Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ଵିଶାଳ ରକ୍ତ ଦାନ ଶିବିର

ମା ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର

0

ଭୁବନେଶ୍ବର,ନିରପେକ୍ଷ ଖବର :ତା ୧୮/୧୦ ଆଜି ରସୁଲଗଡ଼ ଦୁର୍ଗା ମଣ୍ଡପ ନିକଟରେ ମା ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି। ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ମଧ୍ଯ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ସୁଲୋଚନା ଦାସ (ମେୟର), ଜୀବନ ବିନ୍ଦୁ ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ, ଓଡ଼ିଶା ମୋ ପରିବାର ସହ ସମ୍ପାଦକ ଶ୍ରୀ ରୁଦ୍ର ନାରାୟଣ ସାମନ୍ତ ରାୟ, ରାଜ୍ୟ ଛାତ୍ର ସମ୍ପାଦକ ଶ୍ରୀ ସୌମ୍ୟ ରଂଜନ ପ୍ରଧାନ, ସ୍ଥାନୀୟ କର୍ପୋରେଟର ସେଖ ନୁର ହାସନ୍,ସଞ୍ଜୟ ବଳିୟାର ସିଂ, ଲୋକେଶ କୁମାର, ଯୁବ ବିଜେଡି ନେତା ଇଂ ଅକ୍ଷୟ କୁମାର ସ୍ଵାଇଁ, ସଭାପତି ଶ୍ରୀ ନିଖିଲ ରାଉତରାୟ , ସମ୍ପାଦକ ସୁଶାନ୍ତ ରଣା, ଦୀନବନ୍ଧୁ ପତି, ଯୁବ ନେତା ଶ୍ରୀ ଦେବିଦତ୍ତ ରଥ, ଦୀପକ ନାୟକ ଓ ମିନି ଟ୍ରକ ଓନର୍ସ ଆସୋସିଏସନର ସମସ୍ତ ସଦସ୍ୟ ଉପସ୍ଥିତ ରହି ରକ୍ତ ଦାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ରକ୍ତ ଦାନ ଶିବିର ଆୟୋଜନ ଦ୍ୱାରା ୭୭ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ବୋଲି ଜୀବନ ବିନ୍ଦୁ ସଂଯୋଜକ ଡଃ ତ୍ରିପାଠୀ ଜଣାଇଛନ୍ତି।

Mo sapath

Leave A Reply

Your email address will not be published.