Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ ଯୁବ ଦିବସରେ ସମୂହ ପଦଯାତ୍ରା ..

0

ଭୁବନେଶ୍ୱର,  ନିରପେକ୍ଷ ଖବର: ତା.୧୨/୦୧/୨୦୧୯ରିଖ
ସ୍ୱାମୀ ବିବେକାନନ୍ଦଙ୍କ ୧୫୬ତମ ଜନ୍ମବାର୍ଷିକୀ ତଥା ଜାତୀୟ ଯୁବ ଦିବସ ଉପଲକ୍ଷେ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି ସକାଳେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ ସମ୍ମୁଖରେ
ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ସମୂହ ପଦଯାତ୍ରା ଆୟୋଜିତ ହୋଇଥିଲା ।


ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ଭୁବନେଶ୍ୱର ରାମକୃଷ୍ଣ ମିଶନ୍‌ର ସଂପାଦକ ସ୍ୱାମୀ  ଆତ୍ମାପ୍ରଭାନନ୍ଦଜୀ ମାଲ୍ୟାର୍ପଣ କରି ବିବେକାନନ୍ଦଙ୍କୁ ଭାରତୀୟ ଦର୍ଶନ ଓ ଚିନ୍ତନର ଆତ୍ମା ଭାବରେ
ଅଭିହିତ କରିଥିଲେ । ପରେ ସେଠାରେ ଆରମ୍ଭ ହୋଇଥିବା ରାଲିର ଶୁଭାରମ୍ଭ କରିଥିଲେ । ପ୍ରାୟ ସାଢ଼େ ତିନି ଶହ ଛାତ୍ର, ଯୁବକ ଓ ସଚେତନ ନାଗରିକ ଭାଗ ନେଇଥିଲେ । ଷ୍ଟାଡିୟମ୍‌ର ୩ ନଂ ଗେଟ୍‌ରୁ ରାଲି ବାହାରି ପାୱାର ହାଉସ୍‌ ଛକଠାରେ ପହଞ୍ଚି ପୁନଶ୍ଚ
ଷ୍ଟାଡିୟମ୍‌ଠାରେ ସମାପ୍ତ ହୋଇଥିଲା । କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ଯୁଗ୍ମ ଶାସନ ସଚିବ ମନୋଜ କୁମାର
ପାଢ଼ୀ, ଉପଶାସନ ସଚିବ ବେଦବନ୍ଧୁ ମିଶ୍ର ଓ ବିଜୁ ଯୁବ ବାହିନୀର କାର୍ଯ୍ୟକ୍ରମ ଅଧିକାରୀ ହରେଶ ମିଶ୍ର ଓ ଅନ୍ୟାନ୍ୟ ପଦାଧିକାରୀ ପଦଯାତ୍ରାରେ ସାମିଲ ହୋଇଥିଲେ ।

Mo sapath

Leave A Reply

Your email address will not be published.