Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତ
Blank space

କେନ୍ଦ୍ର କୃଷି ଆଇନ ବିରୋଧରେ ନବନିର୍ମାଣ ଯୁବଛାତ୍ର ସଂଗଠନର ବାଇକ ଶୋଭାଯାତ୍ରା

ଭୁବନେଶ୍ୱର, ନିରପେକ୍ଷ ଖବର(୫/୧୨): ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ରାଜ୍ୟ ସଂଯୋଜକ MD Manwar Alli ଙ୍କ ନେତୃତ୍ୱ ରେ ଶହ ଶହ ଯୁବଛାତ୍ର ଯୋଗ ଦେଇଥିଲେ । ଏନେଇ ଶ୍ରୀ…

ଦିବ୍ୟାଙ୍ଗଙ୍କ ଯାତ୍ରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ଭୂତଳ ଉପାମାର୍ଗ ଉଦ୍ଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା-୦୫/୧୨ ସୁରକ୍ଷାକୁ ଦୃଷ୍ଟିରେ ଦେଇ ଉଭୟ ରେଳ ଓ ସଡକ ବ୍ୟବହାରକାରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ନୂତନ ଭାବେ ନିର୍ମିତ ଭୂତଳ ଉପାମାର୍ଗ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ ରାଣେନ୍ଦ୍ର ପ୍ରତାପ…

ଭିନ୍ନକ୍ଷମ ଦିବସରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ

ଭୁବନେଶ୍ୱର,ନିରପେକ୍ଷ ଖବର:୦୪/୧୨ popଆର୍ନ୍ତଜାତୀୟ ଭିନ୍ନକ୍ଷମ ଦିବସରେ ଶ୍ରୀ ଶ୍ରୀ ମହାବୀର ସାମାଜୀକ ସଂଗଠନର ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ କାରାଯାଇଛି। ୱାର୍ଡ ନଂ୩୯…

‘ସବୁଜ ଭାରତ ଗୌରବ’ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ

ଭୁବନେଶ୍ୱର,ନିରପେକ୍ଷ ଖବର(୧/୧୨): ‘ସବୁଜ ଭାରତ’ର ଅଷ୍ଟମ ସ୍ୱର୍ଣ୍ଣକ୍ଷେତ୍ର ଉତ୍ସବରେ 'ପ୍ରମେୟ'ର ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ସ୍ଵଳ୍ପବେତନ ଭୋଗୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ଆୟୋଜିତ ଉତ୍ସବରେ ବିଜେଡି ମୁଖପାତ୍ର ଦୁର୍ଗା…

କରୋନା ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଧାୟକ ଅନନ୍ତ ନାରାୟଣ ଜେନା

ଭୁବନେଶ୍ୱର,ନିରପେକ୍ଷ ଖବର:୩୦/୧୧ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସମ୍ପାଦକ ତଥା ଶ୍ରୀ ଶ୍ରୀ ମହାବୀର ସାମାଜିକ ସଂଗଠନର ସାଧାରଣ ସମ୍ପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ଏକ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କର୍ମକର୍ତ୍ତାମାନେ…

ବି.ଜେ.ଡି ରୁ ବିଦା ହେଲେ ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୧୧ ସରକାରୀ ଚାକିରୀରୁ ଟଙ୍କାର ପାହାଡ଼ ସୃଷ୍ଟି କରିଥିବା ଅଭୟ ପାଠକଙ୍କ ଭାବି ସମୁଦି ହେବାକୁ ସଜବାଜ ହେଉଥିବା ବିଜେଡିର ବରିଷ୍ଠ ନେତା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ଆଜି ଦଳରୁ ବିଦା କରିଛି । ଶ୍ରୀ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁର…

ଚାକିରୀ ହରାଇ କରିବୁ କଣ !

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୮/୧୧ କୋଭିଡ଼ ସମୟରେ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ଚିକିତ୍ସା କଲୁ। ଘରଦ୍ୱାର ପରିବାର ଲୋକଙ୍କୁ ଛାଡି ଦିନ ରାତି ନିଷ୍ଠାର ସହ କାମ କରିଛୁ। ହେଲେ ଏବେ ସରକାର ଆମକୁ ଛଟେଇ କରୁଛନ୍ତି। ଏବେ ଚାକିରୀ ହରାଇ କଣ କରିବୁ। ପରିବାର ପ୍ରତିପୋଷଣ କେମିତି ହେବ।…

