Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ସୂଚନା ଓ ଲୋକସଂପର୍କ ବିଭାଗରେ ଅବସରକାଳୀନ ସଭା ..

ଅବସର ଜୀବନକୁ ଅଧିକ ଅର୍ଥପୂର୍ଣ୍ଣ ଓ ମୂଲ୍ୟବାନ କରନ୍ତୁ: ନିର୍ଦ୍ଦେଶକ

0

ଭୁବନେଶ୍ୱର, ନିରପେକ୍ଷ ଖବର:୦୧/୦୭/୨୦୧୯ ଚାକିରି ଜୀବନର ଅଭିଜ୍ଞତା, ଅନୁଭବ ଓ ସଂପର୍କକୁ ଆଧାର କରି ଅବସର ଜୀବନକୁ ଅଧିକ ଅର୍ଥପୂର୍ଣ୍ଣ  କରିବା ପାଇଁ ବିଭାଗର ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନେ ଖସଡ଼ା ପ୍ରସ୍ତୁତ କରିବାକୁ ସୂଚନା ଓ
ଲୋକସଂପର୍କ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ପରାମର୍ଶ ଦେଇଛନ୍ତି । ଆଜି ଅପରାହ@ରେ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଜଳନ୍ଧର ପୁଷିକା, ନିର୍ଗମନ ଉପବିଭାଗ ଅଧୀକ୍ଷକ କୁମୁଦିନୀ ଦାଶ ଓ ପ୍ରେସ ପ୍ରକୋଷ୍ଠ କର୍ମଚାରୀ କେତକୀ ଦାସଙ୍କ ସେବାନିବୃତ୍ତି ଅବସରରେ ଅନୁଷ୍ଠିତ ଏକ ସଭାରେ ନିର୍ଦ୍ଦେଶକ ଶ୍ରୀ ମିଶ୍ର ସେମାନଙ୍କ ଅବସର ଜୀବନରେ ସୁସ୍ଥତା, କର୍ମଚଞ୍ଚଳତା ଓ ଶୃଙ୍ଖଳା ଅବ୍ୟାହତ ରହିବ ଏବଂ ଭବିଷ୍ୟତରେ ସେମାନେ ସମାଜ ପ୍ରତି ନିଜସ୍ୱ ଅବଦାନ
ପ୍ରକଟ କରିବେ ବୋଲି ଶ୍ରୀ ମିଶ୍ର ଆଶା ପ୍ରକଟ କରିଛନ୍ତି ।
ଲୋକସଂପର୍କ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଶ୍ରୀ ନିରଞ୍ଜନ ସେଠୀ ଅଧ୍ୟକ୍ଷତା କରିଥିବାବେଳେ ଯୁଗ୍ମ ଶାସନ ସଚିବ ଶ୍ରୀ ଶୁଭେନ୍ଦ୍ର କୁମାର ନାୟକ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିପିନ ବିହାରୀ ବାରିକି ବକ୍ତବ୍ୟ ରଖି ସେବାନିବୃତ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ
କାର୍ଯ୍ୟଶୈଳୀ ତଥା ବିଭାଗ ପ୍ରତି ସେମାନଙ୍କ ଅବଦାନର ପ୍ରଶଂସା କରିଥିଲେ । ବରିଷ୍ଠ ସୂଚନା ଅଧିକାରୀ ଶ୍ରୀ ସୂର୍ଯ୍ୟ ରଞ୍ଜନ ମହାନ୍ତି, ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶ୍ରୀ ରବୀନ୍ଦ୍ର ପଟ୍ଟନାୟକ ମଧ୍ୟ ବକ୍ତବ୍ୟ ରଖିଥିଲେ । ସେବାନିବୃତ୍ତ ଅଧିକାରୀ ଶ୍ରୀ ପୁଷିକାଙ୍କ ସମେତ ଅନ୍ୟ ଦୁଇଜଣ କର୍ମଚାରୀ ବିଭାଗ ପ୍ରତି ସେମାନଙ୍କ କୃତଜ୍ଞତା ପ୍ରକାଶ କରିଥିଲେ । ସେମାନଙ୍କୁ ନିର୍ଦ୍ଦେଶକ ଶ୍ରୀ ମିଶ୍ରଙ୍କ ସମେତ ମଞ୍ଚାସୀନ ପଦାଧିକାରୀବୃନ୍ଦ ପୁଷ୍ପଗୁଚ୍ଛ, ଉପଢୌକନ ଓ
ପୁସ୍ତକ ପ୍ରଦାନ କରିଥିଲେ । କାର୍ଯ୍ୟକ ମ୍ର ରେ ବିଭାଗର ବିଭିନ୍ନ ଅଧିକାରୀ, ଅନ୍ୟାନ୍ୟ ପ୍ରଭାଗର କ ର୍ମଚାରୀବୃନ୍ଦ ଉପସ୍ଥିତ ରହି ଅବସରପ୍ରାପ୍ତ ଅଧିକାରୀ ତଥା କର୍ମଚାରୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ ।

Mo sapath

Leave A Reply

Your email address will not be published.