Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space

ଜଣାନ୍ତୁ ଆଜି ଅପଣଙ୍କ ଦିନଟି କିପରି କଟିବ…

ଭୁବନେଶ୍ୱର,ନିରପେକ୍ଷ ଖବର:ଶନିବାର୧୬/୦୫/୨୦ *ଜାଣନ୍ତୁ ଅପଣଙ୍କ ରାଶି ଫଳ….. ମେଷ: ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି । ଆଶାବାଦୀ ହେବେ । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ ।…

ନିଖିଳ ଓଡ଼ିଶା ପାଇକ ମହାସଂଘ ପକ୍ଷରୁ କରୋନା ଯୋଦ୍ଧା ସାମ୍ବାଦିକଙ୍କୁ ‘ମହାସାରଥୀ’ ସମ୍ମାନ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୦୫ ଅଦୃଶ୍ୟ ଶକ୍ତି କରୋନାକୁ ପ୍ରତିହତ କରିବା ପାଇଁ ଆରମ୍ଭ ହୋଇଥିବା ଯୁଦ୍ଧରେ ଡାକ୍ତର ଓ ନର୍ସ ନିଜ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି । ସେହିପରି ସାମ୍ବାଦିକମାନେ ମଧ୍ୟ ନିଜ ଜୀବନକୁ ବାଜି ଲଗାଇ କରୋନାକୁ ଖାତିର ନ କରି ବିପଦଶଙ୍କୁଳ ସ୍ଥାନକୁ ଯାଇ…

କରୋନା ଯନ୍ତ୍ରଣାରେ ଦାଦନ କାନ୍ଦୁଛି…

ବାରିପଦା(ନିରପେକ୍ଷ ଖବର)ତା-୧୫/୫ -କରୋନା ଯନ୍ତ୍ରଣାରେ କାନ୍ଦୁଛନ୍ତି ଦାଦନ।ଗତ ଦୁଇ ମାସ ହେଲା ଆଖିର ଲୁହ ପାଟିରେ ପିଇ ଘରକୁ ଫେରିବା ବାଟକୁ ଚାହିଁ ବସିଛନ୍ତି। ଯିଏ ଫେରିଛି ସେମାନେ ଅପବାଦ ମୁଣ୍ଡାଉଛନ୍ତି, ଆଉ ଯିଏ ଫେରିପାରୁନାହିଁ ଭୋକ ଉପାସରେ ଦିନ କାଟୁଛନ୍ତି। ମହାମାରୀ କରୋନାର କରାଳ…

ଆଜି ଅପଣଙ୍କ ଦିନଟି କିପରି କଟିବ…

ଭୁବନେଶ୍ୱର, ନିରପେକ୍ଷ ଖବର:୧୫/୦୫/୨୦ ଶୁକ୍ରବାର:ଜାଣନ୍ତୁ ଅପଣଙ୍କ ରାଶି ଫଳ..... ମେଷ: ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି । ଆଶାବାଦୀ ହେବେ । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ ।…

କେନ୍ଦ୍ରଅର୍ଥମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା କେବଳ ଋଣ ବିକ୍ରି ବିଜ୍ଞାପନ- ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୫/୦୫ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ଘୋଷଣା କରିଥିବା ପ୍ୟାକେଜ ଶୁଣି ନିଜର ପ୍ରତିକ୍ରିୟା ପ୍ରକାଶ କରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବାର୍ତା ମାଧ୍ୟମରେ କହିଛନ୍ତି ଯେ, ଏହା…

