Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲା ପରିଚୟ ଫାଉଣ୍ଡେସନ୍‌

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୦/୦୮:କରୋନା ସମୟରେ ଯୋଦ୍ଧା ସାଜି ନିଜ କର୍ତ୍ତବ୍ୟ ପରାୟଣତାର ପରିଚୟ ଦେଇଥିବା ଓ ସମାଜ ପାଇଁ ସେବା କରିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କରିଛି ପରିଚୟ ଫାଉଣ୍ଡେସନ୍ ।ଭର୍ଚୁଅ।ଲ୍ ମାଧ୍ୟମରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ଏହି…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ

ବାରିପଦା(ନିରପେକ୍ଷ ଖବର) ତା-୧୯/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ପକ୍ଷରୁ ଯୁକ୍ତ ୨ ବାଣିଜ୍ୟର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବହୁ ଘାତ ପ୍ରତିଘାତ ମଧ୍ୟରେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିଥିବା ବେଳେ ରେଜଲ୍ଟ ମଧ୍ୟ ବେଶ୍‌ ଉତ୍ସାହଜନକ ରହିଛି।…

ଧାର୍ଯ ଲକ୍ଷ୍ୟ ଠାରୁ ବହୁ ଦୂରରେ ସୂବର୍ଣ୍ଣର୍ରେଖା ବୃହତ ଜଳସେଚନ ପ୍ରକଳ୍ପ

ବାରିପଦା (ନିରପେକ୍ଷ ଖବର) ତା୧୮/୦୮-ଓଡିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ବୃହତ ଜଳ ସେଚନ ପ୍ରକଳ୍ପ ସୂବର୍ଣ୍ଣର୍ରେଖା ଜଳସେଚନ ପ୍ରକଳ୍ପ ଦୀର୍ଘ ବର୍ଷ ହେଲା ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଆସୁଥିବା ବେଳେ ଅଦ୍ୟାବଧି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ…

କରୋନା ସମୟରେ ରାଜ କରୁଛନ୍ତି ଗଞ୍ଜେଇ ବେପାରୀ

ବାରିପଦା(ନିରପେକ୍ଷ ଖବର)ତା-୧୭/୦୮-କରୋନା ସମୟରେ ଲୋକେ ଖାଇବାକୁ ପାଉନାହାନ୍ତି କିନ୍ତୁ ଚୋରା ଗଞ୍ଜେଇ ବେପାରୀଙ୍କ ବେପାର କମୁନି।ସାଧାରଣ ଜନତା ବରଂ ମରନ୍ତୁ କିନ୍ତୁ ଆମେ ବେପାର କରିବୁ। ରାତା ରାତି କୋଟିପତି ହେବାର ନିଶା ପାଇଁ ଗଞ୍ଜେଇ ନିଶାକୁ ଏହି ଚୋରା ବେପାରୀ ମାନେ ଆପଣେଇ ନେଇଛନ୍ତି।…

ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ “ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ” ଆନୁକୁଲ୍ୟରେ ରକ୍ତଦାନ…

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୬/୦୮ ଓଡ଼ିଶା ମୋ ପରିବାର - ଜୀବନ ବିନ୍ଦୁ ତରଫରୁ ଅଗଷ୍ଟ ୯, କ୍ରାନ୍ତି ଦିବସରୁ ଆରମ୍ଭ ହୋଇଥିବା ଜୀବନବିନ୍ଦୁ ରକ୍ତ ଦାନ ଶିବିରର ଆଜି ଉଦଯାପନୀ ଦିବସରେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନମ୍ୱର-୧୨ , ରେଲୱେ ସ୍କୁଲ ପରିସରରେ ଆୟୋଜନ…

ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ୍‍ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ବର ,ନିରପେକ୍ଷ ଖବର:ଭିିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କୋଭିଡ୍‍ ନିୟମାନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭିଏସ୍‍ଏସ୍‍ ନଗର ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ…

ସ୍ୱାଧୀନତାର ୭୪ ବର୍ଷ ପରେ ବି ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତା ନାହିଁ….

