Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ବାରିପଦା ମୁନିସିପାଲଟି ସଫେଇ କର୍ମଚାରୀକୁଂ ମିଳୁନି ପାରିଶ୍ରମିକ….

କାର୍ଯ୍ୟାଳୟ ସମ୍ମୁଖରେ ଅଲିଆ ଗଦା କରି ଆନ୍ଦୋଳନ ଜାରି ରଖିଛନ୍ତି ସଫେଇ କର୍ମଚାରୀ...

0

ବାରିପଦା (ନିରପେକ୍ଷ ଖବର)ତା-୧୩/ନଭେମ୍ବର/୨୦୧୯-ବାରିପଦା ମୁନିସିପାଲଟି ଅଧିକାରୀ ଓ ଠିକାଦାର ଙ୍କ ମନମୁଖୀ କାର୍ଯ୍ୟ ପାଇଁ ସଫେଇ କର୍ମଚାରୀ ମାନେ ଗୋଟିଏ ମାସର ଦରମା ପାଇ ନଥିବା ଅଭିଯୋଗ ଆଣିଛନ୍ତି। ଏ ନେଇ ମଙ୍ଗଳବାର ଠାରୁ ଶତାଧିକ ସଫେଇ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଯାରି ରଖିଥିବା ସମୟରେ ବୁଧବାର ସକାଳ ୭ ଟାରେ ସହରର ଅଳିଆ ଆବର୍ଜନା କୁ ଆଣି ପୌରପାଳିକା କାର୍ଯ୍ୟାଳୟ ଓ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖରେ ପକାଇ ଅଭିନବ ଉପାୟରେ ପ୍ରତିବାଦ ଜାରିରଖିଛନ୍ତି ।ଦରମା ବନ୍ଦ କାର୍ଯ୍ୟକ୍ରମ ଦ୍ୱିତୀୟ ଦିବସରେ ପହଁଚିଲା। ଦାବି ପୂରଣ ନହବା ପର୍ୟ୍ଯନ୍ତ ଏ ଆନ୍ଦୋଳନ ଜାରି ରହିବ ବୋଲି ସଫେଇ କର୍ମଚାରୀ ଚେତାବନୀ ଦେଇଛନ୍ତି।ସେପଟେ ୨ଦିନ ହେଲା ଅଲିଆ ଆବର୍ଜନା ସଫା କରା ଯାଇନଥିବାରୁ ବାରିପଦା ସହର ର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଅଲିଆ ଜମା ହୋଇ ପୁତ୍ତିଗନ୍ଧମୟ ପରିବେଶ ସୃଷ୍ଟି କରିଛି।ତଥାପି ପୋୖର ପାଳିକ ଅଧିକାରୀ ଏଥି ପ୍ରତି ଗୁରୁତ୍ୱ ଦେଉନଥିବା ଦେଖିବାକୁ ମିଳିଛି।ଘଟଣା ସ୍ଥଳରେ ଉତ୍ତେଜନା ପାଇଥିବା ବେଳେ ବାରିପଦା ସଦର ଏସଡ଼ିପିଓ, ଟାଉନ ଥାନା ଅଧିକାରୀ ଏବଂ ପୌରପାଳିକା ର ନିର୍ବାହୀ ଯନ୍ତ୍ରୀ ପହଞ୍ଚି ଉତ୍ୟକ୍ତ ସଫେଇ କର୍ମଚାରୀଙ୍କୁ ବୁଝା ସୁଝା କରୁଛନ୍ତି।

Mo sapath

Leave A Reply

Your email address will not be published.