ରଙ୍ଗିଲା ପୋଲିସ୍ ବାବୁ ରାକେଶ ଶେଷରେ ଆଇନ୍ ଜାଲରେ ଧରା ପଡ଼ିଲେ।

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୪/୦୫ ରଙ୍ଗିଲା ପୋଲିସ୍ ବାବୁ ଶେଷରେ ଆଇନ୍ ଜାଲରେ ଧରା ପଡ଼ିଲେ। ଭଲପାଇବା, ଧୋକା ଓ ଠକେଇ ମାମଲାରେ ଫେରାର ଥିବା କ୍ୟାପିଟାଲ ଥାନାର ନିଲମ୍ବିତ ପୋଲିସ୍ ସବ୍-ଇନସ୍ପେକ୍ଟର ରାକେଶ ସାମଲ ଆଇନ୍ ଜାଲରେ ଧରାପଡ଼ିଲେ। ରାଉରକେଲା ପୁଲିସ୍ ର ସହଯୋଗରେ କମିଶନରେଟ…

ସହଯୋଗର ହାତ ବଢାଇଛି ଶହୀଦ୍ ନଗର ୟୁଥ୍ ଆସୋସିଏସନ୍….

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୦୫  ଲକ୍ ଡାଉନ୍ କାରଣରୁ ବିଭିନ୍ନ ସ୍ଥାନରେ ଥିବା ଉଠା ଦୋକାନ  ଗୁଡ଼ିକ ବନ୍ଦ ରହିଥିବାରୁ ଦୋକାନୀ ମାନେ ନାହି ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କ ଅସୁବିଧା ସମୟରେ ସହଯୋଗର ହାତ ବଢାଇଛି ଶହୀଦ୍ ନଗର ୟୁଥ୍ ଆସୋସିଏସନ୍। ଦୋକାନୀ ଓ ସେମାନଙ୍କ…

ସେବିକାଙ୍କୁ ସମ୍ବର୍ଦ୍ଧିତ କଲେ ଦେବାଶିଷ୍।

ବାରିପଦା(ନିରପେକ୍ଷ ଖବର)ତା-୧୨/୦୫-ପ୍ରତିବର୍ଷ ମେ ୧୨ ତାରିଖକୁ ଅନ୍ତର୍ଜାତୀୟ ନର୍ସ ଦିବସ ଭାବେ ପାଳନ କରାଯାଏ। ସମାଜରେ ଲୋକମାନଙ୍କୁ ନୀରୋଗ ରଖିବା ଓ ସେମାନଙ୍କ ସେବାକରିବାରେ ନର୍ସମାନଙ୍କ ଭୂମିକା ଅତୁଳନୀୟ। ପ୍ରାକୃତିକ ବିପତ୍ତିଠାରୁ ଆରମ୍ଭ କରି ଯୁଦ୍ଧ, ମହାମାରୀ କିମ୍ବା ଯେକୌଣସି…

କଟକ ଓ ଭୁବନେଶ୍ୱର ମଧ୍ୟରେ ଗଡ଼ିବା ବସ..

ଭୁବନେଶ୍ବର ନିରପେକ୍ଷ ଖବର:ତା୧୨/୫/ ସରକାରୀ ଅଧିକାରୀଙ୍କ ଯାତାୟତ ପାଇଁ ରାଜ୍ୟ ସରକାର ବସ୍ ଚଳାଇକୁ ନିସ୍ପତି ନେଇଛନ୍ତି। ଆସନ୍ତାକାଲିଠୁ ଏହି ସେବା ଆରମ୍ଭ ହେବ । କଟକରୁ ଭୁବନେଶ୍ବରକୁ ଗୋଟିଏ ବସ୍ ଯାତାୟତ କରିବ । ଭଡା ୩୦ ଟଙ୍କା ନିଆଯିବ । ଏନେଇ ପରିବହନ ପଦ୍ମନାଭ ବେହେରା ସୂଚନା…

ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ ଜାରୀ, ମଙ୍ଗଳବାର ଦିନ ୨ଟାରୁ ବୁଧବାର ଦିନ ୨ଟା

ଭଦ୍ରକ, ନିରପେକ୍ଷ ଖବର:ତା୧୨/୫/ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ ଜାରୀ, ମଙ୍ଗଳବାର ଦିନ ୨ଟାରୁ ବୁଧବାର ଦିନ ୨ଟା ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା । ରେଳ ଷ୍ଟେସନର ୫୦୦ ମିଟର ପରିସରରେ କର୍ଫ୍ୟୁ ଲାଗୁ କରାଯାଇଛି । ଡଗରାସାହିରୁ ଗୁଣ୍ଠୁଣିଆ ବଜାର ଓ ରେଲୱେ ମାଲ ଗୋଦାମ,…

