Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Browsing Category

ସାମାଜିକ

ସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ

ଭୁବନେଶ୍ୱର , ନିରପେକ୍ଷ ଖବର: ତା ୩୦/୦୮/୨୪ ମାନ୍ୟବର ଗୃହ ମନ୍ତ୍ରାଳୟ ଦିଲ୍ଲୀରୁ ଯେଉଁ ଚିଠି ଆସିଥିଲା ଏହି ଥରକୁ ମିଶେଇ ୪ ଥର ହୋଇଗଲା | ପ୍ରଥମ ପର୍ଯ୍ୟାୟ ଚିଠି ୦୫.୧୧.୧୯୮୩ ମସିହାରେ ଆସିଥିଲା | ଦ୍ୱିତୀୟ ପର୍ଯ୍ୟୟରେ ୧୭.୦୧.୧୯୮୪ ଆଉ ଏକ ଚିଠି ତା ୦୬.୦୨.୨୦୨୪ ରେ ଗୃହ ମନ୍ତ୍ରାଳୟରୁ…
Read More...

ସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୮/୦୮  ସହିଦ ନଗର ଦୁର୍ଗାପୂଜା ସମିତି ଓ ଆସ୍ପାୟାର ହସ୍ପିଟାଲ ମିଳିତ ସହଯୋଗରେ ଏକ ମେଗା ରକ୍ତଦାନ ଶିବିର ଓ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସହିଦ ନଗର ଦୁର୍ଗାପୂଜା ସମିତିର ପୂର୍ବତନ ସଭାପତି ସଚ୍ଚିଦାନନ୍ଦ ରଥ ଏହାକୁ ଉଦ୍‌ଘାଟନ କରିଥିଲେ ।…
Read More...

ଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୬/୦୮ ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ଡିଜିପି । ଖୁରାନିଆଙ୍କ ନିଯୁକ୍ତି ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ସେ ନିକଟରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ସୁପାରିସ କ୍ରମେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ…
Read More...

ଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିର

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୩/୦୮ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର ଆଞ୍ଚଳିକ କେନ୍ଦ୍ର,ଭୁବନେଶ୍ୱର ଦ୍ଵାରା ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି "ହର ଘର ତ୍ରିରଙ୍ଗା"କାର୍ଯକ୍ରମ।ଉକ୍ତ କାର୍ଯ୍ୟକ୍ରମ ଅବସରରେ ମହାବିଦ୍ୟାଳୟର ୫୦ଜଣ…
Read More...

ବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୩/୦୮ ଗତ ୩୧-ଜୁଲାଇ ଢେଙ୍କାନାଳ ଟାଉନ ଥାନା ଅଞ୍ଚଳ ରେ ହୋଇଥିବା ହିନ୍ଦୁ ବିରୋଧୀ ଆକ୍ରମଣ ଘଟଣା କୁ ନିନ୍ଦା କରିଛି ବିଶ୍ୱ ଗୋ ସୁରକ୍ଷା ବାହିନୀ -ଯେଉଁମାନେ ଓଡ଼ିଶା ହାଇକୋର୍ଟ ର ଆଇନଜୀବୀ ସୁରେଶ ପଣ୍ଡା ଏବଂ ତାଙ୍କର ସହ କର୍ମୀ ମାନଙ୍କୁ ରାଜ ରାସ୍ତାରେ…
Read More...

ପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୬/୧୨ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ଆର ଏନ ସୁନକରଙ୍କ ଅଧ୍ୟକ୍ଷତାରେ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ , ଖୋର୍ଦ୍ଧା ରୋଡ, ସମ୍ବଲପୁର, ୱାଲଟିୟର…
Read More...

ବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା: ୧୫/୧୨/ : ରାଜଧାନୀର ସ୍ୱନାମଧନ୍ୟ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ୩ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ାଉତ୍ସବ ଜେଷ୍ଟ-୨୦୨୨ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବନମାଳୀ କଲେଜ, କଲିକତାର ଶାରୀରିକ ଶିକ୍ଷା ତଥା କ୍ରୀଡ଼ା…
Read More...

ଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୧୫/୧୨ ଭୁବନେଶ୍ବର ସ୍ଥିତ ଦି ଓଡ଼ିଶା ଆସୋସିଏସନ ଫର ଦି ବ୍ଲାଇଣ୍ଡ୍ ପରିସରରେ ଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକୁ ଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଅନୁଷ୍ଠିତ ହୋଇଯାଇଛି…
Read More...

ଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର…

ଭୁବନେଶ୍ବର,ନିରପେକ୍ଷଖବର:ତା.୧୪/୧୨ ଭୁବନେଶ୍ୱର ସ୍ଥିତ ଦି ଓଡ଼ିଶା ଆସୋସିଏସନ୍ ଫର୍ ଦି ବ୍ଲାଇଣ୍ଡ୍ ପରିସରରେ ଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନାଚକ୍ରରେ ମହିଳା ଥାନାର…
Read More...

ପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୧୨ ରକ୍ତଦାନ ଜୀବନ ଦାନ ର ବାର୍ତ୍ତାକୁ ଆଧାର କରି କଳାଭୁମି ଓଡିଶା ପଠାଣି ସାମନ୍ତ ଜୟନ୍ତୀ ଅବସରରେ ଏକ ରକ୍ତଦାନ ଶିବିର ଜୟଦେବ ବିହାର ସ୍ଥିତ ଉତ୍କଳମଣି ସେବା କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସାମାଜିକ ସଂଗଠନ, ସମାଜସେବୀ ଓ ରକ୍ତଦାତା ମାନେ ଏହି…
Read More...

ଭିନ୍ନକ୍ଷମ ସପ୍ତାହ ଅବସରରେ ରେଡ଼୍ ସ୍ୱସ୍ତିକ୍ ପକ୍ଷରୁ ଆମ୍ବୁଲାନ୍ସ ସେବା ଲୋକାର୍ପିତ

* ୧୦ ଜଣ ଦିବ୍ୟାଙ୍ଗଙ୍କୁ ହ୍ୱିଲ୍ ଚେୟାର ଓ ୧୫ ଜଣ ଶ୍ରବଣ ବାଧିତଙ୍କୁ ନିଶୁଳ୍କ ଶ୍ରବଣ ଯନ୍ତ୍ର ପ୍ରଦାନ । * ସଚେତନତାର ବାର୍ତ୍ତା ବାଣ୍ଟିଲେ ବାଇକର୍ସ ଆସୋସିଏସନ୍ ଓ ଏକାମ୍ର କାନନ ୱାଲ୍‌କର୍ସ କ୍ଲବ । ଭୁବନେଶ୍ୱର,ନିରପେକ୍ଷ ଖବର:୧୨/୧୨ ଦେଶର ଅଗ୍ରଣୀ ସମାଜସେବା ପ୍ରତିଷ୍ଠାନ ରେଡ଼୍…
Read More...

ଆଇ.ଏମ୍‌.ଏସ୍‌.ର ଜାତୀୟ ସେବା ଯୋଜନା ବିଭାଗ ଦ୍ୱାରା ବିଶ୍ୱ ମାନାବାଧିକାର ଦିବସ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର :୧୦/୧୨ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମିଡିଆ ଷ୍ଟଡିଜ୍‌ର ଜାତୀୟ ସେବା ଯୋଜନା ବିଭାଗ ଆନୁକୁଲ୍ୟରେ ଆଜି ଆଚାର୍ଯ୍ୟ ବିହାର ସ୍ଥିତ ସାଇନ୍‌ସ ପାର୍କ ବିଜୁ ଆଦର୍ଶ କଲୋନୀଠାରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍‌ର ଜାତୀୟ ସେବା…
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏବଂ ପ୍ରୟାସ ସିଙ୍ଗଲ ୱିଣ୍ଡୋ ସଦସ୍ୟ ସି.ଏଫ.ଏ.ଆର ଙ୍କ ମିଳିତ ସହଯୋଗରେ ବିଶ୍ବ ଏଡ୍ସ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୨ ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣ ଏବଂ ପ୍ରୟାସ ସିଙ୍ଗଲ ୱିଣ୍ଡୋ ଫୋରମ ସଦସ୍ୟ ସି.ଏଫ.ଏ.ଆର ଙ୍କ ମିଳିତ ସହଯୋଗରେ ବିଶ୍ବ ଏଡ୍‌ ଦିବସ ସହିଦ ନଗର (ୱାର୍ଡ ନମ୍ବର ୪୧) ରେ ପାଳିତ ହୋଇଥିଲା। ଚଳିତ ବର୍ଷ ବିଶ୍ବ ଏଡସ ଦିବସ ପାଳନ କରିବାର ବିଷୟ ବସ୍ତୁ ଥିଲା…
Read More...

ମିଡ଼ିଆ ମହାକୁମ୍ଭ ଉଦ୍ଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୨/୧୧ ଆମର ଦୈନଦିନ ଜୀବନର ସାଂସ୍କୃତିକ ଅଭ୍ୟାସ ବିସ୍ତାର କରିବାରେ ଗଣମାଧ୍ୟମ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହା ଆମ ସଂସ୍କୃତିର ଆଦର୍ଶ ଏବଂ ମୂଲ୍ୟବୋଧକୁ ପ୍ରତିଫଳିତ କରିବା ସହ ଆମର ପସନ୍ଦକୁ ବ୍ୟାପକ କରିଛି | ଗଣମାଧ୍ୟମ ସୂଚନା ପ୍ରବାହ ସହିତ…
Read More...

