Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତ
ଦିଲ୍ଲୀର ବିଜ୍ଞାନଭାବନରେ ସର୍ବଶ୍ରେଷ୍ଠ ମନ୍ତ୍ରୀ ଭାବେ ପୁରସ୍କୃତ ହେଲେ ମନ୍ତ୍ରୀ ପ୍ରତାପ ଜେନା…
ନୂଆଦିଲ୍ଲୀ(ନିରପେକ୍ଷ ଖବର)୦୯/୧୧/୨୦୧୯ ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ଦିଆଯାଇଛି ।
ନୂଆଦିଲ୍ଲୀଠାରେ ବିଜ୍ଞାନଭବନରେ ଆୟୋଜିତ ଏହି…
ଗୁରୁନାନକ ଜୟନ୍ତୀରେ ଯୋଗଦେବେ ବାଚସ୍ପତି ଡ. ପାତ୍ର .
ଭୁବନେଶ୍ୱର,ନିରପେକ୍ଷ ଖବର:୦୯/୧୧/୨୦୧୯ ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି । ସେଠାରୁ ସେ ଅମୃତସର ଯିବା ସହିତ ୧୧ ତାରିଖ ଦିନ ପଞ୍ଜାବର ସୁଲତାନପୁର ଲୋଧି (କପୁରତାଲା)ରେ ପହଞ୍ଚିବେ।ସେଠାରେ ସେ ଗୁରୁନାନକଙ୍କ…
ଆନ୍ଧ୍ରରେ ତୈଳ ଓ ଗ୍ୟାସ ପ୍ରକଳ୍ପରେ ହେବ ବିପୁଳ ପୁଞ୍ଜିନିବେଶ …..
* ଆନ୍ଧ୍ର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ୍ ଆଲୋଚନା
* ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ବିଭିନ୍ନ ତୈଳ, ଗ୍ୟାସ ଓ ଇସ୍ପାତ୍ ପ୍ରକଳ୍ପର ସମୀକ୍ଷା
* ସମସ୍ତ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମର୍ଥନ ଓ ସହଯୋଗ ଦିଆଯିବା ନେଇ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ…
ସ୍ମିତାରାଣୀକୁ ନ୍ୟାୟ ଦେବା ପାଇଁ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯାଉ: ମହିଳାମୋର୍ଚ୍ଚା…
* ସ୍ମିତାରାଣୀର ଚରିତ୍ରହନନ କରିଥିବା ଯାଜପୁର ଏସପିଙ୍କୁ ବହିଷ୍କାର କରାଯାଉ
* ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷାଙ୍କୁ ବହିଷ୍କାର କରାଯାଉ
* ପ୍ରମୋଦ ସାହୁଙ୍କ ବିରୁଦ୍ଧରେ ଦୃଢ ଏବଂ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ
ଭୁବନେଶ୍ୱର, ନିରପେକ୍ଷ…
ଓଡ଼ିଶାରେ ୨୧୦୦ ମସିହା ସୁଦ୍ଧା ପ୍ରତିବର୍ଷ ୪୨ ହଜାର ଲୋକଙ୍କ ମୃତ୍ୟୁ ହେବା ଅନୁମାନ କରାଯାଉଛି….
