Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦ

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୩/୦୯/୨୪ ବଡଗଡର ପ୍ରସିଦ୍ଧ ଗଣେଶ ପୂଜା ମହୋତ୍ସବରେ ମହାରାଷ୍ଟ୍ର ଲାଲବାଗ ଆକୃତିର ୫୭ଫୁଟ ଉଚ୍ଚର ଗଣେଶ, ଓ ୧୨ ଫୁଟ ଉଚ୍ଚର ମୂଷିକ ବାହନ ପୂଜା ପାଇବେ । ୨୦୧୮ ମସିହାରେ ୩୫ ଫୁଟ ଉଚ୍ଚର ମୂର୍ତ୍ତି ଏବଂ ୨୦୨୩ ମସିହାରେ ୫୫ଫୁଟ ଉଚ୍ଚର ମୂର୍ତ୍ତି ପୂଜାପାଇଥିଲେ। ଏଥର ପୂଜାର ମୁଖ୍ୟ ଆକର୍ଷଣ ହେବ ୧୦ କେଜି ଓଜନର ରୂପା ପାଦ ଓ କେ.ଜିର ଲଡ଼ୁ ଭୋଗ, ପୂଜାର ଆୟୋଜକ ବ୍ରାଇଟ୍ ଷ୍ଟାର ୟୁଥ୍ ଆସୋସିଏସନ ଓ ବଡଗଡ ଗଣେଶ ମହୋତ୍ସବ ପୂଜା କମିଟି ପକ୍ଷରୁ ରବିବା ରବିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଶ୍ରୀ ଗଣେଷ ଠାକୁରଙ୍କ ପରିଧାନ ନିମନ୍ତେ ଏକ ମୂଲ୍ୟବାନ ବସ୍ତ୍ର ସୋନପୁରର ବୁଣାକାର ଶ୍ରୀ ବିକ୍ରମ ମେହେରଙ୍କ ଦ୍ଵାରା ବୁଣାଯାଇଛି। ଏହି ବସ୍ତ୍ର ପାଇଁ ୫୪ ହଜାର ଟଙ୍କା ବ୍ୟୟ ହୋଇଛି। । ଏହି ପରିଧାନ ବସ୍ତ୍ରର ପ୍ରସ୍ତୁତିପାଇଁ ବୁଣାକାରଙ୍କୁ ମାସାଧୂକ ସମୟ ଲାଗିଛି। ଶ୍ରୀ ଗଣେଶଙ୍କ ମୂର୍ତ୍ତିରେ ବ୍ୟବହୃ ହେବ ପ୍ରାକୃତିକ ତିକ ରଙ୍ଗ। ଏଥିସହିତ ଏଥିରେ ଟାଇଟାନିକ୍ ଆକୃତିର ଆଲୋକ ତୋରଣ ମଧ୍ୟ ଶୋଭା ପାଇବ। । ପ୍ରତିଦିନ ସନ୍ଧ୍ୟାରେ ଠାକୁରଙ୍କ ଖେଚୁଡି ପ୍ରସାଦ ଶ୍ରଦ୍ଧାଳୁ ମାନଙ୍କୁ ବିତରଣ କରାଯିବ। କଟକର ତ୍ରିଶୂଳିଆରୁ ମାଟି କିଣାଯାଇ ଇ କୁଶଳୀ ।ରିଗରମାନଙ୍କ ଦ୍ୱାରା ଏହି ମୂର୍ତ୍ତିଗଢିବା କାର୍ଯ୍ୟ ଚାଲିଛି। ୭ ଦିନ ଧରି ପୂଜାକୁ ଜାକଜମକରେ ପାଳନ କରାଯିବ। । ପୂଜା ମଣ୍ଡପରେ ଜର୍ମାନର ହ୍ୟାଙ୍ଗର ସେଡ, ମିନି ପାଗୋଡାରେ ନିର୍ମାଣ କରାଯିବ। ବଡଗଡର ଗଣେଶ ପୂଜା ମଣ୍ଡପ, ଗ୍ରାମ ଛକରୁ କଳ୍ପନା ଛକ ଯାଏ ଆଲୋକ ମାଳାରେ ଝଲସି ଉଠିବ। ପୂଜା ମଣ୍ଡପରେ ଦିବ୍ୟାଙ୍ଗ ଓ ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ମଣ୍ଡପ ହୁଇଲ ଚେୟାର ସୁବିଧା କରାଯାଇଛି। କମିଟିର ସମ୍ପାଦକ ସଂଗ୍ରାମ ମାର୍ଥାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଓଲିଉଡ ଷ୍ଟାର ଅର୍ଚ୍ଚନା ପାଢ଼ୀ, ଇରା ମହାନ୍ତି, କୁଲଦିପ୍ ପଟ୍ଟନାୟକ, ନାଭ୍ୟା ଦୁର୍ଗା ତାରିକ୍ ଅଜିଜ୍, ଅଙ୍କିତ ପାତ୍ର, ମଣ୍ଡୁ ଛୁରିଆ ଏବଂ ସହଯୋଗୀ ପ୍ରମୁଖ ସଙ୍ଗୀତ ମହାକୁମ୍ଭରେ ଯୋଗ ଦେବେ ବୋଲି ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ସମ୍ପାଦକଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.