Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space
Browsing Category

Uncategorized

ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୭/୦୭ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ଏଥିରେ ୧୦ଜଣଙ୍କୁ ପ୍ରମୋଶନ ମିଳିଥିବା ବେଳେ ୩୩ ନୂଆ ମୁହଁ ସାମିଲ ହୋଇଛନ୍ତି। ବିଶେଷ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଓଡିଶାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଏଥର…
Read More...

ଭୂବନେଶ୍ୱରରେ ପହଂଚିଲା ଶହୀଦ ଶଶାଙ୍କ ଶେଖର ସାମଲଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୧/୦୨: ଓଡିଆ ଯବାନ ଶଶାଙ୍କ ଶେଖର ସାମଲ ଲଦ୍ଦାଖଠାରେ ସ୍ଥଳସେନାରେ କାର୍ଯ୍ୟରତ ଅବସ୍ଥାରେ ଶହୀଦ ହୋଇଛନ୍ତି । ଯାଜପୁର ଜିଲ୍ଲା ବଡଚଣା ଅନ୍ତର୍ଗତ କ୍ଷେତ୍ରପାଳ ଗ୍ରାମନିବାସୀ ଶହୀଦ ସାମଲଙ୍କ ପାର୍ଥୀବ ଶରୀର ଆଜି ବିମାନ ଯୋଗେ ଭୂବନେଶ୍ୱରଠାରେ ପହଂଚିବା ପରେ…
Read More...

ଭର୍ଚୁଆଲ୍ ମିଟିଂ ମାଧ୍ୟମରେ ଏ.ଓ.ଟି.ଏସ୍.ଓ ଛାତ୍ର ସଂଘ ର ସାଙ୍ଗଠନିକ ସମୀକ୍ଷା ବୈଠକ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୭/୦୯/୨୦୨୦  ଅଲ୍ ଓଡିଶା ଟେକ୍ନିକାଲ ଷ୍ଟୁଡେଣ୍ଟସ ଅର୍ଗାନାଇଜେସନ୍ ଛାତ୍ର ସଂଘ ପକ୍ଷରୁ ରବିବାର ଭର୍ଚୁଆଲ୍ ମାଧ୍ୟମରେ  ସମୀକ୍ଷା ବୈଠକ କରାଯାଇଥିଲା । ଏହି ଭର୍ଚୁଆଲ୍ ବୈଠକରେ ରାଜ୍ୟର ବିଭିନ୍ନ ବୈଷୟିକ ଶିକ୍ଷାଅନୁଷ୍ଠାନର ଛାତ୍ର ଛାତ୍ରୀ ଉପସ୍ଥିତ ରହି…
Read More...

ଜିଲ୍ଲାରେ ବନ୍ୟାଜନୀତ ବ୍ୟାପକ କ୍ଷୟକ୍ଷତି

ବାରିପଦା (ନିରପେକ୍ଷ ଖବର) ତା ୨୭/୦୮ ଗତ ୨୫ ରାତିରେ ଲଘୁଚାପ ଜନୀତ ପ୍ରବଳ ବର୍ଷାରେ ୨୬ ତାରିଖରେ ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଜଳକା, ଜରାଳି, ସରାଳି, ଜମ୍ଭୀରା ଆଦି ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟ କ୍ଷତି ହୋଇଥିବା ବେଳେ ବହୁ ଲୋକଙ୍କ ଘରେ ପାଣିପଶି ଯାଇଛି । ବହୁ କଚ୍ଚାଘର ଏପରିକି…
Read More...

ନାବଳିକାକୁ ଅପହରଣ କରି ଦୁଷ୍କର୍ମ କରିଥିବା ଅଭିଯୋଗ।

ବାରିପଦା(ନିରପେକ୍ଷ ଖବର) ତା-୨୨/୦୮-ଘରେ କେହି ନଥିବାର ଫାଇଦା ନେଇ ନାବାଳିକାଙ୍କୁ ଅପହରଣ କରିବା ସହ ଦୀର୍ଘ ୩୫ ଦିନ ଧରି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ଜିଲ୍ଲାର ବଡ଼ସାହି ଥାନା ଅନ୍ତର୍ଗତ ଭିମଦା ଫାଣ୍ଡି ଅଞ୍ଚଳରେ ଘଟିଯାଇଛି। ଅଭିଯୁକ୍ତ ଜଣକ…
Read More...

ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ୍‍ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ବର ,ନିରପେକ୍ଷ ଖବର:ଭିିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କୋଭିଡ୍‍ ନିୟମାନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭିଏସ୍‍ଏସ୍‍ ନଗର ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ…
Read More...