ଭବନେଶ୍ବର, ନିରପେକ୍ଷ ଖବର:୦୫/୧୧/୨୦୧୯ ବର୍ତମାନର ହାରରେ ଯଦି ଗ୍ରିନ୍ହାଉସ ଗ୍ୟାସ ନିର୍ଗମନ ଜାରି ରହିବ, ତେବେ ଏହି ଶତାବ୍ଦୀ ଶେଷ ସୁଦ୍ଧା ଓଡ଼ିଶାରେ ଅତ୍ୟଧିକ ଗରମ ଦିନ ସଂଖ୍ୟାରେ ୩୦ ଗୁଣା ବୃଦ୍ଧି ହେବା ଅନୁମାନ କରାଯାଉଛି ବୋଲି ଏକ ସର୍ବେକ୍ଷଣରୁ ଜଣାପଡ଼ିଛି ତାପମାତ୍ରା ୨୪ ଡିଗ୍ରି…
ରେଡ୍ ସ୍ୱସ୍ତିକ ସୋସାଇଟି ପକ୍ଷରୁ ଭିନ୍ନକ୍ଷମଙ୍କ ପାଇଁ ପାଣ୍ଠି ସଂଗ୍ରହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ…
ଭୁବନେଶ୍ୱର ,ନିରପେକ୍ଷ ଖବର(୪-୧୧-୨୦୧୯) : ରେଡ୍ ସ୍ୱସ୍ତିକ ସୋସାଇଟି ଏକ ସ୍ୱୀକୃତିପ୍ରାପ୍ତ ବେସରକାରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ଦୀର୍ଘ ୧୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାମ କରିଆସୁଅଛି । ଜାତି-ଧର୍ମ-ବର୍ଣ୍ଣ ନିର୍ବିଶେଷରେ ଭିନ୍ନକ୍ଷମ ବ୍ୟକ୍ତିବିଶେଷଙ୍କୁ…
ଜମି ବିବାଦକୁ ନେଇ ବୃଦ୍ଧାଙ୍କୁ ହତ୍ୟା…..
ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ଜମି ବିବାଦକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ହତ୍ୟା । ଏହି ଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜର କପ୍ତିପଦା ଥାନା ଅଧିନସ୍ଥ ଛାଞ୍ଚୁଣୀଆ ଗାଁରେ। ଦୀର୍ଘଦିନ ଧରି ଜମିବାଡି ବିବାଦକୁ ନେଇ ଛାଞ୍ଚୁଣୀଆ ଗାଁର ସୁଗୁନି ଚାତାରଙ୍କର, ନିଜ ସମ୍ପର୍କୀୟଙ୍କ…
ହାତୀ ପିଠିରେ ବସି ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ….
ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ।ଏହି ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଶୁକ୍ରବାର ସକାଳୁ ରାଜ୍ୟ ତଥା ରାଜ୍ୟ…
ଲୌହମାନବ ସର୍ଦ୍ଦାର ପଟେଲଙ୍କ ଜନ୍ମଜୟନ୍ତୀରେ ଗୁଜୁରାଟ ଷ୍ଟାଚ୍ୟୁ ଅଫ୍ ୟୁନିଟି ଠାରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି…
ଦିଲ୍ଲୀ, ନିରପେକ୍ଷ ଖବର:(୩୧/୧୦/୨୦୧୯) ୩୧ ଅକ୍ଟୋବର ଆଜି ଲୌହପୁରୁଷ ସର୍ଦ୍ଦାର ପଟେଲଙ୍କ ଜନ୍ମଜୟନ୍ତୀ । ଏହି ଅବସରରେ ସାରା ଦେଶ ପାଳୁଅଛି ସର୍ଦ୍ଦାର ପଟେଲଙ୍କ ଜନ୍ମ ଜୟନ୍ତୀ। ସର୍ଦ୍ଦାର ପଟେଲଙ୍କ ଏହି ଜନ୍ମ ତିଥିକୁ ଜାତୀୟ ଏକତା ଦିବସ ଭାବେ ମାନ୍ୟତା ଦିଆଯାଇଛି । ଗତବର୍ଷ ଜାତୀୟ ଏକତା…
ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ…
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦/୨୦୧୯ରିଖ ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ସପ୍ତମ ବୈଠକ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବିଧାନସଭା ପ୍ରକୋଷ୍ଠ ନଂ ୫୪ରେ ଅନୁଷ୍ଠିତ ଏହି କମିଟି ବୈଠକରେ ପୂର୍ତ୍ତ ବିଭାଗର କାର୍ଯ୍ୟାବଳୀ ସଂପର୍କରେ…
ଭଦ୍ରକରେ ବାଘ ଆତଙ୍କ…..
