Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space
Browsing Category

Uncategorized

୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ…

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୭/୧୦ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ଏଣ୍ଟରପ୍ରାଇଜ ପ୍ରାଇଭେଟ ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କମଲେଶ କୁମାର ସିଂ ଏବଂ ଏହାର ସୋଲାର ବ୍ରାଣ୍ଡ ଆଇରୋ ସୋଲାର, ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ରରେ ପ୍ରେରଣାଦାୟକ ପୁରସ୍କାରରେ ସମ୍ମାନିତ ହୋଇଛି | ଓଡ଼ିଶାର…
Read More...

ଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ

ନିରପେକ୍ଷ ଖବର: ତା ୧୦/୦୮ ପୁଣିଥରେ ପୁରୁଣା କୁପ୍ରଥାକୁ ଫେରିବାକୁ ଯାଉଛି। ଏହି ଦେଶରେ ଝିଅଙ୍କ ଆଇନଗତ ବିବାହ ବୟସ ୯ ବର୍ଷ ହେବାକୁ ଯାଉଛି। ଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷ ଥିବାବେଳେ ତାହାକୁ ୯ ବର୍ଷକୁ ହ୍ରାସ କରାଯିବ। ଏ ସମ୍ବନ୍ଧିତ ବିଲ୍‌କୁ ଇରାକର ନ୍ୟାୟ ମନ୍ତ୍ରାଳୟ ପ୍ରସ୍ତୁତ…
Read More...

ଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳା

 ଯୋଗଦେବେ ବଲିଉଡ଼୍ ତାରକା ଓ କ୍ରିକେଟର୍‌  ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ  ମେଳାରେ ୧୨୦ରୁ ଅଧିକ ରହିବ ମହିଳା ଷ୍ଟଲ୍‌ ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୦/୧୨ ଆଇଏନ୍‌ଡ଼ବ୍ଲ୍ୟୁଇସି ମହିଳା ବାଣିଜ୍ୟ ମେଳାର ସଫଳତା ପରେ, ଇଣ୍ଡିଆନ୍ ଚାମ୍ବର ଅଫ୍ କର୍ମସ (ଆଇସିସି) ଓ ମହିଳା ଉଦ୍ୟୋଗୀ…
Read More...

ଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୧୨ ଯାତ୍ରୀଙ୍କ ଅନୁକୂଳ ସୁବିଧା ସହିତ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଭାବରେ ଭୁବନେଶ୍ୱର ରେଳ ଷ୍ଟେସନକୁ ପୁନଃ ବିକାଶ କରାଯାଉଛି | ଏହା ଏକ ସାର୍ବଜନୀନ କେନ୍ଦ୍ରିକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ | ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକର…
Read More...

ଜୀ ସାର୍ଥକ ଫିଲ୍ମସର ନୂଆ ସିନେମା ‘ପୋଲିସ୍ ବାବୁ’ ର ଅଡିଓ ରିଲିଜ୍*

ଭୁବନେଶ୍ୱର, ନିରପେକ୍ଷ ଖବର ତା.୧୧/୧୨ ଗତ ଆଠ ତାରିଖ ସନ୍ଧ୍ୟାରେ ଜୀ-ସାର୍ଥକ ଫିଲ୍ମସ ର ନୂଆ ଚଳଚ୍ଚିତ୍ର "ପୋଲିସ ବାବୁ" ର ଅଡିଓ ରିଲିଜ୍ ଭୁବନେଶ୍ୱର ର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ଏହି ଚଳଚ୍ଚିତ୍ର ରେ ଥିବା ତିନିଟି ଯାକ ଗୀତ ଶ୍ରୋତା ଙ୍କ ମନକୁ ଛୁଇଁଲା ଭଳି ହୋଇଛି l ଆଜି…
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏବଂ ପ୍ରୟାସ ସିଙ୍ଗଲ ୱିଣ୍ଡୋ ସଦସ୍ୟ ସି.ଏଫ.ଏ.ଆର ଙ୍କ ମିଳିତ ସହଯୋଗରେ ବିଶ୍ବ ଏଡ୍ସ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୨ ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣ ଏବଂ ପ୍ରୟାସ ସିଙ୍ଗଲ ୱିଣ୍ଡୋ ଫୋରମ ସଦସ୍ୟ ସି.ଏଫ.ଏ.ଆର ଙ୍କ ମିଳିତ ସହଯୋଗରେ ବିଶ୍ବ ଏଡ୍‌ ଦିବସ ସହିଦ ନଗର (ୱାର୍ଡ ନମ୍ବର ୪୧) ରେ ପାଳିତ ହୋଇଥିଲା। ଚଳିତ ବର୍ଷ ବିଶ୍ବ ଏଡସ ଦିବସ ପାଳନ କରିବାର ବିଷୟ ବସ୍ତୁ ଥିଲା…
Read More...