ମିଳିତ ମଂଚର ଧର୍ମଘଟ ଡାକରାକୁ ସମର୍ଥନ ଦେଲା କଂଗ୍ରେସ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୦.୧୧  କେନ୍ଦ୍ର ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ତା ୨୬.୧୧.୨୦୨୦ ରିଖ ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ…

ପରିଚୟ ଫାଉଣ୍ଡେସନର ‘ନାଇନ୍ ଦେବୀସ୍‌’

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୧/୧୧ ଦଶହରା ଓ ଦୀପାବଳି ଅବସରରେ ପରିଚୟ ଫାଉଣ୍ଡେସନ୍ ପକ୍ଷରୁ ପ୍ରେରଣାଦାୟୀ ବକ୍ତୃତା ‘ନାଇନ୍ ଦେବୀସ୍‌’ ଅନୁଷ୍ଠିତ ହୋଇଛି । ଫାଉଣ୍ଡେସନର ପ୍ରତିଷ୍ଠାତା ରୋଜାଲିନ ପାଟ୍ଟଶାଣୀ ମିଶ୍ରଙ୍କ ସଂଯୋଜନାରେ ଭର୍ଚୁଅ।।ଲ ଟକ୍ ସୋ ଆୟୋଜିତ ହୋଇଥିଲା । ବିଭିନ୍ନ…

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧.୧୧  ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ନିର୍ମାତା ଡଃ. ହରେକୃଷ୍ଣ ମହତାବଙ୍କର ୧୨୧ତମ ପୂଣ୍ୟଜନ୍ମତିଥି ରାଜ୍ୟସ୍ତରୀୟ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କମିଟି ପକ୍ଷରୁ ଲୋୟର ପିଏମଜି ଏବଂ ଏକାମ୍ର ନିବାସରେ ପାଳିତ ହୋଇଯାଇଛି । ଏହି କମିଟିର…

ସ୍କୁଲ ଖୋଲିବା ନେଇ ଫିଟୁନି ବାଟ

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୨୧/୧୧ ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତିଙ୍କ ରୁଲିଂ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ଦେଇଛନ୍ତି । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି । ରାଜ୍ୟରେ ୭ ହଜାର ୭…

ଆବେଦନର ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି ଦାବି

ଭୁବନେଶ୍ୱର, ନିରପେକ୍ଷ ଖବର:ତା.୦୧.୧୧.୨୦୨୦, ନୂତନ ନିଯୁକ୍ତି ନିୟମକୁ “୫ ଟି”ରେ ସାମିଲ କରିବା ସହିତ ସପ୍ଳିମେଣ୍ଟାରୀ ତାଲିକା ପ୍ରକାଶ କରିବା, ଆବେଦନର ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରିବାକୁ ନିଖିଳ ଓଡ଼ିଶା ପାଇକମହାସଂଘ ରାଜ୍ୟସରକାରଙ୍କ ନିକଟରେ ଦାବି କରିଛି ।କରୋନା ମହାମାରୀ…

ବିଶ୍ୱ ସ୍ତନ କର୍କଟ ଦିବସ ସଚେତନତା ଶିବିର ଅନୁଷ୍ଠିତ …

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୨/୧୦  ବିଗତ ୮ ବର୍ଷ ଧରି ସ୍ପର୍ଶ ହସ୍ପିଟାଲ୍‌ ଏଣ୍ଡ କ୍ରିଟିକାଲ୍ କେୟାର୍ ଏବଂ ଲାଇଅନ୍ସ୍ ମିନତି ବେହେରା କ୍ୟାନସ୍‌ର ଫାଉଣ୍ଡନସ୍ ତରଫରୁ ବିଶ୍ୱ ସ୍ତନ କର୍କଟ ଦିବସ ସଚେତନତା ପାଳନ କରି ଆସୁଅଛି । ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହସ୍ପିଟାଲ୍ ପରିସରରେ…

ଫସିଗଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର:ନିରପେକ୍ଷ ଖବର:ତା ୧୦/୧୦/୨୦ ମହାମାରୀ କରୋନା ସମୟରେ ଜନ୍ମଦିନ ପାଳନ କରିବା ମହଙ୍ଗା ପଡିଲା। ଭୁବନେଶ୍ୱର ସାଂସଦ ତଥା ଭାରତୀୟ ଜନତା ପାଟିର ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ସଢଙ୍ଗୀଙ୍କ କାର୍ଯ୍ୟଳୟ ସିଲ ହେଲା। ଭୁବନେଶ୍ୱର ମହାନଗର ନିଗମ ୧୫ଦିନ ପାଇଁ ଏହାକୁ ସିଲ କରିଛି। ସାଂସଦ…

ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ‘ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ସମ୍ମାନିତ

ନିରପେକ୍ଷ ଖବର (କଟକ): ଅକ୍ଟୋବର ୨୦୨୦ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ଏକ ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇ ଛନ୍ତି। କରୋନା ମହାମାରୀ ସମୟରେ ଦୃଷ୍ଟାନ୍ତମୂଳକ…

ହାଥରସ୍ ଘଟଣାରେ ଉତର ପ୍ରଦେଶ ସରକାରଙ୍କ ବରଖାସ୍ତ ଦାବି କଲା ପିସିିସି ଅନୁସୂଚିତ ଜାତି ବିଭାଗ

ଭୁବନେଶ୍ୱର ନିରପେକ୍ଷ ଖବର:ତା ୦୫.୧୦ - ଉତର ପ୍ରଦେଶ ରାଜ୍ୟର ହାଥରସ୍ ଗ୍ରାମର ଅନୁସୂଚିତ ଜାତି ବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ଓ ଉତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଦୋଷୀକୁ ଦଣ୍ଡ ଦେବା ପରିବର୍ତେ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିବା…

ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ସେବା ଯୋଗାଉଛି ସୁନ୍ଦରଗଡ଼ର ଏ.ଆର.ସି

ସୁନ୍ଦରଗଡ଼,ନିରପେକ୍ଷ ଖବର: ଅକ୍ଟୋବର ୨୦୨୦: ‘‘୨୪ ବର୍ଷ ହେଲା ଆଶାବାଡ଼ିକୁ ଭରସା କରି ମୁଁ ବାଟ ଚାଲୁଥିଲି। ହେଲେ ଏବେ ଆଶାବାଡ଼ି ଛାଡ଼ି ନିଜ ଗୋଡ଼ରେ ଠିଆ ହୋଇ ପାରୁଥିବାରୁ ମତେ ବହୁତ ଖୁସି ଲାଗୁଛି। ମୁଁ ଯେମିତି ନୂଆ ଜୀବନ ପାଇଛି’’, ଏହା କହିଛନ୍ତି ସମ୍ବଲପୁର ମହୁଲମୁଣ୍ଡା ଗ୍ରାମର…

‘ଲାସାସା’ ସଂଗଠନ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

କଟକ, ନିରପେକ୍ଷ ଖବର:ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ଲାସାସା ସାମାଜିକ ସଂଗଠନ ପକ୍ଷରୁ ପାଳିତ ହୋଇଯାଇଛି।ସାମାଜିକ ଦୁରତ୍ଵ ଓ ଗୋଷ୍ଠୀ କୈନ୍ଦ୍ରିକ କୁ ରକ୍ଷା କରି ବୃକ୍ଷ ରୋପଣ ଓ ବିଶୋଧନ କାର୍ଯ୍ୟକ୍ରମ କରାଯାଇଥିଲା। ସଙ୍କରପର ସ୍ଥିତ ଶ୍ରୀ ରାମ ମନ୍ଦିର ପ୍ରାଙ୍ଗଣ ରେ ବୃକ୍ଷ…

ସରସ୍ଵତୀ କଳା ପରିଷଦ ତରଫରୁ କରୋନା ଯୋଦ୍ଧା ସମ୍ମାନ

କଟକ,ନିରପେକ୍ଷ ଖବର:କଳା, ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ପ୍ରଶାସନ ଅଧିକାରୀ,ଅଶାକର୍ମୀ,ଅଙ୍ଗନବାଡି…

କରୋନା ଯୋଦ୍ଧା ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା କଲା ଶ୍ରୀ ମହାବୀର ସାମାଜିକ ସଂଗଠନ

ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୪/୧୦/୨୦୨୦ ନୟାପଲ୍ଲୀ ୱାର୍ଡ଼ ନଂ-୩୯ ଅଧିନରେ ଥିବା ଶାସ୍ତ୍ରୀନଗର କମ୍ୟୁନିଟି ହଲରେ ଶ୍ରୀ ମହାବୀର ସାମାଜିକ ସଂଗଠନ ପକ୍ଷରୁ ସାମ୍ବାଦିକଙ୍କୁ କରୋନା ଯୋଧ୍ୟା ଭାବେ ସମ୍ବର୍ଦ୍ଧିତ କରାଯାଇଛି। ଶ୍ରୀ ମହାବିର ସଂଗଠନ ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର…

Latest Videos