ଭଦ୍ରକ(ନିରପେକ୍ଷ ଖବର),ତିହିଡି ବ୍ଲକ ଅନ୍ତର୍ଗତ ସୟା ଗ୍ରାମପଞ୍ଚାୟତ ସ୍ଥିତ ମଥୁରାପୁର କେନାଲ ଆଡ଼ିରେ ବାଘ ଆତଙ୍କ। ମଙ୍ଗଳବାର ସକାଳେ ଦୁଇଟି ବାଘ ମଥୁରାପୁର କେନାଲ ଆଡ଼ିରେ ବୁଲୁଥିବା କିଛି ଗ୍ରାମବାସୀ ଦେଖିବାକୁ ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଖବରପାଇ…
ସାମ୍ବିଧାନିକ ପଦବୀର ମର୍ଯ୍ୟାଦାହାନୀ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା:ମହିଳା ମୋର୍ଚ୍ଚା
ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୮/୧୦: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ପଦ । ଏହା ବିଜୁ ଜନତା ଦଳର ଏକ ରାଜନୈତିକ ପଦବି ନୁହେଁ । ଯାଜପୁରରେ ସ୍ମିତାରାଣି ବିଶ୍ୱାଳଙ୍କୁ ବଳାକ୍ରାର କରାଯାଇ ହତ୍ୟା କରାଯିବା ପରେ ମହିଳା କମିଶନ ପ୍ରଥମେ ଚୁପ ରହିବା ଏବଂ ପରେ ନିରପେକ୍ଷ…
ରାତି ପାହିଲେ ଆଲୋକର ପର୍ବ ପବିତ୍ର ଦୀପାବଳି
ବାରିପଦା(ନିରପେକ୍ଷ ଖବର)ତା:୨୭/ଅକ୍ଟୋବର/୨୦୧୯- ପ୍ରଭୁ ଶ୍ରୀରାମଚନ୍ଦ୍ର ସ୍ୱର୍ଣ୍ଣଲଙ୍କାରୁ ମାତା ସୀତାଙ୍କୁ ରାବଣ କବଳରୁ ରକ୍ଷା କରି ଅଯୋଧ୍ୟାକୁ ଆସିଥିଲେ। ମାତା ସୀତା ଅଯୋଧ୍ୟାରେ ପହଂଚିବା ପରେ ସମଗ୍ର ଅଯୋଧ୍ୟାବାସୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ବିଜୟ ଦିବସକୁ ପାଳିବା ପାଇଁ…
ମହିଳା କମିଶନ ଅଧ୍ୟକ୍ଷା ତୁରନ୍ତ ଇସ୍ତଫା ଦିଅନ୍ତୁ: ବିଜେପି ମହିଳା ମୋର୍ଚ୍ଚା
ଭୁବନେଶ୍ୱର(ନିରପେକ୍ଷ ଖବର): ଯାଜପୁର ଜିଲ୍ଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ଓ ବଳାତ୍କାର ଘଟଣାର ତଦନ୍ତକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି ବୋଲି ରାଜ୍ୟ ବିଜେପି ଅଭିଯୋଗ କରିଛି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ତୁରନ୍ତ…
ଅନୁସୁଚିତ ଜାତିର ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଦେବା ଦାବିରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ…
ଭୁବନେଶ୍ୱର,ନିରପେକ୍ଷ ଖବର: ତା.୨୨/୧୦: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଂଚାୟତର ସରପଂଚ ସନ୍ତୋଷ ସାମଲ ହତ୍ୟା ଧମକ…
ଦୀପାବଳିରେ ବାସ୍ତୁ ଅନୁସାରେ ପକାନ୍ତୁ ରଙ୍ଗୋଲି….