ବଲିଉଡ୍ ତାରକା ସଲ୍‌ମାନ ଖାନ୍‌ଙ୍କ ଷ୍ଟାଇଲିଷ୍ଟ୍ ତଥା ଚର୍ଚ୍ଚିତ ଫେସନ୍ ଡିଜାଇନର ଆସ୍‌ଲେ ରେବେଲୋଙ୍କ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୨/୧୧ ଚର୍ଚ୍ଚିତ ଫେସନ୍ ଡିଜାଇନ୍ ଏବଂ ବଲିଉଡ୍ ତାରକା ସଲମାନ ଖାନ୍‌ଙ୍କ ଷ୍ଟାଇଲିଷ୍ଟ୍ ଆସ୍‌ଲେ ରେବେଲୋ ଆଇ.ଏନ୍‌.ଆଇ.ଏଫ୍‌.ଡି ଭୁବନେଶ୍ୱର ପରିଦର୍ଶନ କରି ଏକ ସ୍ୱତନ୍ତ୍ର ଡିଜାଇନ୍ କର୍ମଶାଳାରେ ଅଂଶଗ୍ରହଣ କରିବା ସହ ଆଇଏନ୍‌ଆଇଏଫ୍‌ଡିର ଡିଜାଇନ…
Read More...

ବି.ଜେ.ଇ.ଏମ୍‌. ସ୍କୁଲରେ ଶିଶୁଦିବସ ମହାସମାରୋହରେ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୪/୧୧/୨୨  ଭୁବନେଶ୍ୱରର ସ୍ୱନାମଧନ୍ୟ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ୧୩୩ତମ ଜନ୍ମଦିବସ ଲପଲକ୍ଷେ ଶିଶୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
Read More...

ଇସ୍ରୋ/ଏନ୍ଏସ୍ଆଇଏଲ୍ ଦ୍ୱାରା ୩୬ଟି ୱାନ୍ୱେବ୍ ସାଟେଲାଇଟ୍ର ସଫଳ ଉତ୍କ୍ଷେପଣ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୫/୧୦ ୱାନ୍ୱେବ୍ ପକ୍ଷରୁ ଆଜି ଭାରତର ଶ୍ରୀହରିକୋଟାଠାରେ ସତିଶ ଧୱନ୍ ସ୍ପେଶ୍ ସେଂଟର୍ (ଏସ୍ଡିଏସ୍ସି-ଏସ୍ଏଚ୍ଏଆର୍)ରୁ ନ୍ୟୁସ୍ପେଶ୍ ଇଣ୍ଡିଆ ଲିମିଟେଡ୍ (ଏନ୍ଏସ୍ଆଇଏଲ୍) ଦ୍ୱାରା ଶୁଭାରମ୍ଭ କରାଯାଇଥିବା ୩୬ଟି ସାଟେଲାଇଟ୍ର ସଫଳ ନିୟୋଜନକୁ ନିଶ୍ଚିତ କରାଯାଇଛି ।…
Read More...

ସନସାଇନ ହସ୍ପିଟାଲ ଭୁବନେଶ୍ବରରେ ସ୍ନାୟୁ ରୋଗ ଓ ଚିକିତ୍ସା ଅଗ୍ରଗତି ଆଲୋଚନା ଚକ୍ର

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୬/୧୦ ଆଜି ଭୁବନେଶ୍ବର ଲକ୍ଷ୍ମୀସାଗର ସ୍ଥିତ ଥିବା ସନସାଇନ୍ ହସ୍ପିଟାଲରେ ନାଗରିକମାନଙ୍କୁ ଅନ୍ତର୍ଜାତୀୟ ମାନର ସ୍ୱାସ୍ଥ୍ୟ ସେବା ସୁଲଭ ମୁଲ୍ୟରେ ଯୋଗାଇ ଦେବାକୁ ପ୍ରତିବଦ୍ଧ । ଏହାସହ ଓଡ଼ିଶାର ପ୍ରଥମ ପସନ୍ଦର ଡାକ୍ତରଖାନା ହେବା ପାଇଁ ଦ୍ରୁତ ଗତିରେ ଅଗ୍ରଗତି…
Read More...

ଟ୍ରେଣ୍ଡ୍ସ ପକ୍ଷରୁ “ଖୁସିର ପର୍ବ’ ପ୍ରତିଯୋଗିତା ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ଵର,ନିରପେକ୍ଷ ଖବର : ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆସେସୋରିଜ୍ ସ୍ପେସିଆଲିଟି ରିଲାଏନ୍ସ ରିଟେଲ୍ ର ଟ୍ରେଣ୍ଡ୍ସ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ “ ଖୁସିର ପର୍ବ' ପ୍ରତିଯୋଗିତାର ବିଜେତା ଘୋଷଣା କରାଯାଇଛି । ଟ୍ରେଣ୍ଡ୍ସ ଖୁସିର ପର୍ବ ଓ ପୂଜା…
Read More...