କଟକ, ନିରପେକ୍ଷ ଖବର:ତା ୧୫/୦୮/୨୦୨୦ ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ନାଉଗାଁ ବ୍ଲକ୍ ର ବ୍ରାହ୍ମଣୀ ଗାଁ ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ଏହି ଗାଁର ଲୋକେ ବର୍ଷାଦିନେ ଗାଁ ଭିତରେ ବନ୍ଦୀ ହୋଇ ରହୁଛନ୍ତି।ନେତା,ମନ୍ତ୍ରୀ, ପ୍ରଶାସନ କେହି ବି ଏହି…

୭୪ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ

ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୨୦- ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୪ତମ ସ୍ୱାଧୀନତା ଦିବସରେ ପର୍ଯ୍ୟଟନ,ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଜ୍ୟୋତି…

ମୋତେ ଯେତେ ମାଠିବୁ ମାଠ, ମୁଁ ସେଇ ଦରପୋଡା କାଠ

ବାରିପଦା(ନିରପେକ୍ଷ ଖବର) ତା-୧୪/୦୮-ମୋତେ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ। ଏ କଥା କହିବାର କାରଣ କଣ ଆପଣମାନେ ଜାଣିଛନ୍ତି ତ ! ଆମେ କହୁଛୁ ମୟୁରଭଞ୍ଜ ଜିଲ୍ଲାର ବିଜେଡି ନେତାଙ୍କର ମହାମାରୀ କରୋନା ସଂକ୍ରମଣ ରୋକିବାର ପ୍ରୟାସ କଥା । ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ…

ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୦୮ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ , ଭିଏସସନଗର ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଭିଏସସନଗର ସରକାରୀ ହାଇସ୍କୁଲରେ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ଲୋପାମୁଦ୍ରା ଦାସ , ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଇତିଶ୍ରୀ ଦାଶ ଓ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ବାରିପଦା(ନିରପେକ୍ଷ ଖବର) ତା-୧୨/୦୮-ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ପକ୍ଷରୁ ଯୁକ୍ତ ୨ ବିଜ୍ଞାନର ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଉତ୍ତର ଓଡ଼ିଶା ଜୋନର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାସ ହାର ୭୧.୭ ପ୍ରତିଶତ ରହିଛି।ତେବେ ପ୍ରକାଶ ପାଇଥିବା…

ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ “ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ” ରକ୍ତଦାନ ଶିବିର

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୦/୦୮ ଆଜି "ଓଡିଶା ମୋ ପରିବାର-ଜୀବନ ବିନ୍ଦୁ" ତରଫରୁ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭରତପୁର ଠାରେ ଉଦଘାଟନ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ଓଡ଼ିଶା ମୋ ପରିବାର-ଜୀବନ…

ପ୍ରଦେଶ କଂଗ୍ରେସ ପକ୍ଷରୁ କ୍ରାନ୍ତି ଦିବସ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର:-୦୯/୦୮/୨୦-ଆଜି ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସ,ଦେଶର ସ୍ବାଧୀନତା ପାଇଁ ଆଜିର ଦିନରେ ଭରତଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଥିଲା।କଂଗ୍ରେସର ପ୍ରତିଷ୍ଠାତା ପୁରୋଧା ମାନେ ଭାରତ ବର୍ଷର ସ୍ୱତନ୍ତ୍ରତା ପାଇଁ ବ୍ରିଟିଶ ଶାସନକୁ ଦେଶରୁ ହଟାଇବାକୁ ଚରମ ବାଣୀ…

ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦ କର୍ମକର୍ତା ଙ୍କ ନିଆରାପ୍ରୟାସ

ଭୂବନେଶ୍ବର,ନିରପେକ୍ଷ ଖବର: ତା ୦୮/୦୮:ଲକ୍ଡାଉନ ହଉକି ସଟଡାଉନ୍ ସଦାସର୍ବଦା ଜନ ସାଧାରଣଙ୍କ ପାଖରେ ପହଞ୍ଚି ସାହାଯ୍ୟର ହାତ ବଢାଇଛନ୍ତି ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦର କର୍ମକର୍ତା।ବର୍ତମାନ ପରିସ୍ଥିତିରେ ସ୍ଥାନୀୟ ସଂକ୍ରମଣ ମୁଣ୍ଡବିନ୍ଧାର କାରଣ ହୋଇଥିବାବେଳେ ବୀର ସୁରେନ୍ଦ୍ରସାଏ…

