Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ଜାରି…

ବିଧାନସଭା ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ:

0

ଭୁବନେଶ୍ୱର ନିରପେକ୍ଷ ଖବର , ୨୮ ମାର୍ଚ୍ଚ, ୨୦୧୯
ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ୪୨ ଗୋଟି ବିଧାନସଭା ଓ ୬ଗୋଟି ଲୋକସଭା ଆସନ ପାଇଁ ଆଜି ବିଜ୍ଞାପ୍ତି ପ୍ରକାଶ ପାଇଛି । ଆଜି ପ୍ରଥମ ଦିନରେ ଲୋକସଭା ପାଇଁ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାବେଳେ ୬୩-ଆଠମଲ୍ଲିକ, ୧୧୦-ପିପିଲି ଓ ୧୧୩-ଭୁବନେଶ୍ୱର(ଉତ୍ତର) ବିଧାନସଭା ପାଇଁ ଜଣେ ଲେଖାଏଁ
ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୭ ଲକ୍ଷ ୧୧ ହଜାର ୭୩୮ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୭୦ ହଜାର ୩୯୩ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରୀରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା
୪୦୩ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ଯାହା ମଧ୍ୟରୁ ୧୮୩ଟି ଅଭିଯୋଗର ସମାଧାନ ପାଇଁ ଜିଲ୍ଲାସ୍ତରକୁ ପଠାଯାଇଛି । ରାଜ୍ୟସ୍ତରୀୟ ଭୋଟର ହେଲପ୍‌ ଲାଇନ୍‌ ନଂ-୧୯୫୦କୁ ଆଜି ସୁଦ୍ଧା ୧୧୯୩୬ଟି ଅଭିଯୋଗ ଗ୍ରହଣ କରାଯାଇ ତାହାର ତ୍ୱରିତ ସମାଧାନ କରାଯାଇଛି । ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ବର୍ତ୍ତମାନ ସୁଦ୍ଧା ୪୦୦ଗୋଟି ଅଭିଯୋଗ ଗ୍ରହଣ କରାଯାଇ ସେଥି ମଧ୍ୟରୁ ୩୫୧ଗୋଟି ଅଭିଯୋଗର ସମାଧାନ କରାଯାଇଛି ।

Mo sapath

Leave A Reply

Your email address will not be published.