Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଜିଲ୍ଲାପାଳଙ୍କୁ ସିଇଓଙ୍କ ନିର୍ଦ୍ଦେଶ , ୧୯ରେ ୩୪ଟି ବୁଥରେ ହେବ ସାନି ମତଦାନ…

0

ନିରପେକ୍ଷ ଖବର : ଓଡ଼ିଶାରେ ଗତ ଏପ୍ରିଲ ୨୩ରେ ହୋଇଥିବା ତୃତୀୟ ପର୍ଯ୍ୟାୟ ମତଦାନ ଓ ଏପ୍ରିଲ ୨୯ରେ ଚତୁର୍ଥ ପର୍ଯ୍ୟାୟ ମତଦାନ ବେଳେ ୧୦ଟି ଜିଲ୍ଲାର ୩୪ଟି ମତଦାନ କେନ୍ଦ୍ରରେ ବିଭ୍ରାଟ ହୋଇଥିଲା । ସେଥିପାଇଁ ଏହି ସବୁ ଜାଗାରେ  ସାନି ମତଦାନ ହେବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର (ସିଇଓ) ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖି ସାନି ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜିିଲ୍ଲା ଗୁଡିକ ଦେବଗଡ଼, ଅନୁଗୁଳ, କଟକ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର, ବାଲେଶ୍ୱର ଓ ମୟୂରଭଂଜ ।

Mo sapath

Leave A Reply

Your email address will not be published.