Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ନିରାଶୟ ଓ ଅସହାୟ ଲୋକଙ୍କୁ ସାହାଯ୍ୟର ହାତ ବଢାଇ ଚର୍ଚ୍ଚାରେ ଯୁବ ସମାଜସେବୀ ଭୋଳାନାଥ ମହାରଣା…

ଭୂବନେଶ୍ୱର,ନିରପେକ୍ଷ ଖବର:୨୮.୦୫:ସମଗ୍ର ବିଶ୍ୱ କରୋନା ମହାମାରୀରେ ସଂଗ୍ରାମ କରୁଥିବା ବେଳେ ନିରାଶୟ , ଅସହାୟ ଲୋକଙ୍କୁ ସାହାଯ୍ୟର ହାତ ବଢାଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଥିବା ଯୁବ ସମାଜସେବୀ ଭୋଳାନାଥ ମହାରଣା ପୁଣିଥରେ ମହାନତାର ପରିଚୟ ଦେଇଛନ୍ତି । ରାଜଧାନୀର ଉପକଣ୍ଠରେ ଥିବା…

କରୋନା ମୁକାବିଲା ନେଇ ସରକାର ହାତ ଟେକିଦେଲେ, ବର୍ତମାନ ଜଗନ୍ନାଥ ହିଁ ଭରସା

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୫.୫ – ବର୍ତମାନ ଓଡିଶାର ସ୍ଥିତିକୁ ଦେଖି ବହୁତ ବିଚଳିତ ଏବଂ ବ୍ୟସ୍ତ ଲାଗୁଛି । ସରକାର କିଭଳି ଭାବରେ କରୋନାକୁ ମୁକାବିଲା କରିବାକୁ ଚାହୁଁଛନ୍ତି, ମୁଁ କିଛି ବୁଝି ପାରୁନି ବୋଲି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଆଜି ପ୍ରେସ୍ ବାର୍ତା ମାଧ୍ୟମରେ…

ଆସନ୍ତା କାଲିଠାରୁ ମିଳିବ ମଦ…..

୫୦% ସ୍ୱତନ୍ତ୍ର କୋଭିଡ ଫି ଦେଇ କିଣିବାକୁ ପଡ଼ିବ ମଦ। ଭୁୁବନେଶ୍ୱର,ନିରପେକ୍ଷ ଖବର:ତା ୨୩/୦୫ ଆସନ୍ତା କାଲି ମଦ୍ୟପାନ କରୁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଦିନ। ଦୀର୍ଘ ଦିନ ପରେ ଆସନ୍ତା  କାଲିଠାରୁ ଅନଲାଇନ୍ ରେ ମିଳିବ ମଦ । ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ଅନୁମତି ମିଳିଛି । ମଦ…

ଜୀବନଦୀପ ନସିଂହୋମ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ

ବାରିପଦା ୨୩/୫(ନିରପେକ୍ଷ ଖବର): ଜୀବନଦୀପ ନର୍ସିଂହୋମରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ଗର୍ଭବତୀଙ୍କ ଅପରେସନ ପାଇଁ ନର୍ସିଂହୋମରେ ଆବଶ୍ୟକୀୟ ସରଞ୍ଜାମ ନ ଥିବା ବେଳେ ଡାକ୍ତରଙ୍କ ଦାୟିତ୍ୱହୀନତା ପାଇଁ ନବଜାତକର ମୃତ୍ୟୁ…

ରାଜୀବ ଗାନ୍ଧୀଙ୍କ ବଳିଦାନ ଦିବସରେ ଦରିଦ୍ର ନାରାୟଣ ସେବା

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧.୫ –ଆଜି ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ, ସ୍ୱର୍ଗତଃ ରାଜୀବ ଗାନ୍ଧୀଙ୍କ ୨୯ତମ ବଳିଦାନ ଦିବସରେ ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ସଭାପତି ସଂକୁନା କହଁରଙ୍କ ପକ୍ଷରୁ ଏକ ଏକ ଦରିଦ୍ର ନାରାୟଣ ସେବା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଦେଶ କଂଗ୍ରେସ…

