Blank space
Blank space
Breaking News/ମୁଖ୍ୟ ଖବର:
Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବ
Blank space

ଫନୀ ବାତ୍ୟା ପରେ ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ସର୍ବସାଧାରଣଙ୍କ ନିମନ୍ତେ ଖୋଲାଗଲା …

0

ଭୁବନେଶ୍ୱର,ନିରପେକ୍ଷ ଖବର: ୧୨/୦୫/୨୦୧୯:ଫନୀ ମହାବାତ୍ୟା ପରେ ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ସର୍ବସାଧାରଣଙ୍କ ନିମନ୍ତେ ୧୨ ତାରିଖଠାରୁ ଖୋଲାଯାଇଛି ।

ଏହା ଏପରି ଏକ ସଂଗ୍ରହାଳୟ  ଯାହା ଓଡ଼ିଶା, ଭାରତର ବିଭିନ୍ନ ସ୍ଥାନ ଏବଂ ବିଦେଶୀ ପର୍ଯ୍ୟଟକଙ୍କର ବିଶେଷ ଆକର୍ଷଣର କେନ୍ଦ୍ରବିନ୍ଦୁ । ଫନୀ ମହାବାତ୍ୟା ଏହି ଆକର୍ଷଣୀୟ ଜନଜାତି ସଂଗ୍ରହାଳୟକୁ ବିଶେଷ ଭାବରେ କ୍ଷତିଗ୍ରସ୍ତ କରିଥିଲା, ଯାହା ସବୁଜିମା ପରିପୂର୍ଣ କ୍ୟାମ୍ପସ୍‌ ଏବଂ ସଂଗ୍ରହାଳୟ ପ୍ରକୋଷ୍ଠକୁ ଅନେକାଂଶରେ କ୍ଷତି ପହଞ୍ଚାଇଥିଲା । ଫନୀ ମହାବାତ୍ୟାର ପରଦିନରୁ ସଂଗ୍ରହାଳୟର ମରାମତି କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରାଯାଉଛି । ଜନଜାତି ସଂଗ୍ରହାଳୟର ନିର୍ଦ୍ଦେଶକ ଜଣାଇଛନ୍ତି ଯେ ଏହାର ୫ଟି ମୁଖ୍ୟ ପ୍ରକୋଷ୍ଠ ଜନସାଧାରଣଙ୍କ ନିମିତ୍ତ ଖୋଲାଯାଇଛି । ଏତଦ୍‌ ଦ୍ୱାରା ଟୁରିଷ୍ଟ ଏବଂ ଟ୍ରାଭେଲ୍‌ ଏଜେଣ୍ଟମାନଙ୍କୁ ଅବଗତ କରାଇ ଅନୁରୋଧ କରାଯାଉଛି ଯେ, ବହୁଳ ପରିମାଣରେ ପର୍ଯ୍ୟଟକ ଆସି ଏହି ସଂଗ୍ରହାଳୟକୁ ବୁଲିବା ସହିତ ଏହାର ସୌନ୍ଦର୍ଯ୍ୟ ବୃଦ୍ଧରେ ସହାୟକ ହୁଅନ୍ତୁ ।

Mo sapath

Leave A Reply

Your email address will not be published.