Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ

ବାରିପଦା(ନିରପେକ୍ଷ ଖବର)ତା-୦୫/୦୭-ନଦୀବନ୍ଧରେ ଗାଧୋଇବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ ଘଟିଛି।ଏହି ଭଳି ଅଭାବନୀୟ ଘଟଣା ଘଟିଯାଇଛି ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଖୁଣ୍ଟା ବ୍ଲକର ଡୁକୁରା ଗ୍ରାମରେ।ରବିବାର ମଧ୍ୟାହ୍ନ ସମୟରେ ଘର ନିକଟରେ ଥିବା ଏକ ନଦୀବନ୍ଧରେ ଗାଧୋଇବା ପାଇଁ…

ବିପଦ ବେଳ ର ବନ୍ଧୁ ହିଁ ପ୍ରକୁତ ବନ୍ଧୁ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୪/୦୭ କରୋନା ଭଳି ମହାମାରୀ ସମୟରେ ଅସହାୟ ମାନଙ୍କୁ ସହାୟତା ର ହାତ ବଢ଼ାଇଛି ଆର୍ ଏନ୍ ଆର୍ ଏଯ୍ୟୁକେସନାଲ୍ ଆଣ୍ଡ ଚ୍ୟାରିଟିବୁଲ୍ ଟ୍ରଷ୍ଟ ।। ଗତ ୩ ତାରିଖ ଦିନ ଦିବ୍ୟ ଜ୍ୟୋତି ସେବା ଆଶ୍ରମରେ ଖାଦ୍ୟ ଏବଂ ହାଇଯେନିକ୍ କିଟ୍ ବଣ୍ଟନ କରି ସାମାଜିକ ମୂଲ୍ୟବୋଧ…

ସଟଡାଉନରେ ମାଲକାନଗିରି ଶୁନଶାନ ….

ମାଲକାନଗିରି,ନିରପେକ୍ଷ ଖବର:ତା ୦୪/୦୭: ସଟଡାଉନରେ ମାଲକାନଗିରି ଜିଲ୍ଲାରେ ଗଡ଼ିଲାନି ଗାଡି। ଦୋକାନ ବଜାର ସବୁ ବନ୍ଦ। ଚାରିଆଡେ ଖାଲି ଶୁନଶାନ।କୋରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବିଶେଷ କରି ମାଲକାନଗିରି ମ୍ୟୁନିସିପାଲଟିରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।…

ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ ସପ୍ତାହାନ୍ତ ସଟଡାଉନ।

ବାରିପଦା(ନିରପେକ୍ଷ ଖବର) ତା-୦୪/୦୭-ମୟୁରଭଞ୍ଜ ଜିଲ୍ଲାରେ ଜୁଲାଇ ଶେଷ ପର୍ଯ୍ୟନ୍ତ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଯାଇଛି। ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି।ଏବେ ଜିଲ୍ଲାରେ ମୋଟ ୨୫୩ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ…

ପୁଣି ୧୦ ଆକ୍ରାନ୍ତ ଚିନ୍ହଟ

ବାରିପଦା(ନିରପେକ୍ଷ ଖବର)ତା-୦୩/୦୭-ମୟୂରଭଞ୍ଜ ଜିଲ୍ଲାରୁ କିଛି ଦିନ ହେବ ପ୍ରତିଦିନ କରୋନା ଆକ୍ରାନ୍ତ ଚିନ୍ହଟ ହେବାରେ ଲାଗିଛନ୍ତି।ଶୁକ୍ରବାର ପୁଣି ୧୦ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟୁଇଟ ଯୋଗେ ସୂଚନା ପ୍ରଦାନ କରାଯାଇଛି।ଚିନ୍ହଟ ୧୦ ଜଣକ ମଧ୍ୟରୁ ୫ଜଣ…