ଭୁବନେଶ୍ୱର,ନିରପେକ୍ଷ ଖବର:୨୨/୧୦/୧୯ ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ସ୍ୱାଗତ କରିବା ପାଇଁ ଘରର ମୁଖ୍ୟ ଦ୍ୱାର ମୁହଁରେ ରଙ୍ଗୀନ ଝୋଟି ଓ ରଙ୍ଗୋଲି ପକାଇ ସଜାଯାଏ। ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେକ ପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ। ଯଦି ବାସ୍ତୁ…
କ୍ରିକେଟ ଜଗତରୁ ଅବସର ନେଲେ ଓଡିଶା ରଣଜୀ ଖେଳାଳୀ ନଟରାଜ ବେହେରା….
ଭୁବନେଶ୍ୱର, ନିରପେକ୍ଷ ଖବର:୨୧/୧୦/୧୯ ଓଡ଼ିଶାର ରଣଜୀ ଖେଳାଳି ନଟରାଜ ବେହେରା ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି । ନିଜ ଅବସର ନେଇ ସେ ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ସମ୍ପାଦକଙ୍କୁ ପତ୍ର ଲେଖିଛନ୍ତି । ନଟରାଜ ବେହେରା ୫୪ଟି ପ୍ରଥମ ଶ୍ରେଣୀ ମ୍ୟାଚ୍ ଖେଳି ୩୦୩୧…
ସ୍ୱାସ୍ଥ୍ୟ ସେବାର ବାସ୍ତବ ଚିତ୍ରକୁ ଲୁଚାଇବା ପାଇଁ ନୂଆ ନୂଆଭେଳିକି ଦେଖାଉଛନ୍ତି ରାଜ୍ୟ ସରକାର: ବିଜେପି
* କୌଣସି ବ୍ୟବସ୍ଥା ନକରି ନିଜ ଦୋଷ ଘୋଡାଇବାକୁ ଏସଡିଏମଓଙ୍କୁ ନିଲମ୍ବିତ ଏକ ଡ୍ରାମା
*ଗତ ବର୍ଷ ତୁଳନାରେ ଓଡିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ୩.୪୬ ପ୍ରତିଶତ ପଛେଇବା ନୀତିଆୟୋଗ ରିପୋର୍ଟ କହିଛି
* ଟୀକା ଦାନ, ଆନୁଷ୍ଠାନିକ ପ୍ରସବ, ଟିବି ରୋଗ ଚିହ୍ନଟ ଓ ଚିକିତ୍ସା, ମ୍ୟାଲେରିଆ,ଡାକ୍ତର…
୫ଟି ସଚିବ ଭି.କେ ପାଣ୍ଡିଆନ ମୟୁରଭଞ୍ଜ ଗସ୍ତ ସାରି ଚାଲିଗଲେ…
*ଆଶା ଆଶଙ୍କାରେ ମୟୁରଭଞ୍ଜ ବାସୀ...
ବାରିପଦା(ନିରପେକ୍ଷ ଖବର)ତା-୧୩/ଅକ୍ଟୋବର/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ଆଜି ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ୫ ଟି- ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍ ନିଜ ଗସ୍ତ ସାରି ଚାଲିଯାଇଛନ୍ତି । ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମକୁ…
ସୁବ୍ରତ ଦାସ ସମ୍ମାନିତ ହେଲେ ଅନ୍ତର୍ଜାତୀୟ ଯୁବ ପୁରସ୍କାରରେ….
ବାରିପଦା,ନିରପେକ୍ଷ ଖବର:୧୩/୧୦: ସେବା ହିଁ ପରମ ଧର୍ମ। ଜଣେ ନିଷ୍ଠା ଓ ଆନ୍ତରିକତା ଭାବେ କୋୖଣସି କାମ କଲେ ତାହା ବିଫଳ ଯାଇନି। ଏହାର ଏକ ଜ୍ୱଳନ୍ତ ଉଧାହରଣ ପାଲଟିଛନ୍ତି ବାରିପଦା ସ୍ଥିତ (ତଖତପୁର ଅଞ୍ଚଳର) ପିତା ଦିଲ୍ଲୀପ କୁମାର ଦାସ ଓ ମାତା ଭାରତୀ ଦାସ ଙ୍କ ସୁପୁତ୍ର ସୁବ୍ରତ କୁମାର ଦାସ।…