ପୂର୍ବତଟ ରେଳପଥ ପରିଚାଳିତ ଫୁଲୱାରୀ ସ୍କୁଲରେ ଶିଶୁ ଦିବସ ପାଳନ …

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୪/୧୧ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ପରିଚାଳିତ ଫୁଲୱାରୀ ବିଦ୍ୟାଳୟ ଠାରେ ଆଜି ଶିଶୁ ଦିବସ ପାଳନ କରାଯାଇଥିଲା ​​| ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇକୋରୋ ର ସଭାପତି ଶ୍ରୀମତୀ ରାଧା ସୁନକର ସଂଗଠନର ଅନ୍ୟ ସଦସ୍ୟ ମାନଙ୍କ ଉପସ୍ଥିତିରେ…
Read More...

ଦାନ ଲକ୍ଷ୍ମୀ : ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ ଓ ଜୟ ଓଡ଼ିଶାର ଏକ ନିଆରା ପ୍ରୟାସ

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୦୬/୧୧ ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ, ଜୟ ଓଡ଼ିଶା ଓ ଭୁବନେଶ୍ୱର କ୍ଲବ ସହଯୋଗର ଭୁବନେଶ୍ୱରର ନାଗରିକଙ୍କ ପାଇଁ ଅବ୍ୟହୃତ ଘରୋଇ ସାମଗ୍ରୀ ଦାନ କରିବା ପାଇଁ ଦାନ ଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରାଯାଇଛି । ଭୁବନେଶ୍ୱର କ୍ଲବରେ ଏହି ପଦକ୍ଷେପର…
Read More...

ରେଳ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୧/୨୨ ଟିଟିଲାଗଡ-ସମ୍ବଲପୁର ରେଳ ମାର୍ଗରେ ସିକିର-ବଡମାଲ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍ ସେବା ପ୍ରଭାବିତ ହେବ | ଟ୍ରେନର ବାତିଲ୍: • 08317/08318…
Read More...

କେନ୍ଦ୍ରୀୟ ଆୟୁର୍ବେଦ ଅନୁସନ୍ଧାନ ସଂସ୍ଥାନ ଭୁବନେଶ୍ବର ପକ୍ଷରୁ ସପ୍ତମ ଆୟୁର୍ବେଦ ଦିବସ ପାଳନ …

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୧୦ ଚଳିତ ବର୍ଷ ଆୟୁଷ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗର ସହଯୋଗରେ ଏହାକୁ ପାଳନ କରୁଛି ଯାହା ଦ୍ବାରା ଦେଶର ପ୍ରତ୍ୟେକ ବ୍ୟକ୍ତି 3Js – ଜନ ସନ୍ଦେଶ, ଜନ ଭାଗିଦାରୀ ଏବଂ ଜନ ଆନ୍ଦୋଳନ ଲକ୍ଷ୍ୟରେ ପାରମ୍ପାରିକ ଔଷଧ ପ୍ରଣାଳୀ…
Read More...

ଵିଶାଳ ରକ୍ତ ଦାନ ଶିବିର

ଭୁବନେଶ୍ବର,ନିରପେକ୍ଷ ଖବର :ତା ୧୮/୧୦ ଆଜି ରସୁଲଗଡ଼ ଦୁର୍ଗା ମଣ୍ଡପ ନିକଟରେ ମା ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି। ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି…
Read More...

ସ୍ଥାପନା ଚାରିଟେବୁଲ୍ ଟ୍ରଷ୍ଟ୍ ପକ୍ଷରୁ “ମିଟି କା ଗୁମାନ” ସମ୍ମାନ

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୧୭/୧୦ ଓଡ଼ିଶାର ହଜିଯାଉଥିବା କୀର୍ତ୍ତନ, ଭାଗବତ ଓ ଲୋକକଳାକୁ ପୁନର୍ଜୀବିତ କରିବାକୁ ସ୍ଥାପନା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ସ୍ୱତନ୍ତ୍ର ଉଦ୍ୟମ କରାଯାଇଛି । ଗାଁ ଗହଳିର କୁଟୀର ଶିଳ୍ପଠାରୁ ଆରମ୍ଭ କରି ଓଡ଼ିଶାର ନିଚ୍ଛକ କଳା ଓ ସଂସ୍କୃତିକୁ ଖୋଜିବାର ଏକ ନୂଆ…
Read More...