ସାଧାରଣ ଜନତାଙ୍କ ପାଖରେ ମୁଁ ଉତ୍ତରଦାୟୀ: ସାଂସଦ ଅପରାଜିତା ଷଡ଼ଙ୍ଗୀ

*ନିଜ ନିର୍ବାଚନ ମଣ୍ଡଳୀର ଲୋକଙ୍କ ପାଇଁ ଦେଲେ ୫୫ ପୃଷ୍ଠାର ବର୍ଷକର ରିପୋର୍ଟ କାର୍ଡ: ଭୁବନେଶ୍ୱର, ନିରପେକ୍ଷ ଖବର: ଯେଉଁମାନେ ମୋତେ ଭୋଟ୍ ଦେଇ ନିର୍ବାଚିତ କରିଥିଲେ ସେମାନଙ୍କ ଅଂଚଳ ପାଇଁ ସାଂସଦ ଭାବେ କ’ଣ କାର୍ଯ୍ୟ କରିଛି,ତାହା ଜଣାଇବା ମୋର ଦାୟିତ୍ୱ ଓ କର୍ତ୍ତବ୍ୟ। ଭୁବନେଶ୍ୱର…

ଆଗେଇ ଆସିଲା ପରିଚୟ ଫାଉଣ୍ଡେସନ ସଫେଇ କର୍ମୀଙ୍କୁ ନେସ୍‌ଲେ କିଟ୍‌

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୧/୦୭/ ସଫେଇ କର୍ମୀମାନେ ସହରର ପ୍ରକୃତ ଯୋଦ୍ଧା । କରୋନା ବିପତ୍ତି ସମୟରେ ସେମାନେ ନିଦ କର୍ତ୍ତବ୍ୟପରାୟଣତା ଭୁଲି ନାହାନ୍ତି । ନିରନ୍ତର ସେବା ଜାରି ରଖିଛନ୍ତି । ଏହି ସଫେଇ କର୍ମୀଙ୍କୁ ସମ୍ମାନ ଜଣାଇବା ପାଇଁ ସେମାନଙ୍କ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ଉପହାର…

ମାନବ ସେବା ହିଁ ମାଧବ ସେବା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୧/୦୭/୨୦ ଆଜି ଅଲ୍ ଓଡିଶା ଟେକ୍ନିକାଲ ଷ୍ଟୁଡେଣ୍ଟ୍ ଅର୍ଗାନାଇଯେସନ ତରଫରୁ ପଲ୍ଲୀ ଉନ୍ନୟନ ସେବା ସମିତି ରେ ଏ.ଓ. ଟି.ଏସ୍.ଓ ଛାତ୍ର ସଂଘ ର ଆବାହକ ଇଂ ରଶ୍ମିରଞ୍ଜନ ଦାସ ଙ୍କ ତତ୍ତ୍ଵାବଧାନରେ ସଙ୍ଗଠନର ସମସ୍ତ ସଦସ୍ୟ ଅନାଥାଶ୍ରମରେ ଥିବା ଅନ୍ତବାସୀ ଙ୍କୁ…

ଜନ୍ମ ଦିନରେ ଶହୀଦ ପରିବାରକୁ ଭେଟିଲେ ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ

ବାରିପଦା(ନିରପେକ୍ଷ ଖବର)ତା-୨୮/୦୬-ଜନ୍ମ ମାଟି ଛାଡ଼ି କର୍ମ ଭୂମିରେ ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳିଲେ ମୟୂରଭଞ୍ଜ ଜିଲ୍ଲା ବିଜୁଜନତା ଦଳର ପର୍ଯ୍ୟବେକ୍ଷକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ଦଳୀୟ ସଂଗଠନ ସୁଦୃଢ ପାଇଁ ରବିବାର ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସିଛନ୍ତି ପ୍ରଣବ ପ୍ରକାଶ…

