେକ୍ଷାଳୟ, ବାର, ସୁଇମିଂ ପୁଲ, ପ୍ରାଣୀ ଉଦ୍ୟାନ ବନ୍ଦ ରହିବ।ଆନ୍ତଃ ରାଜ୍ୟ ପରିବହନ ଏବଂ ସାମାଜିକ, ରାଜନୈତିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ନିଷେଧ କରାଯାଇଛି | ପୁଡୁଚେରୀ ପାଇଁ ବସ୍ ଚଳାଚଳ ଜାରି ରହିବ | ଦୋକାନ ଏବଂ ଅନ୍ୟାନ୍ୟ ଗତିବିଧି ଯାହା ରାତି ୮ଟା ପର୍ଯ୍ୟନ୍ତ ପୂର୍ବରୁ ଅନୁମତି ଦିଆଯାଇଥିଲା, ବର୍ତ୍ତମାନ ରାତି ୯ଟା ପର୍ଯ୍ୟନ୍ତ ଜାରି ରହିବ
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