Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ସୈନିକସ୍କୁଲ କ୍ୟାଡେଟ୍ ମାନଙ୍କୁ କମିଶନରେଟ୍ ପୋଲିସ୍ ପକ୍ଷରୁ ସଡକ ସୁରକ୍ଷା ଓ ଟ୍ରାଫିକ୍ ସଚେତନତାର ବାର୍ତା….

0

ଭୁବନେଶ୍ୱର, ନିରପେକ୍ଷ ଖବର:୦୧/୧୦/୨୦୧୯ କମିଶନରେଟ୍ ପୋଲିସ୍ ‘‘ଶଙ୍ଖଧ୍ୱନି ରାଷ୍ଟ୍ର ସୁରକ୍ଷା ସମିତି”ର ସେକ୍ରେଟାରୀ ଶ୍ରୀ ପ୍ରକାଶ କୁମାର ମହାପାତ୍ର , ଶ୍ରୀ ସନ୍ଦୀପ ମହାପାତ୍ର ଏବଂ ଶ୍ରୀ ଜଲିଲ୍ ଖାଁ ଙ୍କ ସହାୟତାରେ ‘ସଡକ ସୁରକ୍ଷା ଏବଂ ଟ୍ରାଫିକ ସଚେତନତା’ ସଂପର୍କିତ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ ଓ ଶିକ୍ଷଣୀୟ କରିବାକୁ ସଂଗୀତ ଭିତିକ ଏକାଙ୍କିକା ପ୍ରଦର୍ଶିତ ହୋଇଥିଲା ।

ଏହି ଅବସରରେ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ , ଆଇ.ପି.ଏସ୍ . ସୈନିକସ୍କୁଲ କ୍ୟାଡେଟ ମାନଙ୍କୁ ଟ୍ରାଫିକ ନିୟମର ଗୁରୁତ୍ୱ ବିଷୟରେ ବୁଝାଇଥିଲେ । ଆଜିର ଦ୍ରୁତ ପରିବର୍ତନଶୀଳ ସମାଜରେ ନିଜ ଜୀବନରେ ଅଧିକରୁ ଅଧିକ ଶିଖିବାର ପ୍ରବୃତି ପୋଷଣ କରିବାକୁ ପ୍ରବର୍ତାଇ ଥିଲେ ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ୬୦୦ କ୍ୟାଡେଟଙ୍କ ସହିତ ଯୋଗ ଦେଇଥିବା ସମସ୍ତ କର୍ମଚାରୀଙ୍କୁ ତାଙ୍କ ଭାଷଣ ବେଶ୍ ମନ୍ତ୍ରମୁଗ୍ଧ କରିଥିଲା । ମିସ୍ ସାଗରିକା ନାଥ , ଆଇ.ପି.ଏସ୍ ,ଡି.ସି.ପି., ଟ୍ରାଫିକ – ଟ୍ରାଫିକ ନିୟମ ପାଳନ କରି କିପରି ଦୁର୍ଘଟଣାକୁ ଏଡେଇ ଦେଇହେବ , ସେ ବିଷୟରେ ବୁଝାଇଥିଲେ ।ତାଙ୍କ ସହିତ, ଡେପୁଟି ଡି.ସି.ପି. ଶ୍ରୀ ଅମରେଶ ପଣ୍ଡା, କ୍ୟାପିଟାଲ ଟ୍ରାଫିକ ଏ.ସି.ପି . ଡକ୍ଟର କେ.କେ.ପାଣିଗ୍ରାହୀ ମଧ୍ୟ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସୈନିକସ୍କୁଲ ଅଧ୍ୟକ୍ଷ ଗ୍ରୁପ୍ କ୍ୟାପ୍ଟେନ୍ ଡୋମିନିକ୍ ରାୟନ୍ , କମାଣ୍ଡର ପ୍ରୀତିକା ଶର୍ମା , ଉଇଙ୍ଗ୍ କମାଣ୍ଡର ଅମିତାଭ ରଂଜନ , ବରିଷ୍ଠ ଅଧ୍ୟାପକ ଶ୍ରୀ ବିଘ୍ନେଶ୍ୱର ପ୍ରଧାନ , ବିଦ୍ୟାଳୟର କର୍ମଚାରୀବୃନ୍ଦ ଏବଂ କ୍ୟାଡେଟମାନେ ଯୋଗ ଦେଇଥିଲେ ।

Mo sapath

Leave A Reply

Your email address will not be published.