Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space
Browsing Category

ଫୋଟୋଗ୍ରାଫୀ

ଡ୍ରିମର୍ସ ପ୍ଲାନେଟ୍ ଅର୍ଗାନାଇଜେସନ୍ ଦ୍ୱାରା ପ୍ରସ୍ତୁତ କରାଯାଇଛି ମିଷ୍ଟର, ମିସ୍ ଏବଂ ମିସେସ୍ ଇଣ୍ଡିଆ କସ୍ମୋ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୮/୧୧/୨୨ ଆଜି ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଏକ ଅନ୍ତର୍ଜାତୀୟସ୍ତରର ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତା ଭୁବନେଶ୍ୱର ସ୍ଥିତ ହୋଟେଲ ଏକ୍ସିଲେନସିରେ ଆୟୋଜିତ ହୋଇଯାଇଛି । ଯୁବପିଢୀଙ୍କୁ ନୂତନ ସୁଯୋଗ ଦେବା ସହ ସେମାନଙ୍କ…
Read More...

ଜୟଦେବ ଭବନରେ ଦୁଇଦିନିଆ କଳା ପ୍ରଦର୍ଶନୀ

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୧୦/୧୧ ଜାତୀୟ ତଥା ଆନ୍ତର୍ଜାତିକ ବଜାରରେ ଓଡ଼ିଶାର କଳାକାରମାନଙ୍କ କଳାର ପ୍ରଚାର ପ୍ରସାର ତଥା ସେମାନଙ୍କ ଜୀବନ ଧାରଣ ମାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ସୁଯୋଗ ସୃଷ୍ଟି କରିବା ପାଇଁ ‘ ଉଇ-୯ ଟ୍ରଷ୍ଟ’ ପକ୍ଷରୁ ୨ଦିନ ଧରି କଳା ପ୍ରଦର୍ଶନୀ ଚାଲିଥିଲା । ଓଡ଼ିଆ…
Read More...

ଭୁବନେଶ୍ୱର ରନ୍‌ୱେ ୱିକ୍ କର୍ପୋରେଟ୍ ଆଇକନ୍ ଆୱାର୍ଡ଼ ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ

ଭୁବନେଶ୍ୱର:ନିରପେକ୍ଷ ଖବର,ତା ୧୪/୦୨ ପ୍ରିଲ୍ୟୁଡ଼୍‌, ଆକ୍‌ଡ଼ିକ୍ସନ୍ ଏବଂ ଫ୍ୟାସନ୍ ମ୍ୟାନେଜ୍‌ମେଣ୍ଟର ମିଳିତ ସହଯୋଗରେ ଭୁବନେଶ୍ୱର ରନ୍‌ୱେ ୱିକ୍‌ର ଚତୁର୍ଥ ସଂସ୍କରଣ ଓ କର୍ପୋରେଟ୍ ଆଇକନ୍ ଆୱାର୍ଡ଼ର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛଅ ଜଣ ଡ଼ିଜାଇନ୍‌ର ନିଜର…
Read More...