Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଆପଣ ଘରେ ସୁରକ୍ଷିତ ରୁହନ୍ତୁ,ଅତ୍ୟାବଶ୍ୟକୀୟ ସାମଗ୍ରୀ ଘରେ ପହଁଚିବ

ପୂର୍ବତଟ ରେଳପଥର ଅଭିନବ ପ୍ରୟାସ..

0

*କଟକରେ ପହଁଚିଲା ପାର୍ସଲ ଏକ୍ସପ୍ରେସ..

ଭୁବନେଶ୍ୱର,ନିରପେକ୍ଷ ଖବର:ତା,୧୩/୦୪  ଆପଣ ଘରେ ରୁହନ୍ତୁ, – ସୁରକ୍ଷିତ ରୁହନ୍ତୁ , ଆମେ ଆପଣଙ୍କ ନିକଟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ପହଞ୍ଚାଇବୁ ” ପୂର୍ବତଟ ରେଳପଥ ପକ୍ଷରୁ ଏଭଳି ନାରା ଦିଆଯାଇ ଦେଶର ବିଭିନ୍ନ ସ୍ଥାନକୁ ଅତ୍ୟାବଶ୍ୟକ ଦ୍ରବ୍ୟ ପହଞ୍ଚାଇବା ପାଇଁ ପାର୍ସଲ ଏକ୍ସପ୍ରେସ ଟ୍ରେନ ଚଳାଚଳ କରୁଅଛି I ଅତ୍ୟାବଶ୍ୟକ ଜିନିଷ ଯଥା ଫଳ, ପନିପରିବା, ଦୁଗ୍ଧ ଗୁଣ୍ଡ, ଚିନି, ଔଷଧ ଏବଂ ଖାଇବା ତେଲ ଇତ୍ୟାଦି ପରିବହନ କରି ଲୋକମାନଙ୍କର ଜରୁରୀ ଦ୍ରବ୍ୟକୁ ପାର୍ସଲ ଏକ୍ସପ୍ରେସ ଚଳାଚଳ ଦ୍ୱାରା ସେମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରଚେଷ୍ଟା ଜାରିରଖିଛି I କରୋନା ଭୁତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ ଡାଉନ ସତ୍ୱେ ରେଲ ମନ୍ତ୍ରଣାଳୟ ଏହାକୁ ଏକ ଆହ୍ୱାନ ଭାବେ ଗ୍ରହଣ କରି ଲୋକମାନଙ୍କ ପାଖରେ ଅତ୍ୟାବଶ୍ୟକ ଜିନିଷ ପହଞ୍ଚାଇବାକୁ କ୍ରମାଗତ ଭାବେ ଉଦ୍ୟମ କରୁଛି I ଏହାକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ଆଜି ପଶ୍ଚିମ ବଙ୍ଗ ହଳଦିଆ ପୋତାଶ୍ରୟ ଠାରୁ ପାର୍ସଲ ଏକ୍ସପ୍ରେସ ଦ୍ୱାରା ୯୬ ହଜାର ୨୧୩ କାର୍ଟୁନ (ଯାହାର ଆନୁମାନିକ ଓଜନ ହାରାହାରି ୯୧୯ ଟନ) ଖାଇବା ତେଲ କଟକ ଷ୍ଟେସନ ଠାରେ ପହଞ୍ଚିଛି I

Blank space
Public advised
Mo sapath

Leave A Reply

Your email address will not be published.