ଜିଲ୍ଲାରେ ଖୋଲିବାକୁ ଯାଉଛି ୩ ନୂତନ କୋର୍ଟ

ବାରିପଦା(ନିରପେକ୍ଷ ଖବର)ବିଶ୍ଵଜିତ୍ ଭୂୟାଁ : ତା-୦୮/୦୮-କୋର୍ଟ ମାନଙ୍କରେ ବହୁ ଦିନ ଧରି ଚାଲୁଥିବା ମାମଲା ଗୁଡିକର କିପରି ତୁରନ୍ତ ସମାଧାନ କରାଯାଇ ସାମାଜିକ ନ୍ୟାୟ ପ୍ରଦାନ କରାଯାଇପାରିବ ସେଥି ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଅଗ୍ରଣୀ ପଦକ୍ଷେପ ଗ୍ରହଣ କରାଯାଇଛି। ସମଗ୍ର ରାଜ୍ୟର…
Read More...

ବ୍ରାଉନ ସୁଗାର ବ୍ୟବସାୟୀକୁ ୪ ଦିନିଆ ରିମାଣ୍ଡରେ ନେଲା ଏସ.ଟି.ଏଫ ଟିମ୍

ବାରିପଦା(ନିରପେକ୍ଷ ଖବର) ତା-୨୦/୦୭-ଏସଟିଏଫ ଦ୍ୱାରା ଧରାପଡ଼ି ଗିରଫ କରାଯାଇଥିବା ବ୍ରାଉନ ସୁଗାର ବ୍ୟବସାୟୀକୁ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ହାଜର କରାଯାଇଛି।ଗିରଫ ଅଭିଯୁକ୍ତ ବାରିପଦା ଚିପଟ ଅସ୍ତିଆ ଅଂଚଳର ସେକ ଆସିଫଙ୍କୁ ଏସ ଟି ଏଫ ର ସ୍ୱତନ୍ତ୍ର ଟିମ୍ ବାରିପଦା…
Read More...

୩ କିଲୋରୁ ଅଧିକ ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ବାରିପଦା (ନିରପେକ୍ଷ ଖବର)ତା-୧୯/୭- ସାରା ରାଜ୍ୟରେ ବ୍ରାଉନ ସୁଗାର ଭଳି ମାରାତ୍ମକ ନିସା କାରବାର ଦିନକୁ ଦିନ ବଢିଚାଲିଥିବା ବେଲେ ଏହାର କବଳରେ ଯୁବ ସମାଜ କବଳିତ ହୋଇ ନିଜ ହସିଲା ସୁଖ ଶାନ୍ତିର ପରିବାରକୁ ନଷ୍ଟ କରୁଛନ୍ତି। ଏଥି ସହିତ ଏହାର ପ୍ରଭାବରେ ମଧ୍ୟ ବହୁ ଅପରାଧିକ ମାମଲା ବଢିବାର…
Read More...

ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ…
Read More...

ପ୍ରେମୀ ଯୁଗଳଙ୍କ ଗଛରେ ଝୁଲି ଆତ୍ମହତ୍ୟା

ବାରିପଦା(ନିରପେକ୍ଷ ଖବର)ତା-୧୫/୦୬-ପ୍ରେମୀ ଯୁଗଳ ଗଛରେ ଝୁଲି ଆତ୍ମହତ୍ୟା କରିଛନ୍ତି।ଏହି ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ଗତିଲତା ଗ୍ରାମ ଅଞ୍ଚଳରେ। ସେହି ଗ୍ରାମ ନିକଟରେ ଥିବା ଏକ ଗଛରୁ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତ ଶରୀର ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର…
Read More...

ଭିଜିଲାନ୍ସ ଜାଲରେ ମୟୁରଭଞ୍ଜ ଜିଲ୍ଲା ପଶୁସମ୍ପଦ ଅଧିକାରୀ

ବାରିପଦା(ନିରପେକ୍ଷ ଖବର)ତା-୧୨/୦୬-ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପଶୁସମ୍ପଦ ବିଭାଗ ଅଧିକାରୀ ଭିଜିଲାନ୍ସ ଜାଲରେ। ସରକାରୀ ଗାଡ଼ିରେ ଭୂବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବେତନଟୀ ନିକଟରେ ଭିଜିଲାନ୍ସ ବିଭାଗ ଅଧିକାରୀ ମାନେ ଚଢ଼ାଉ କରିଥିଲେ। ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ପଶୁସମ୍ପଦ ବିଭାଗ…
Read More...

ଲକ୍‌ଡାଉନ୍ – ୫.୦ ଗରିବ ଓ ଜନସ୍ୱାର୍ଥ ବିରୋଧି – କଂଗ୍ରେସ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨/୦୬ – ଓଡିଶା ସରକାରଙ୍କ ଦିଶାହୀନ କରୋନା ମୁକାବିଲା ନୀତି ଯୋଗୁଁ ଆଜି ରାଜ୍ୟରେ ମହାମାରୀର ସ୍ଥିତି ଏକ ସ୍ୱାସ୍ଥ୍ୟ ସେବା ସମସ୍ୟା ବା ପ୍ରସଙ୍ଗ ନହୋଇ ଏହା ଏକ ହ୍ୟୁମାନ ଡିସ୍‌ଟ୍ରେସ୍ ବା ଅଭାବନୀୟ ମାନବ ଯନ୍ତ୍ରଣା, ଆଇନ୍‌ଶୃଙ୍ଖଳା ଏବଂ ଗୁରୁତର ଆର୍ଥିକ…
Read More...