କରୋନା ପଜେଟିଭ୍ ଙ୍କୁ କୋଭିଡ୍ ହସ୍ପିଟାଲ ନେବାର ଆବଶ୍ୟକତା ନାହିଁ ।

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୧୧/୦୫ କରୋନା ପଜିଟିଭ୍ ଙ୍କୁ କୋଭିଡ୍ ହସ୍ପିଟାଲ ନେବାର ଆବଶ୍ୟକତା ନାହିଁ । ଯଦି ଜଣେ ବ୍ୟକ୍ତି କେରାନା ପଜିଟିଭ୍ ଚିହ୍ନଟ୍ ହେଉଛନ୍ତି ଓ ତାଙ୍କ ଶରୀରରେ କୌଣସି ଲକ୍ଷଣ ପ୍ରକଶ ପାଉନାହିଁ ବା ସାମାନ୍ୟ ଲକ୍ଷଣ ଅଛି ତେବେ ତାଙ୍କୁ ଘରେ ସଙ୍ଗରୋଧରେ ରଖିବାକୁ…

କରୋନ ମାନୁନି ବ୍ରେକ୍, ୩୬୨ରେ ପହଞ୍ଚିଲା ରୋଗୀଙ୍କ ସଂଖ୍ୟା..

ଭୁବନେଶ୍ବର ନିରପେକ୍ଷ ଖବର:ତା୧୦/୫/ ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରବିବାର ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

*ମା ପାଇଁ ଦିନଟିଏ*

*ବୃଦ୍ଧାଶ୍ରମରେ ବେସାହାରା ମା କାଟୁଛନ୍ତି ଜୀବନ* ବାରିପଦା(ନିରପେକ୍ଷ ଖବର)ତା-୧୦/୦୫ ଗୋଟେ ସମୟ ଥିଲା ଯେତେବେଳେ ଆମ ସମାଜରେ ଏକାନ୍ନବର୍ତ୍ତୀ ପରିବାର ପ୍ରଥା ପ୍ରଚଳିତ ଥିଲା, ହେଲେ ଧୀରେ ଧୀରେ ମଣିଷ ଏତେ ଆତ୍ମକୌନ୍ଦ୍ରିକ ହୋଇଗଲା ଯେ ଦାଦା, ବଡବାପା ତ ଦୂରର କଥା ନିଜ ଜନ୍ମ କଲା ବାପା ମା…

ପଦାକୁ ଆସିଲା ୧୮୮ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି।

ବାରିପଦା(ନିରପେକ୍ଷ ଖବର)ତା-୦୯/୦୫-ମୟୁରଭଞ୍ଜ ଜିଲ୍ଲାରୁ ଚିନ୍ହଟ ହୋଇଥିବା ରାଜ୍ୟର ୧୮୮ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଳ ହିଷ୍ଟ୍ରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଆକ୍ରାନ୍ତ ଜଣକ କାହା କାହା ସଂସ୍ପର୍ଶରେ ଆସିଛନ୍ତି ତାହାର ପୁରା ତଥ୍ୟ…

ମଦ ବିକ୍ରିକୁ ନେଇ ସୁପ୍ରିମକୋର୍ଟରୁ ଆସିଲା ରାୟ….

