Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଭୁବନେଶ୍ୱର ଜିଲା କଂଗ୍ରେସର ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଆଗମନ ଉଦ୍ଦେଶ୍ୟରେ ପ୍ରସ୍ତୁତି ବୈଠକ

0

ଭୁୂବନେଶ୍ୱର ତା ୨୧.୧- ଆଜି ସଂନ୍ଧ୍ୟାରେ ଭୁବନେଶ୍ୱର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଆଗମନକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି
ବୈଠକରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗ୍ରସ୍ତକୁ ସଫଳ କରିବାପାଇଁ ଭୁବନେଶ୍ୱର ଜିଲ୍ଲାର କର୍ମକର୍ତା ୱାର୍ଡ଼ ସଭାପତି, ବ୍ଲକ ସଭାପତି, ବୁଦ୍ଧିଜୀବି, ଯୁବକ, ଛାତ୍ର ଓ ମହିଳାମାନଙ୍କ ମତାମତ ଗ୍ରହଣ କରି
ଏଆଇସିସି ସଂପାଦକ ଶ୍ରୀ ରୁଦ୍ର ରାଜୁ, ଅନିଲ ଚୌଧୁରୀ ଏବଂ ଏଆଇସିସି ଯୁଗ୍ମ ସଂପାଦକ ଆଦିତ୍ୟ ଶର୍ମା ଉପସ୍ଥିତ ରହି ତାଙ୍କର ସାଂଗଠନିକ କର୍ମକର୍ତାଙ୍କୁ ଉଦ୍ବୋଧନ ଦେଇ ଭୁବନେଶ୍ୱର କାର୍ଯକ୍ରମକୁ ସଫଳ କରିବାପାଇଁ ପରାମର୍ଶ ଦେଇଥିଲେ ।

Blank space

ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମାନସ
ଚୌଧୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର  ଜିଲା କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ରଶ୍ମି ମହାପାତ୍ର, ପିସିସି ଉପସଭାପତି ଶ୍ରୀ ଶିବାନନ୍ଦ ରାୟ,
ଶୁଭେନ୍ଦୁ ମହାନ୍ତି, ମୁଖପାତ୍ର ବିଭୁ ତରାଇ ଓ କିଶୋର ଜେନାଙ୍କ ସହ ବହୁ କର୍ମକର୍ତା ଯୋଗଦେଇଥିଲେ।

Mo sapath

Leave A Reply

Your email address will not be published.