ଜିଲ୍ଲାରେ ଖୋଲିବାକୁ ଯାଉଛି ୩ ନୂତନ କୋର୍ଟ

ବାରିପଦା(ନିରପେକ୍ଷ ଖବର)ବିଶ୍ଵଜିତ୍ ଭୂୟାଁ : ତା-୦୮/୦୮-କୋର୍ଟ ମାନଙ୍କରେ ବହୁ ଦିନ ଧରି ଚାଲୁଥିବା ମାମଲା ଗୁଡିକର କିପରି ତୁରନ୍ତ ସମାଧାନ କରାଯାଇ ସାମାଜିକ ନ୍ୟାୟ ପ୍ରଦାନ କରାଯାଇପାରିବ ସେଥି ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଅଗ୍ରଣୀ ପଦକ୍ଷେପ ଗ୍ରହଣ କରାଯାଇଛି। ସମଗ୍ର ରାଜ୍ୟର…

ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନିମନ୍ତେ ଓଡିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୮/୦୮ରାଜ୍ୟରୁ ଅସାମ୍ବିଧାନିକ ଚୁକ୍ତିଭିତ୍ତିକ ପ୍ରଥାର ମୁଳୋତ୍ପାଟନ ନିମନ୍ତେ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ (PIL) ମୋକଦ୍ଦମା ରୁଜୁ କରାଯାଇଛି । ନିୟମିତ ନିଯୁକ୍ତି ପ୍ରକ୍ରିୟାରେ ଆସି…

ବୁଣାକାରଙ୍କ ପାଇଁ ଅନଲାଇନ ମାର୍କେଟିଂ ସୁବିଧା

ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୮/୦୮ ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ହାତର ଯାଦୁ ଦେଶ କାହିକି ବିଦେଶରେ ଚର୍ଚ୍ଚିତ । ସେ ମାଣିଆବନ୍ଧ ପାଟ ହେଉ କି ସୋନପୁରର ପଶାପଲ୍ଲୀ, ଇକ୍କତ, ସମ୍ବଲପୁରୀ ପାଟର ଚାହିଦା ଆକାଶଛୁଆଁ । କିନ୍ତୁ ଗ୍ରାମାଞ୍ଚଳର ଯେଉଁ ବୁଣାକାର ଏହାକୁ ତିଆରି କରୁଛି ସେ…

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୬/୦୮ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ #ଜୟ_ଜଗନ୍ନାଥ_ଚାରିଟେବୁଲ_ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା…

ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା(ନିରପେକ୍ଷ ଖବର) ତା-୦୬/୦୮- ବାଲି ଓ ମୋରୋମ ମାଫିଆ ମାନେ ଏବେ ଶାସକ ଦଳ ନେତା ମନ୍ତ୍ରୀ ପ୍ରସାଶନିକ ଅଧିକାରୀଙ୍କୁ ହାତେଇ କୋଟି କୋଟି ଟଙ୍କାର ଲଘୁ ଖଣିିଜ ଦ୍ରବ୍ୟ ଚୋରା ଚାଲାଣ କରି ମୁନାଫା କମାଉଛନ୍ତି।ସାରା ଜିଲ୍ଲାରେ ଏହିଭଳି ଚାଲିଥିବା ବେଆଇନ କାର୍ଯ୍ୟକୁ ବିରୋଧ କରି ଆଜି…

ମହାମାରୀ ସମୟରେ ଆସନ୍ତୁ ରକ୍ତଦାନ କରିବା

*୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ..... ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୪/୦୮" ମହାମାରୀ କରୋନା ସମୟରେ ଆସନ୍ତୁ ରକ୍ତଦାନ କରିବା। ମେଡିକାଲକୁ ଆସୁଥିବା ଅସହାୟ ଓ ଗରିବ ରୋଗୀଙ୍କର ଜୀବନ ବଞ୍ଚାଇବା। "ଓଡିଶା ମୋ ପରିବାର"ଓ ଜୀବନ ବିନ୍ଦୁ" ପକ୍ଷରୁ ଏଭଳି ଡାକରା ଦିଆଯାଇ ଏକ…

Latest Videos