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି…

ଭୁବନେଶ୍ୱର, ନିରପେକ୍ଷ ଖବର:ତା-୦୬/୦୫/୨୦ ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି। ମୃତ୍ୟୁ ହୋଇଥିବା ଵ୍ୟକ୍ତି ଖୋର୍ଦ୍ଧା ଜିଲ୍ଲାର ବୋଲି କୁହାଯାଇଛି।ସ୍ପଷ୍ଟ ଭାବରେ ଆକ୍ରନ୍ତ ଜଣକର କୋଣସି ବିବରଣୀ…
Read More...

କଂଗ୍ରେସ ଧଉଳି ଅଞ୍ଚଳରେ ଜାଯାବରଙ୍କୁ ବାଣ୍ଟିଲେ ଶୁଖିଲା ଖାଦ୍ୟସାମଗ୍ରୀ..

ଭୁବନେଶ୍ୱର ,ନିରପେକ୍ଷ ଖବର: ତା ୫.୫.୨୦ ସମଗ୍ର ବିଶ୍ୱରେ ତଥା ଦେଶ ଓ ରାଜ୍ୟରେ ଦେଖାଦେଇଥିବା କୋରୋନା ମହାମାରିକୁ ପ୍ରତିହତ କରିବାପାଇଁ ନିୟମ ଲାଗୁହୋଇଥିବା ଲକଡାଉନ କୁ ମାନି ଅଧିକାଂଶ ଗରିବ ଶ୍ରେଣୀର ଲୋକେ ଖାଦ୍ୟବିନା ବହୁ ଅସୁବିଧାର ସମ୍ମୁଖୀନ ହୋଇଥିବା ବେଳେ ଏମାନଙ୍କୁ ସରକାରଙ୍କ…
Read More...

ପି ଆର୍ ଏମ୍ ହସ୍ପିଟାଲରେ ନିଆଁ…

ବାରିପଦା(ନିରପେକ୍ଷ ଖବର)ତା୨୦/୦୧- ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି।ଅଗ୍ନିଶମ ବିଭାଗ ଅଗ୍ନିକାଣ୍ଡ ସ୍ଥାନରେ ପହଞ୍ଚି ନିଆଁକୁ ଆୟତ କରିବା ରେ ସକ୍ଷମ ହୋଇଛି।ସୂଚନା ଅନୁସାରେ ସୋମବାର ୯ ଟା ସମୟରେ ସାକିଆଟ୍ରିକ ବିଭାଗରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦଶ ଲକ୍ଷ ଟଙ୍କା ସହାୟତା ଦେଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।

ବାରିପଦା(ନିରପେକ୍ଷ ଖବର)ତା-୩୦/୦୩-କରୋନା ମୁକାବିଲା ପାଇଁ ଆଗେଇ ଆସିଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।   ସମ୍ପ୍ରତି କରୋନା ମହାମାରୀ ର ମୁକାବିଲା ପାଇଁ ସମସ୍ତେ ତତ୍ପର ଥିବାବେଳେ ମୟୁରଭଞ୍ଜ ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ତଥା କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ…
Read More...

କରୋନା ସନ୍ଦିଗ୍ଧ ସୁସ୍ଥହୋଇ ଫେରିଲେ ଘରକୁ

ବାରିପଦା(ନିରପେକ୍ଷ ଖବର)ତା-୧୯/୦୩-ପିଆରଏମ ମେଡିକାଲରେ ଚିକିତ୍ସାଧିନ କରୋନା ସନ୍ଦିଗ୍ଧ ସୁସ୍ଥ ହୋଇ ଘରକୁ ଫେରିଲେ। କରୋନାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ମୟୁରଭଞ୍ଜରେ ଏ ପର୍ଯ୍ୟନ୍ତ କେହି କରୋନା ରୋଗରେ ପଜେଟିଭ ଚିହ୍ନଟ ହୋଇ ନାହାଁନ୍ତି। କରୋନା ଆକ୍ରାନ୍ତ ସନ୍ଦେହରେ ବାରିପଦା…
Read More...

ବାରିପଦାରେ ପଲସର ଆତଙ୍କ …

ବାରିପଦା ୦୨/୦୩-(ନିରପେକ୍ଷ ଖବର): ସହରରେ କଳା ପଲସର ଆତଙ୍କ । ସନ୍ଧ୍ୟା ୬ଟା ବେଳେ ୮୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ । ଲୁଟର ଶିକାର ହେଲେ ବାରିପଦା ଟାଉନ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୧୦ର ସୁଲଚନା ନାଏକ ।ସୋମବାର ସନ୍ଧ୍ୟା ୬ଟା ସମୟରେ ସ୍ଥାନୀୟ ଏକ ବନ୍ଧନ ବ୍ୟାଙ୍କରୁ ୮୦ ହଜାର…
Read More...