Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଶିକ୍ଷାନୁଷ୍ଠାନ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ…

ବିଳମ୍ବିତରେ ଆସିଲେ ଶିକ୍ଷକଙ୍କୁ କୈଫିୟତ ଦେବାକୁ ହେବ।

0

ଭୁବନେଶ୍ୱର,ନିରପେକ୍ଷ ଖବର: ୨୫ ଜୁଲାଇ ୨୦୧୯ ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଭୁବନେଶ୍ୱରସ୍ଥିତ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ  ପହଞ୍ଚି ସେଠାରେ ପ୍ରଶିକ୍ଷାର୍ଥୀମାନଙ୍କ ସହ ମତ ବିନିମୟ କରିଥିଲେ । ବିଳମ୍ବରେ ଆସିଥିବା ଶିକ୍ଷକଙ୍କୁ କୈଫିୟତ ତଲବ କରିବାକୁ
ନିର୍ଦ୍ଦେଶ ଦେଇଥିଲେ । ଶିକ୍ଷାନୁଷ୍ଠାନରେ ଚାଲିଥିବା ନିର୍ମାଣ କାର୍ଯ୍ୟ ତଦାରଖ କରିବା ସହିତ ମନ୍ତ୍ରୀ ଶ୍ରୀ ଦାଶ ଅନୁଷ୍ଠାନରେ ନିୟମିତ ଶିକ୍ଷକ ପଦବୀ ଖାଲିଥିବାର ଅବଗତ ହୋଇଥିଲେ । ପ୍ରତିଷ୍ଠାନର ଭାରପ୍ରାପ୍ତ ଅଧ୍ୟକ୍ଷା ଅପର୍ଣ୍ଣା ମିଶ୍ର ମନ୍ତ୍ରୀ ଶ୍ରୀ ଦାଶଙ୍କ ପରିଦର୍ଶନ ସମୟରେ ଉପସ୍ଥିତ ଥିଲେ । ଅନୁରୂପ ଭାବରେ ମନ୍ତ୍ରୀ ଶ୍ରୀ ଦାଶ ୟୁନିଟ୍‌-୬ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ
କରିଥିଲେ । ମନ୍ତ୍ରୀ ଶ୍ରୀ ଦାଶ ଶ୍ରେଣୀଗୃହ ବୁଲି ଛାତ୍ରୀମାନଙ୍କ ପାଠପଢ଼ା ଦେଖିବା ସହିତ ପ୍ରଦାନ କରାଯାଉଥିବା ଉତ୍‌ଥାନ ଓ ଉତ୍କର୍ଷ କାର୍ଯ୍ୟକ୍ରମ ଉପରେ ପଚାରି ବୁଝିଥିଲେ । ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଓ ପରିବେଷଣ ନେଇ ମନ୍ତ୍ରୀ ଶ୍ରୀ ଦାଶ ଅବଗତ ହୋଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିରୁପମା
ବେହେରା ମନ୍ତ୍ରୀ ଶ୍ରୀ ଦାଶଙ୍କୁ ସ୍ୱାଗତ ଜଣାଇଥିଲେ ।

Mo sapath

Leave A Reply

Your email address will not be published.