ଏପିଆର୍‌ଏଏସ୍‌ଓ ଏବଂ ସୁଶ୍ରୁତ୍ ହସ୍ପିଟାଲ୍ ଦ୍ୱାରା ରାଇନୋପ୍ଲାଷ୍ଟି ଓ ଫେସିଆଲ୍ ଏସ୍‌ଥେଟିକ୍ ଚଉପରେ ଲାଇଭ୍ ଅପରେଟିଭ୍…

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୧୦ ଆସୋସିଏସନ୍ ଅଫ୍ ପ୍ଲାଷ୍ଟିକ୍ ରିକନ୍‌ଷ୍ଟ୍ରକ୍‌ଟିଭ୍ ଆଣ୍ଡ୍ ଏସ୍‌ଥେଟିକ୍ ସର୍ଜନ୍ ଅଫ୍ ଓଡିଶା(ଏପିଆର୍‌ଏଏସ୍‌ଓ), ସୁଶ୍ରୁତ୍ ହସ୍ପିଟାଲ୍ ଏବଂ ଟ୍ରମା କେୟାର୍‌, ଭୁବନେଶ୍ୱର ଏବଂ ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ଏସ୍‌ଥେଟିକ୍ ପ୍ଲାଷ୍ଟିକ୍ ସର୍ଜନ…
Read More...

ହିମାଚଳ ପ୍ରଦେଶର ଉନା ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବନ୍ଦେ ଭାରତ ଏକ୍ସପ୍ରେସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ…

ହିମାଚଳ ପ୍ରଦେଶ,ନିରପେକ୍ଷ ଖବର:ତା ୧୩/୧୦ ଆଜି ଉନାର ଅମ୍ବ ଅଂଦୌରା ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ନୂତନ ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରାଇଛନ୍ତି | ପ୍ରଧାନମନ୍ତ୍ରୀ ବନ୍ଦେ ଭାରତ…
Read More...

କମିଶନରେଟ୍ ପୋଲିସ୍ କୁ ନାଲକୋ ପକ୍ଷରୁ ପୂଜା ଉପହାର…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୯/୨୨ କମିଶନରେଟ୍ ପୋଲିସ୍ କୁ ପୂଜା ପୂର୍ବରୁ ନାଲକୋ ପକ୍ଷରୁ ୬ଟି ପିସିଆର ଭ୍ୟାନ୍ ଉପହାରରେ ଦିଆଯାଇଛି। ଏଥି ମଧ୍ୟରୁ ୫ଟି ପେଟ୍ରୋଲିଂ ପାଇଁ ବ୍ୟବହାର ହେବ ଓ ଆଉ ଗୋଟିଏ ନୂଆପଲ୍ଲୀ ଥାନାକୁ ଦିଆଯାଇଛି। ଏହି ପାର୍ବଣ ସମୟରେ ସାଧାରଣ ଲୋକଙ୍କ ସୁରକ୍ଷା…
Read More...

ବି.ଜେ.ଇ.ଏମ୍. ସ୍କୁଲରେ ୧୫୩ତମ ଗାନ୍ଧିଜୟନ୍ତୀ ସମାରୋହ…

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୬/୦୯/୨୨ ବିଂଶ ଶତାବ୍ଦୀର ଯୁବ ସମ୍ପ୍ରଦାୟ ତଥା ଛାତ୍ରଛାତ୍ରୀମାନଙ୍କ ମନରେ ମହାତ୍ମା ଗାନ୍ଧିଙ୍କ ଅହିଂସା ଓ ସତ୍ୟର ନୀତି ତଥା ସ୍ବାଧୀନତାର ସଂଘର୍ଷମୟ ଜୀବନର ଭିତିଭୂମିକୁ ପୁନଃଜାଗ୍ରତ କରି ସଚେତନତା ସୃଷ୍ଟି କରିବାର ଉଦ୍ଦେଶ୍ୟ ପୂରଣ ନିମନ୍ତେ…
Read More...

ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୯ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ହିନ୍ଦୀ ଦିବସ ପାଳନ କରାଯିବା ସହିତ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ କରାଯାଇଅଛି | ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ଶ୍ରୀ ରବି ଶଙ୍କର…
Read More...

ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ

ତାମିଲନାଡୁ,ନିରପେକ୍ଷ ଖବର:ତା ୧୦/୦୭ ତାମିଲନାଡୁରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ରାଜ୍ୟ ସରକାର ବର୍ତ୍ତମାନ କଟକଣା ସମ୍ପୂର୍ଣ୍ଣ ଉଠାଇ ନାହାଁନ୍ତି। ଲକଡାଉନ୍ ଅବଧିକୁ ସରକାର ଜୁଲାଇ ୧୯ ପର୍ଯ୍ୟନ୍ତ ବଢ଼ାଇଲେ। ଲକଡାଉନ୍ ବଢାଇଥିଲେ ମଧ୍ୟ କଟକଣାକୁ କିଛି ମାତ୍ରାରେ କୋହଳ…
Read More...

ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୭/୦୭ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ଏଥିରେ ୧୦ଜଣଙ୍କୁ ପ୍ରମୋଶନ ମିଳିଥିବା ବେଳେ ୩୩ ନୂଆ ମୁହଁ ସାମିଲ ହୋଇଛନ୍ତି। ବିଶେଷ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଓଡିଶାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଏଥର…
Read More...