ସରକାରଙ୍କର କରୋନା ମହାମାରୀ ପରିଚାଳନାରେ ବିଫଳତା ଓ ବ୍ୟାପକ ଦୁର୍ନୀତି ବିରୋଧରେ ପ୍ରତିବାଦ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୬.୦୬ – ଓଡିଶାର ୧୨ଟି ରାଜନୈତିକ ବିରୋଧି ଦଳ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ୍ ଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର କରୋନା ମହାମାରୀ ପରିଚାଳନାରେ ବିଫଳତା ଓ ବ୍ୟାପକ ଦୁର୍ନୀତି ତଥା ଜନସାଧାରଣଙ୍କର ଜୀବନ ଜୀବିକାର ଦୁର୍ବିସହ ଅବସ୍ଥାକୁ ନେଇ ସେମାନଙ୍କର…

ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ…

ମହାପାତ୍ର ନୀଳମଣି ସାହୁଙ୍କର ୪ର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳନ

ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା(ନିଆଳି):ନିଆଳି ଅଞ୍ଚଳର ଯୋଗଜନ୍ମା ସୁପୁତ୍ର ଓଡ଼ିଶାର ବିଶିଷ୍ଟ ସାହିତ୍ୟକ ୰ମହାପାତ୍ର ନୀଳମଣି ସାହୁ ଯିଏକି ୨୦୧୨ ମସିହା ଜୁନ ୨୫ ତାରିଖରେ ଇହଧାମ ତ୍ୟାଗ କରିଥିଲେ,ତାଙ୍କର ୪ର୍ଥ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଆଜି ରିମା କ୍ରିଏସନ କାର୍ଯ୍ୟାଳୟରେ…

ଉତ୍କଳ ବିକାଶ ପରିଷଦ” ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ

ନିରପେକ୍ଷ ଖବର:ତା ୨୫/୦୬ ରାଜେଶ କୁମାର ଲେଙ୍କା (କଟକ): ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ" କଟକ ପକ୍ଷରୁ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ଯଥା ଆୟତପୁର ବଜାର, କୈବର୍ତ୍ୟ ସାହି,ବ୍ରାହ୍ମଣ ସାହି,ଶବର ସାହି ,ଶୁକ୍ଲ ସାହି,ବ୍ରାହ୍ମଣବାଡ(କ),ମହାପ୍ରଭୁ ନଗେଶ୍ୱରନାଥ ମନ୍ଦିର ପରିସର,କନକ…

ପୋଲିସ ଅଫିସର ଙ୍କୁ ସରକାରଙ୍କ ଅଣଦେଖା କାହିଁକି ?

**୧୫ ହଜାର ରେ ୧୮ ଘଂଟା କାମ କରୁଛନ୍ତି ପୋଲିସ ଏ.ଏସ.ଆଇ, ୯ ହଜାର ରେ ଖଟୁଛନ୍ତି କନେଷ୍ଟବଳ** ନିରପେକ୍ଷ ଖବର:ତା ୨୩/୦୬ (ରାଜେଶ କୁମାର ଲେଙ୍କା) (କଟକ):ସରକାରଙ୍କ ତରଫରୁ ବାରମ୍ବାର ପ୍ରଚାର ଓ ପ୍ରସାର କରାଯାଉଛି କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ସହଯୋଗ କରିବା ପାଇଁ,କିନ୍ତୁ ବାସ୍ତବରେ…

ରଥଯାତ୍ରା ଏକ ଉତ୍ସବ ନୁହେଁ ଏହା ଏକ ବିଧି

ଭୁବନେଶ୍ୱର,ନିରପେକ୍ଷ ଖବର: ତା-୨୧/୦୬- ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ରଥଯାତ୍ରା ନେଇ ଯେଭଳି ବାଦବିବାଦ ଚାଲିଛି ଏହାକୁ ନାପସନ୍ଦ କରିଛନ୍ତି ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ । ଓଡ଼ିଆ ଜାତିର ଆଧ୍ୟାତ୍ମିକ ପ୍ରତିକ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଆଉ ଗୋଟିଏ ଦିନ ମାତ୍ର…

