Blank space
Blank space
Breaking News/ମୁଖ୍ୟ ଖବର:
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ
Blank space

ବିନା ମୂଲ୍ୟରେ ୫ କିଲୋୱାଟ୍‌ ପର୍ଯ୍ୟନ୍ତ ବିଦୁ୍ୟତ୍ ଶକ୍ତି ପାଇବା ସହ ବାର୍ଷିକ ୫୦ ହଜାର ଟଙ୍କା ସଂଚୟ କରିପାରିବେ ….

ସୋଲାର୍ ସିଷ୍ଟମ୍‌ ସଚେତନତା କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ ....

0

ଭୁବନେଶ୍ୱର,ନିରପେକ୍ଷ ଖବର:୧୦/୦୮/୧୯ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ପୁରୀ କଚେରୀ ରୋଡ୍‌ଠାରେ ଟାଟା ପାୱାର ସୋଲାର ସିଷ୍ଟମ୍‌ ସଚେତନତା କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ମିଶ୍ର କହିଥିଲେ ଯେ ଭାରତବର୍ଷର ୨୯ଟି
ରାଜ୍ୟରେ ୧୦୦ଟି ସହରରେ ଏହି ଯୋଜନା ସଫଳତା ହାସଲ କରିବା ପରେ ଓଡ଼ିଶାବାସୀ ଏହାର ବ୍ୟବହାର ଦ୍ୱାରା ପରିବେଶ ଅନୁକୂଳ ଶକ୍ତି ପାଇବା ସହ ବିଦୁ୍ୟତ ଖର୍ଚ୍ଚରୁ ବଞ୍ଚିତ ହୋଇପାରିବେ । ଜନସାଧାରଣ ନିଜ ନିଜର ଛାତରେ ଏହି ପ୍ରକଳ୍ପ ସ୍ଥାପନ କରି ୫ କିଲୋୱାଟ୍‌ ପର୍ଯ୍ୟନ୍ତ ବିଦୁ୍ୟତ ଶକ୍ତି ପାଇବା ସହ ବାର୍ଷିକ ୫୦ ହଜାର ଟଙ୍କା ସଂଚୟ କରିପାରିବେ । ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ସେସୁ କାର୍ଯ୍ୟାଳୟ ଓ ଟେକ୍‌ନିକାଲ ୟୁନିଟ୍‌ ପରିଦର୍ଶନ କରିବା ସହ ‘ଗୋ-ଗ୍ରୀନ୍‌ ବୋର୍ଡ’ରେ ନିଜର ମତ ଉପସ୍ଥାପନ କରିଥିଲେ ।
ଏହି ଅବସରରେ ପୁରୀର ଅତିରିକ୍ତ ଜିଲ୍ଲାପାଳ ବିନୟ କୁମାର ଦାସ, ସେସୁର ସୁପରିଟେଣ୍ଡେଣ୍ଟ ଇଂଜିନିୟର ପି.କେ. ସାହୁ, ସେସୁ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବପ୍ରସାଦ ସ୍ୱାଇଁ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.