ପୁଣି ମୟୂରଭଞ୍ଜରୁ ୩ କରୋନା ରୋଗୀ

ବାରିପଦା(ନିରପେକ୍ଷ ଖବର)ତା-୨୧/୦୫-ପୁଣି ମୟୂରଭଞ୍ଜରୁ ୩ କରୋନା ରୋଗୀ ଚିନ୍ହଟ ହୋଇଛନ୍ତି। ଏଥି ସହିତ ମୟୂରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ପହଁଚିଛି।ଚିନ୍ହଟ ୩ଜଣ କରୋନା ପଜିଟିଭିଙ୍କ ମଧ୍ୟରୁ ୨ ଜଣ ବାରିପଦା କ୍ୱରେଣ୍ଟାଇନରେ ଥିବା ବେଳେ ଜଣେ କପ୍ତିପଦା ବ୍ଲକ ଠାକୁରମୁଣ୍ଡା…

ରାଜ୍ୟରେ ହୋମ୍ ଡେଲିଭରି ହେବ ମଦ ! ଯୋଜନା ସ୍ଥିର କରୁଛନ୍ତି ସରକାର

*ଭୁବନେଶ୍ୱର, ନିରପେକ୍ଷ ଖବର: ୨୧/୫*:  ଲକ୍ଡାଉନ୍ ପରଠାରୁ  ରାଜ୍ୟରେ ବିଭିନ୍ନ ସରକାରୀ ମଦ ଦୋକାନ ଏବଂ ବାର୍ ଗୁଡିକ ବନ୍ଦ ରହିଛି । ଏହି ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ୍ ରେ ମଦ ଦୋକାନ ଖୋଲିବା ପାଇଁ ଯୋଜନା ଆରମ୍ଭ ହୋଇଛି । ମଦ ଦୋକାନ ଖୋଲିବେ କି ନାହିଁ  ଏନେଇ ଏବେ ବି ସରକାର ଦୋଛକିରେ…

ଅମ୍ପାନ ଉଦ୍ଧାର କାର୍ଯ୍ୟରେ ଯୋଗଦେଲେ ଅନ୍ତର୍ଜାତୀୟ ଖ୍ୟାତ ସମ୍ପନ୍ନ ସମୁଦ୍ର ବୁଡାଳି ସବୀର ବକ୍ସ ଓ ତାଙ୍କ ଟିମ

ଭଦ୍ରକ, ନିରପେକ୍ଷ ଖବର:ତା ୨୦/୦୫ ଆଜି ମହାବାତ୍ୟା ଅମ୍ପନ ଉଦ୍ଧାର କାର୍ଯ୍ୟରେ ଯୋଗଦେଲେ ଅନ୍ତର୍ଜାତୀୟ ଖ୍ୟାତ ସମ୍ପନ୍ନ ସମୁଦ୍ର ବୁଡାଳି ସବୀର ବକ୍ସ ଓ ତାଙ୍କ ଟିମ କିଛି ବନ୍ଧୁଙ୍କ ସହିତ । ମହାବାତ୍ୟା ଅମ୍ପନ ଉଦ୍ଧାର କାର୍ଯ୍ୟରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ରେ ପହଞ୍ଚି, ସେଠାକାର ବାତ୍ୟା…

ସହଯୋଗର ହାତ ବଢାଇଛି ମାତୃଶକ୍ତି ଫାଉଣ୍ଡେସନ

*ଲକ୍ଡାଉନ୍ ଆରମ୍ଭରୁ ଅସହାୟଙ୍କୁ ଯୋଗାଉଛନ୍ତି ଖାଦ୍ୟ ସାମଗ୍ରୀ ଓ ଜରୁରୀ ଉପକରଣ...   ଭୁବନେଶ୍ୱର, ନିିିରପେକ୍ଷ ଖବର:ତା ୨୦/୦୫ କରୋନା ମହାମାରୀର କାୟାରେ ଯେତେବେଳେ ସାରା ବିଶ୍ବ,ଦେଶ ଓ ରାଜ୍ୟ ଭିତତ୍ରସ୍ତ ସେହି ସମୟରେ ଅସହାୟ ମାନବ ସମାଜ।ଅସହାୟତା ଭିତରେ ଭୋକ ଉପାଶରେ କଟୁଛି ଅନେକଙ୍କ…

