Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ମାଡି ଆସୁଛି :ଫୋନି 

0

ନିରପେକ୍ଷ ଖବର: ଭୁବନେଶ୍ୱର,୦୨-୦୫-୨୦୧୯ ସାମୁଦ୍ରିକ ବାତ୍ୟା ‘‘ଫୋନୀର ବେଗ ବଢ଼ିଥିବାରୁ ଏହା କାଲି ଉପରବେଳା ପରିବର୍ତ୍ତେ କାଲି ସକାଳ ପ୍ରାୟ ୧୦ ଟା ବେଳେ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ତେଣୁ ସକାଳୁ କେହି ଘରୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି । ଦୋକାନ, ବଜାର, ଅଫିସ୍‌, ଗାଡି ମଟର ଚଳାଚଳ ସବୁ ବନ୍ଦ ରଖନ୍ତୁ । ବାତ୍ୟା ଅତିକ୍ରମ ନ କରିବା ପର୍ଯ୍ୟନ୍ତ ସମସ୍ତେ ଘର ଭିତରେ ନିରାପଦରେ ରୁହନ୍ତୁ ।

Mo sapath

Leave A Reply

Your email address will not be published.