Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

କଂଗ୍ରେସ ଛାଡ଼ି ଅନ୍ୟ ଦଳକୁ ଯିବାର ପ୍ରଶ୍ନ ଉଠୁନି:ନବ କିଶୋର ଦାସ…

ଝାରସୁଗୁଡ଼ା ବିଧାୟକ ତଥା ପିସିସି କାର୍ଯ୍ୟକାରୀ ସଭାପତି ନବ କିଶୋର ଦାସ ଦଳ ଛାଡ଼ିବା ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି।

0

ଭୁବନେଶ୍ୱର(ନିରପେକ୍ଷ ଖବର) କିଛିମାସ ହେଲା କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହେବା ଖବରକୁ ଚର୍ଚ୍ଚାରେ ରଖିଥିବା ନବ କିିିଶୋର ଦାସ  ଏକ ପ୍ରେସ୍ ରିଲିଜ୍ ମାଧ୍ୟମରେ ନିଜର ମତ ରଖିଛନ୍ତି।ଏପର୍ଯ୍ୟନ୍ତ ବିଜେଡିରେ ମିଶିବା ଓ କଂଗ୍ରେସ ଛାଡ଼ିବାକୁ ନେଇ ଗଣମାଧ୍ୟମ ଓ ଦଳୀୟ କର୍ମୀଙ୍କୁ ଦ୍ୱନ୍ଦ୍ୱରେ ରଖି ଆସିଥିବା ଶ୍ରୀ ନବ  କିଶୋର ଦାସ ଆଜି ଏକ ପ୍ରେସ୍ ରିଲିଜରେ କହିଛନ୍ତି ଯେ, ସେ କଂଗ୍ରେସର ନୀତି ଆଦର୍ଶରେ ଅନୁପ୍ରାଣିତ।କଂଗ୍ରେସ ଦଳରେ ସେ ନିଷ୍ଠାର ସହ କାର୍ଯ୍ୟ କରୁଛନ୍ତି ଓ କରିବେ ମଧ୍ୟ। ଗତ କିଛିଦିନ ଧରି ବିଭିନ୍ନ ସମ୍ବାଦପତ୍ର ଓ ବୈଦ୍ୟୁତିକ ଗଣମାଧ୍ୟମରେ ସେ ବିଜେଡିରେ ମିଶିବା କଥା ପ୍ରଚାରିତ ହେଉଛି।ତେବେ ସେ ସ୍ପଷ୍ଟ କରିବାକୁ ଚାହୁଁଛନ୍ତି ଯେ ଛାତ୍ର ଜୀବନରୁ ସେ କଂଗ୍ରେସ ସହ ଜଡ଼ିତ ଅଛନ୍ତି। କଂଗ୍ରେସର ଉତଥାନ ଓ ପତନ ସେ ଦେଖିଛନ୍ତି। ଅତୀତରେ ନିଜର କାର୍ଯ୍ୟ ପାଇଁ କଂଗ୍ରେସ ତାଙ୍କୁ ପିସିସି କାର୍ଯ୍ୟକାରୀ ସଭାପତି ଭାବେ ମନୋନୀତ କରିଛି। ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେଇଛି ତାକୁ ସେ ନିଷ୍ଠାର ସହ କରୁଛନ୍ତି। ତାଙ୍କର କଂଗ୍ରେସ ଛାଡ଼ି ଅନ୍ୟ ଦଳକୁ ଯିବାର ପ୍ରଶ୍ନ ଉଠୁନି।ଯେଉଁମାନେ ତାଙ୍କ ନାଁରେ ଏଭଳି ଅପପ୍ରଚାର କରୁଛନ୍ତି ସେମାନେ ସେଥିରୁ କ୍ଷାନ୍ତ ରହିବା ପାଇଁ ଶ୍ରୀ ଦାସ ଏହି ରିଳିଜରେ ଅନୁରୋଧ କରିଛନ୍ତି।

Mo sapath

Leave A Reply

Your email address will not be published.