ଫୁଲୁଛି ବୁଢ଼ାବଳଙ୍ଗ, ବିପଦସଙ୍କେତ ତଳେ ପାଣି

* ଜିଲ୍ଲାରେ ହାରାହାରି ୨୮.୬୪ ମିମି ବର୍ଷା * ବେତନଟୀରେ ସର୍ବାଧିକ ୭୮, ବାରିପଦାରେ ୭୫ମିମି ବାରିପଦା:୨୦/୫(ନିରପେକ୍ଷଖବର)ମହାବାତ୍ୟା ଅମ୍ଫନ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାରେ ଆଂଶିକ ପ୍ରଭାବ ପଡିଛି। ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ୭୪୪.୬୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।…

ସମୟ ଯେତେ ଗଡୁଛି ପବନର ବେଗ ସେତେ ବଢୁଛି।

ଅମ୍ଫନ ପ୍ରଭାବରେ ବର୍ଷା ପବନ ଜାରିବା ରିପଦା(ନିରପେକ୍ଷ ଖବର)ତା-୨୦/୦୫-ମୟୂରଭଞ୍ଜ ଜିଲାରେ ଅମ୍ଫନ ପ୍ରଭାବ ଅନୁଭୂତ ହୋଇଛି ।ଜୋରରେ ପବନ ବୋହିବା ସାଙ୍ଗକୁ ପ୍ରବଳ ବର୍ଷା ହେଉଛି।ସମୟ ଯେତେ ବଢୁଛି ପବନର ବେଗ ସେତେ ବଢୁଛି। ଅମ୍ପନର ପ୍ରଭାବରେ ମଙ୍ଗଳବାର ରାତିରୁ ଝିପ ଝିପ ବର୍ଷା ହେଉଥିବା…

ବି.ଏମ.ସି ପକ୍ଷରୁ ଜାରି ହେଲା ୪.୦ ନୂଆ ଗାଇଡଲାଇନ୍ । ରାଜଧାନୀର ଖୋଲିବନି ଏହି ସବୁ ମଲ୍….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୫ ରାଜଧାନୀ ଭୁବନେଶ୍ବରରେ ଆଜି ବି.ଏମ୍. ସି ପକ୍ଷରୁ ୪.୦ ନୂଆ ନିୟମ ଜାରି କରାଯାଇଛି ନୂଆ ନିୟମ ଅନୁଯାୟୀ ଖୋଲିବନି କିଛି ସପିଙ୍ଗ୍ ମଲ୍। କାରଣ ଏହି ମଲ୍ ଗୁଡ଼ିକୁ ମିଳି ନାହିଁ ଖୋଲିବାକୁ ଅନୁମତି। କରୋନା ମହାମାରୀ କୁ ଦୃଷ୍ଟିରେ ରଖି ନିଆଯାଇଛି ଏହି ଭଳି…

ସୁସ୍ଥ ହେଲେ ୪ କରୋନା ରୋଗୀ….

ବାରିପଦା(ନିରପେକ୍ଷ ଖବର)ତା-୧୮/୦୫-ମୟୁରଭଞ୍ଜ ପାଇଁ ଖୁସି ଖବର। ସୁସ୍ଥ ହେଲେ ୪କରୋନା ଆକ୍ରାନ୍ତ। ଏ ବାବଦରେ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ଟ୍ୱିଟ କରି ସୂଚନା ଦେଇଛନ୍ତି। ରାଜ୍ୟରେ ଆଜି ମୋଟ ୫୭ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ସେଥି ମଧ୍ୟରେ ମୟୂରଭଞ୍ଜରୁ ୪ ଜଣ ଅଛନ୍ତି । ସୂଚନାଯୋଗ୍ୟ…

ଶିଶୁ ଅଦଳ ବଦଳ ଘଟଣାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଭାଙ୍ଗିଲେ ମହିଳା

*ମେଡିକାଲ ଅଧିକକ୍ଷଙ୍କ ଅପାରଗତା ପାଇଁ ଡିଏନଏ ରିପୋର୍ଟ ଆସିବା ବିଳମ୍ବ ହେଉଥିବା ଅଭିଯୋଗ* ବାରିପଦା(ନିରପେକ୍ଷ ଖବର)ତା-୧୮/୦୫- ଗତ ୧୧ ତାରିଖରେ ପିଆରଏମ୍ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲରେ ହୋଇଥିବା ଶିଶୁ ଅଦଳ ବଦଳ ଘଟଣାକୁ ନେଇ ଉତ୍ତ୍ୟକ୍ତ ମହିଳାମାନେ ମୟୁରଭଞ୍ଜ ଜିଲ୍ଲାପାଳଙ୍କ…

