Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

‘ଫନି’ ବିପନ୍ନଙ୍କୁ ଗେଲ୍ ପକ୍ଷରୁ ୫ କୋଟି ଟଙ୍କା ସହାୟତା ପ୍ରଦାନ..

0

ଭୁବନେଶ୍ୱର ନିରପେକ୍ଷ ଖବର: ୨୦/୦୫/୨୦୧୯: ଚଳିତ ମେ’ ମାସ ୩ ତାରିଖରେ ଓଡ଼ିଶା ଉପକୂଳରେ ହୋଇଥିବା ବାତ୍ୟା ‘ଫନୀ’ ରେ ପ୍ରଭାବିତ ହୋଇଥିବା ଲୋକଙ୍କୁ ଗେଲ୍ (ଇଣ୍ଡିଆ) ତରଫରୁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍ଡମା)କୁ ରିଲିଫ ଏବଂ ଥଇଥାନ ବାବଦକୁ ୫ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଶ୍ରୀ କେ.ଭି.ଜି ଶ୍ରୀନିବାସ, ଜେନେରାଲ ମ୍ୟାନେଜର (ନିର୍ମାଣ), ଗେଲ୍ (ଇଣ୍ଡିଆ) ଆଜି ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ଓସ୍ଡମା ମୁଖ୍ୟ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର, ଓଡ଼ିଶା, ଶ୍ରୀ ବିଷ୍ଣୁପଦ ସେଠୀଙ୍କୁ ୫ କୋଟି ଟଙ୍କାର ଏକ ଚେକ୍ ପ୍ରଦାନ କରିଥିଲେ । ଗେଲ୍, ଏକ କେନ୍ଦ୍ରୀୟ ରାଷ୍ଟ୍ରାୟତ କମ୍ପାନୀ, ଓଡ଼ିଶାରେ ନିଜର ସମ୍ପ୍ରସାରିତ ପ୍ରକଳ୍ପ ଜଗଦୀଶପୁର-ହଳଦିଆ ଏବଂ ବୋକାରୋ-ଧାମରା ପ୍ରାକୃତିକ ଗ୍ୟାସ ପାଇପଲାଇନ ନିର୍ମାଣ କରୁଛି । ଏହା ଭୁବନେଶ୍ୱର ଏବଂ କଟକରେ ସହରୀ ଗ୍ୟାସ ବିତରଣ ନେଟୱର୍କକୁ ମଧ୍ୟ ପରିଚାଳନା କରୁଛି । ବାତ୍ୟା ପରେ ଗେଲ୍ (ଇଣ୍ଡିଆ) ସ୍ୱଳ୍ପ ସମୟ ମଧ୍ୟରେ ସହରରେ ଜେନେରେଟର ସୁବିଧା ସହିତ ସିଏନ୍ଜି ଯୋଗାଣକୁ ପୁର୍ନରୁଦ୍ଧାର କରିପାରିଛି ।

Mo sapath

Leave A Reply

Your email address will not be published.