ସହିଦ୍‍ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର,ନିରପେକ୍ଷ ଖବର, ତା:୨୦/୦୬ ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବ୍ୟବସାୟୀ ବଣିକ ସଂଘ ପକ୍ଷରୁ ଲଦାଖର ଗଲୱାନ୍‍ ଘାଟିରେ ଚୀନ୍‍ ସେନା ସହ ଲଢ଼ି ସହିଦ୍‍ ହୋଇଥିବା ଭାରତମାତାର ସୁଯୋଗ୍ୟ ସନ୍ତାନ ତଥା ଏ ମାଟିର ଗର୍ବ ଓ ଗୌରବ ଅମର ସହିଦ୍‍ଙ୍କ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ଅନୁଷ୍ଠିତ…

ଭାରତ-ଚାଇନାର ଗଲ୍‌ଓ୍ଵାନ ଠାରେ ଶହୀଦ ଯବାନଙ୍କ ଉଦ୍ଧେଶ୍ୟରେ ଏଓବିଏସ୍ଓ ଛାତ୍ର ସଂଘ ତରଫରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, ନିରପେକ୍ଷ ଖବର: ତା - ୧୮/୦୬ ଆଜି ଭୁବନେଶ୍ୱର ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ଅଲ ଓଡିଶା ବିପିୟୁଟି ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ(ଏଓବିଏସ୍ଓ) ତରଫରୁ ଭାରତ ଚାଇନାର ଗଲ୍‌ଓ୍ଵାନ ସୀମାରେ ଭାରତର ୨୦ଜଣଙ୍କ ସହ ସେଥି ମଧ୍ୟରୁ ଦୁଇ ଓଡ଼ିଆ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ…

ରାଜ୍ୟ ସରକାରଙ୍କର ଶ୍ରମ ବିଭାଗରେ ୩୦୦ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୯/୦୬ – ସଂପ୍ରତି ରାଜ୍ୟରେ କରୋନା ମହାମାରୀ କାୟା ବିସ୍ତାର କରିଚାଲିଥିବା ବେଳେ ସରକାର ଶ୍ରମିକମାନଙ୍କୁ ଶୋଷଣ କରିଚାଲିଛନ୍ତି । ଶ୍ରମିକମାନଙ୍କ ପାଇଁ ସରକାର ଯୋଗାଇ ଦେଉଥିବା ଉପକରଣ କିଣାରେ କୋଟି କୋଟି ଟଙ୍କାର ହେରଫେର ପଦାକୁ ଆସିଛି । ଏହାର ଏକ…

ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ନନ୍ଦୁରାମ

ବାରିପଦା(ନିରପେକ୍ଷ ଖବର)ତା-୧୯/୦୬-ବନ୍ଦେ ମାତରମ୍,ଭାରତ ମାତା କି ଜୟ,ଶହୀଦ ନନ୍ଦୁରାମ ଅମର ରହେ ଅମର ରହେ ଏମିତି ନାରାରେ ପ୍ରକମ୍ପିତ ହୋଇଥିଲା ପୂରା ପରିବେଶ।ଲୁହ ଛଳ ଛଳ ଆଖରେ ଶହ ଶହ ଦେଶ ପ୍ରେମୀ ସହିଦ ନନ୍ଦୁରାମଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଇ ବିଦାୟ ଦେଇଥିଲେ। ପୂର୍ବ ଲଦାଖର ଗଲୱାନରେ…

କନ୍ଦରପୁରରେ ଯୁବ ସମାଜସେବୀ ସାଜିଲେ କରୋନା ଯୋଦ୍ଧା,ବିଶୋଧନ କଲେ ସମସ୍ତେ ଅଞ୍ଚଳ

ନିରପେକ୍ଷ ଖବର:ରାଜେଶ କୁମାର ଲେଙ୍କା (କଟକ): କଳା,ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ଦେଶ ସେବକ…

Latest Videos