ଜଣାନ୍ତୁ ଆଜି ଅପଣଙ୍କ ଦିନଟି କିପରି କଟିବ

ଭୁବନେଶ୍ୱର,ନିରପେକ୍ଷ ଖବର:ରବିବାର ୧୮/୦୫/୨୦ *ଜାଣନ୍ତୁ ଅପଣଙ୍କ ରାଶି ଫଳ* ମେଷ: କଳହଠାରୁ ଦୂରେଇ ରହିବାକୁ ପଡ଼ିବ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । କାର୍ଯ୍ୟ ବିଳମ୍ବିତ ହୋଇପାରେ । କେବଳ ଭାଗ ବ୍ୟବସାୟରେ ଲାଭବାନ ହେବେ । ସ୍ୱାଭିମାନୀ ହେବେ । ସତର୍କରେ ଚଳିବାକୁ ପଡ଼ିବ । ବୃଷ:…

ଜଣାନ୍ତୁ ଆଜି ଅପଣଙ୍କ ଦିନଟି କିପରି କଟିବ

ଭୁବନେଶ୍ୱର,ନିରପେକ୍ଷ ଖବର:ରବିବାର ୧୭/୦୫/୨୦ *ଜାଣନ୍ତୁ ଅପଣଙ୍କ ରାଶି ଫଳ….. ମେଷ : ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ…

ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,ନିରପେକ୍ଷ ଖବର: ୧୬|୦୫: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରିସାରିଛନ୍ତି ରାଜ୍ୟ ସରକାର । ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୧୨ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

କରୋନା ସମୟରେ ଦେଶର ମା’ ମାନଙ୍କୁ ନୂଆ ଉର୍ଜା ଦେଇଛି ଉଜ୍ଜଳା – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୬ /୦୫ /୨୦– କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଦେଶର ଗରିବ ମା’ଭଉଣୀ ମାନଙ୍କୁ ନୂଆ ଉର୍ଜା ଦେଇଛି ବୋଲି ଶନିବାର ଦେଶର ୧ ହଜାରରୁ ଉର୍ଦ୍ଧ୍ୱ ଉଜ୍ଜଳା ଲାଭାର୍ଥୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ କଥା ହେବା ଅବସରରେ…

ଭାରରେ ଦୁଇ ପୁଅଙ୍କୁ ବସାଇ ୧୨୦ କିମି ଚାଲିଲା ବାପା

ବାରିପଦା(ନିରପେକ୍ଷଖବର): ତା-୧୬/୫/ ସ୍ନେହ ଓ ମମତା ପାଖରେ କେହି ପ୍ରତିବନ୍ଧକ ସାଜିପାରନ୍ତି ନାହିଁ। ପ୍ରାକୃତିକ ବିପର୍ଯ୍ୟୟ ହେଉ କି ମହାମାରୀ କରୋନାର ଭୟ ସେ ସମ୍ପକରେ କେହି ବି ପାଚେରୀ ହୋଇ ଛିଡ଼ା ହୋଇପାରିବେନି। ସେ ପୁଣି ବାପ ଓ ପୁଅର ସମ୍ପର୍କ। ଲକ ଡାଉନ ସମୟରେ କାମଧନ୍ଦା କିଛି ନ ପାଇ…

ମୟୂରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ଛୁଇଁଲା

ବାରିପଦା(ନିରପେକ୍ଷ ଖବର)ତା-୧୬/୦୫-ମୟୂରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ଛୁଇଁଲା।ଜିଲ୍ଲାରେ ୨ଟି ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି।ସୁରତ ପରେ ଏବେ ଜିଲ୍ଲାକୁ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତାର କାରଣ ହୋଇଛନ୍ତି।ଦୁଇ ଜଣ ଚିନ୍ହଟ ପଜିଟିଭିଙ୍କ ମଧ୍ୟରୁ ଜଣେ ସୁରଟ ଫେରନ୍ତା…

Latest Videos