ମଦ ମିଳିପାରିବ ଅନ୍ ଲାଇନ୍ ରେ... ଭୁବନେଶ୍ୱର, ନିରପେକ୍ଷ ଖବର: ତା,୦୮/୦୫ ମଦ ବିକ୍ରିକୁ ନେଇ ସୁପ୍ରିମକୋର୍ଟ ର ବଡ଼ ରାୟ । ସୁପ୍ରିମକୋର୍ଟ ଆଦେଶ ଅନୁସାରେ ମଦ ବିକ୍ରି ପାଇଁ ରାଜ୍ୟ ସରକାର ନେଇ ପାରିବେ ନିଷ୍ପତି। ସାମାଜିକ ଦୁରତା ରଖି ମଦ ବିକ୍ରି କରାଯାଇ ପାରିବ। ତେବେ ରାଜ୍ୟ ସରକାର…

ବଢାଯିବ କ୍ବାରେଣ୍ଟାଇନ୍ ସମୟସୀମା …

ଭୁବନେଶ୍ବର, ନିରପେକ୍ଷ ଖବର:ତା-୭/୫/ ଆବଶ୍ୟକ ହେଲେ ବଢାଯିବ କ୍ବାରେଣ୍ଟାଇନ୍ ସମୟସୀମା । ଏଭଳି ପରାମର୍ଶ ଦେଇଛନ୍ତି ଜାତୀୟ ସ୍ତରୀୟ ସ୍ବାସ୍ଥ୍ୟ ବିଶେଷଜ୍ଞ ତଥା କେନ୍ଦ୍ର ସରକାରଙ୍କ କୋଭିଡ୍-୧୯ ମୁକାବିଲା ପାଇଁ ଗଠିତ କମିଟିର ସଭ୍ୟ ଶ୍ରୀନାଥ ରେଡ୍ଡୀ । କରୋନା ମୁକାବିଲା ନେଇ ଗୁରୁବାର…

ମୟୁରଭଞ୍ଜରେ ଆଉ ଜଣେ ପଜିଟିଭି ଚିହ୍ନଟ….

ବାରିପଦା(ନିରପେକ୍ଷ ଖବର)ତା-୦୭/୦୫-ମୟୂରଭଞ୍ଜରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ମୟୂରଭଞ୍ଜରେ ପଜିଟିଭଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଗୁରୁବାର ସକାଳେ ମୟୂରଭଞ୍ଜରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।ପ୍ରଥମ ଥର ପାଇଁ ମୟୂରଭଞ୍ଜ ଜିଲ୍ଲାରୁ ୪ ପଜିଟିଭ ଚିହ୍ନଟ…

କରୋନା ମ୍ୟାପ୍ ରେ ମୟୁରଭଞ୍ଜ……

ବାରିପଦା(ନିରପେକ୍ଷ ଖବର)ତା୦୭/୦୫/ରାଜ୍ୟରେ ଆଜି କରୋନ ମ୍ୟାପରେ ମୟୁରଭଞ୍ଜ ଯୋଡ଼ି ହୋଇଛି ।ଦିନକରେ ୩ଜଣ କରୋନା ରୋଗୀ ଜିଲ୍ଲାରେ ଚିହ୍ନଟ ହୋଇଛି। ଚିନ୍ହଟ ହୋଇଥିବା ରୋଗୀମାନେ ସୁରତ ଫେରନ୍ତା ପ୍ରବାସୀ ବୋଲି ଜଣାପଡ଼ିଛି। ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଟ୍ୱିଟ୍…

କାୟା ଵିସ୍ତାରୁଛି ମହାମାରୀ ଗୋଟିଏ ଦିନରେ ୨୦ ଆକ୍ରାନ୍ତ….

ଭୁବନେଶ୍ୱର ,ନିରପେକ୍ଷ ଖବର:ତା-୭/୫/ ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା । ଏହି ମହାମାରୀକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । କିନ୍ତୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଆଉ ୨୦କରୋନା…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି…

ଭୁବନେଶ୍ୱର, ନିରପେକ୍ଷ ଖବର:ତା-୦୬/୦୫/୨୦ ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି। ମୃତ୍ୟୁ ହୋଇଥିବା ଵ୍ୟକ୍ତି ଖୋର୍ଦ୍ଧା ଜିଲ୍ଲାର ବୋଲି କୁହାଯାଇଛି।ସ୍ପଷ୍ଟ ଭାବରେ ଆକ୍ରନ୍ତ ଜଣକର କୋଣସି ବିବରଣୀ…

Latest Videos